Browsing Category

ରାଜ୍ୟ

ମହାପ୍ରଭୁଙ୍କ ହାତୀବେଶ ବେଶ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ପୁରୀ-ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା । ଅଗଣିତ ଭକ୍ତମାନଙ୍କୁ ସ୍ନାନବେଦୀରେ ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଗଜାନନ ବେଶ ପ୍ରସ୍ତୁତି ଶେଷ ପର୍ଯ୍ଯାୟରେ ପହଞ୍ଚିଛି । ବେଶ ପ୍ରସ୍ତୁତିରେ ସେବକ ନିମଗ୍ନ ଅଛନ୍ତି । ଦରଜି ସେବକଙ୍କ ଏଥିରେ ପ୍ରମୁଖ ଭୂମିକା ରହିଛି । ଚିତ୍ରକର ସେବକ
Read More...

୧୨ରୁ ବଦଳିବ ପାଗ, ୧୪ରୁ ଛେଚିବ

ଭୁବନେଶ୍ୱର:ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୧୪ରୁ ୧୬ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ତେଣୁ ୧୨ ତାରିଖ ପରଠାରୁ ରାଜ୍ୟ ପାଗରେ ପରିବର୍ତ୍ତନ ହେବା
Read More...

ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ଜିଲାରୁ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ପାର୍‌ କରିଛି। କରୋନାକୁ ନେଇ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ବାରମ୍ବାର କହୁଥିବା ବେଳେ ଲଗାତର ଭାବେ ରାଜ୍ୟରୁ କରୋନା
Read More...

ମହୁମାଛି ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଦଶପଲ୍ଲା : ମହୁ ଭାଙ୍ଗିବା ପାଇଁ ଜଙ୍ଗଲକୁ ଯାଇଥିଲେ। ହେଲେ ମହୁମାଛିଙ୍କ ଆକ୍ରମଣରେ ଟଳି ପଡ଼ିଲେ ବୃଦ୍ଧ । ବାଣିଗୋଛା ଥାନା ଅଧୀନସ୍ଥ ଚଡ଼େୟାପଲ୍ଲୀ ପଞ୍ଚାୟତ ଓସାମସ୍କା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଅନ୍ୟପକ୍ଷରେ ବୃଦ୍ଧଙ୍କ ମୃତ୍ୟୁକୁ ନେଇ ଭିନ୍ନ କଥା ମଧ୍ୟ ଚର୍ଚ୍ଚା ହୁଛି।
Read More...

ପୁରୀ ନରେନ୍ଦ୍ର କୋଣ ନିକଟରେ ଅଗ୍ନିକାଣ୍ଡ

ପୁରୀ-ପୁରୀ ନରେନ୍ଦ୍ର କୋଣ ନିକଟରେ ଅଗ୍ନିକାଣ୍ଡ l ଅଗ୍ନିକାଣ୍ଡରେ ଖାଦ୍ୟ ବିକ୍ରି ହେଉଥିବା ଠେଲା ଗାଡିଟି ସଂପୂର୍ଣ୍ଣ ଜଳିଯାଇଛି l ଠେଲା ଗାଡିରେ ଖାଦ୍ୟ ବିକ୍ରି କରୁଥିବା ସମୟରେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା l ଯାହାଫଳରେ ଉକ୍ତ ଠେଲା ଗାଡି ସହିତ ଏକ ସେଲୁନ ମଧ୍ୟ ଜଳିଯାଇଛି l
Read More...

ଅନୁପମା ସ୍ଵାଇଁଙ୍କୁ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କଲେ ପୁଲିସ ଡିଜି

ଭୁବନେଶ୍ବର- ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନବମ ଜିୟୁ ଜିଟସୁ ଏସିୟାନ ଚମ୍ପିୟନସିପରେ ଅଂଶଗ୍ରହଣ କରି ଉଚ୍ଚକୋଟିର କ୍ରୀଡା ନୈପୁଣ୍ୟତା ପ୍ରଦର୍ଶନ କରିଥିବା ଅନୁପମା ସ୍ଵାଇଁଙ୍କୁ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଛନ୍ତି। ରାଜ୍ୟ ପୋଲିସ ମୁଖ୍ୟାଳୟ
Read More...

ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚେତାବନୀ

ଭୁବନେଶ୍ବର: ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଡ୍ରାଇଭର ମହାସଂଘ। ୬ ଦଫା ଦାବି ପୂରଣ ନହେଲେ ବନ୍ଦ ହେବ ଚକ ଅଖ। ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ ଚେତାବନୀ ଦେଇଛି ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ।  ମଞ୍ଚ ପକ୍ଷରୁ କୁହାଯାଇଛି ଆସନ୍ତା ଜୁଲାଇ ମାସରେ ୬ ଦଫା ଦାବି ନେଇ
Read More...

ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ, ଜିଲ୍ଲାର ଉନ୍ନୟନ କାର୍ଯ୍ୟକ୍ରମ କଲେ ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରିଛନ୍ତି ଓ
Read More...

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ।
Read More...

ଦେଶର ରାଜନୈତିକ ସଂସ୍କୃତିକୁ ବଦଳାଇ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ : ନଡ୍ଡା

ନୂଆଦିଲ୍ଲୀ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୧ ବର୍ଷର କାର୍ଯ୍ୟକାଳର ପ୍ରଶଂସା କରିଛନ୍ତି । ସେ ଏହି ଅବସରରେ କହିଛନ୍ତି ଯେ ମୋଦୀଙ୍କ ନେତୃତ୍ୱରେ ସରକାର କରିଥିବା କାମକୁ "ସୁବର୍ଣ୍ଣ ଅକ୍ଷରରେ" ଲେଖାଯିବା ଉଚିତ।ବିଜେପି
Read More...