Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ତ୍ରିଲୋଚନପୁର ପାକ୍ସ ପରିଦର୍ଶନ କଲେ ଜିଲ୍ଲାପାଳ
ପୁରୀ- ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଗତକାଲି କଣାସ ବ୍ଲକର ତ୍ରିଲୋଚନପୁର ପାକ୍ସ ପରିଦର୍ଶନ କରିଥିଲେ। ଧାନ ସଂଗ୍ରହର ବ୍ୟବସ୍ଥା ସମ୍ପର୍କରେ ପାକ୍ସ ସମ୍ପାଦକ ଓ ଅନ୍ୟ କର୍ମଚାରୀଙ୍କୁ ପଚାରି ଥିଲେ। ଉପସ୍ଥିତ ଚାଷୀ ମାନଙ୍କ ସହ ଜିଲ୍ଲାପାଳ ଆଲୋଚନା କରିଥିଲେ।ସୁବିଧା ଅସୁବିଧା ଓ ସମସ୍ୟା!-->…
Read More...
Read More...
ମୃତ ହିତାଧିକାରୀଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର- ରାସନକାର୍ଡର ମୃତ ହିତାଧିକାରୀଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବା ନେଇ ଚେତାବନୀ!-->…
Read More...
Read More...
କମିବ ଶୀତ, ବଢିବ ତାତି
ଭୁବନେଶ୍ୱର: କମିବ ଶୀତ । ଆସନ୍ତା ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଭୁବନେଶ୍ୱରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ରହିବା ସହ କାକର ପଡ଼ିବ । ଦିନର ତାପମାତ୍ରା ୩୨ ଡିଗ୍ରୀ ଓ ରାତିରେ ୧୫ ଡିଗ୍ରୀ ରହିବ । ପାଣିପାଗ ବିଭାଗ ଏହି ଆକଳନ କରିଛି!-->…
Read More...
Read More...
ବିଭିନ୍ନ ଜିଲ୍ଲାରେ ‘ଓଡ଼ିଶା ବନ୍ଦ’ର ପ୍ରଭାବ
ଭୁବନେଶ୍ୱର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ରାଜ୍ୟବ୍ୟାପୀ ଆନ୍ଦୋଳନ ଜାରି ରହିଛି।!-->…
Read More...
Read More...
୭୭ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର,:ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ!-->…
Read More...
Read More...
ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି:ମୁଖ୍ୟମନ୍ତ୍ରୀ
କଟକ: ବାରବାଟୀରେ ଷ୍ଟାଡିୟମରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ ।ଏହି ଅବସରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି କହିଛନ୍ତି ଯେ ୧୯୮୦ ମସିହା ପର୍ଯ୍ୟନ୍ତ ଦେଶର ଆର୍ଥିକ ଅଭିବୃଦ୍ଧି!-->…
Read More...
Read More...
ମଙ୍ଗଳବାର ପୁରୀ ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି
ପୁରୀ: ଆସନ୍ତା ୩ ତାରିଖ ଅର୍ଥାତ୍ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ ମହାମହିମ। ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାସହ ରାଷ୍ଟ୍ରପତି ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି ।!-->…
Read More...
Read More...
ମହମ୍ମଦ ମୋକିମଙ୍କ ନୂଆ ଦଳର ନାମ ଏମିତି ହେବ
କଟକ: ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି । ଗତ କିଛି ଦିନ ହେବ ତାଙ୍କ ନୂଆ ଦଳ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଆଜି ସେ ବଡ଼ ଖୁଲାସା କରିଛନ୍ତି । ଓଡ଼ିଶା ଜନତା କଂଗ୍ରେସ କିମ୍ବା ଓଡ଼ିଶା ଲୋକ କଂଗ୍ରେସ ନାଁ ହୋଇପାରେ ବୋଲି ସେ କହିଛନ୍ତି । ନିର୍ଣ୍ଣାୟକ!-->…
Read More...
Read More...
ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ
ଭୁବନେଶ୍ୱର: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ ଜିନିଷ ସିଧାସଳଖ ପ୍ରଭାବିତ ହେବାର ସମ୍ଭାବନା!-->…
Read More...
Read More...
ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରବିବାର ସକାଳ ଓଲିଉଡ ଜଗତ ପାଇଁ ଏକ ଦୁଖଦ ସକାଳ ଥିଲା। ବେଶ କିଛିଦିନ ଧରି ଚିକିତ୍ସାଧିନ ଥିବା ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ହୋଇଛି। ଏହି ଖବର ପାଇବା ପରେ ସମଗ୍ର ଓଲିଉଡ ଦୁନିଆରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ,୫୪ ବର୍ଷ ବୟସରେ!-->…
Read More...
Read More...