Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜଗଦଳପୁର ପଞ୍ଚାୟତର ସରପଞ୍ଚ ଭାବେ କ୍ରାନ୍ତୀ କୁମାରୀ ଦେବୀଙ୍କ ଦାୟିତ୍ୱ ଗ୍ରହଣ
ଗଞ୍ଜାମ : କୁକୁଡ଼ାଖଣ୍ଡି ବ୍ଲକର ଜଗଦଳପୁର ପଞ୍ଚାୟତରେ ଗୁରୁବାର ଦିନ ନୂତନ ସରପଞ୍ଚ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଉଚ୍ଚ ଶିକ୍ଷିତା ତଥା ମହିଳା ସମାଜସେବୀ କ୍ରାନ୍ତୀ କୁମାରୀ ଦେବୀ । ଜଗଦଳପୁର ପାଞ୍ଚୟତରେ ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କରିବାରେ ତାଙ୍କର ମୁଖ୍ୟ ଭୂମିକା!-->…
Read More...
Read More...
ଆଠମଲ୍ଲିକ ବ୍ଲକ ଅଧ୍ୟକ୍ଷ ହେଲେ ଦୁଃଶାସନ ରାଉଳ
କିଆକଟା : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଇତି ମଧ୍ୟରେ ଶେଷ ହେବା ସହ ଫଳାଫଳ ମଧ୍ୟ ଘୋଷଣା ହୋଇଛି । ଗତକାଲି ନାଏବ ସରପଞ୍ଚ ନିର୍ବାଚନ ଥିବା ବେଳେ ଆଜି ବ୍ଲକ ଅଧ୍ୟକ୍ଷ ପଦପାଇଁ ରାଜ୍ୟର ସମସ୍ତ ବ୍ଲକରେ ନିର୍ବାଚନ ହୋଇଥିଲା । ଏହି ଅବସରରେ ଅନୁଗୋଳ ଜିଲ୍ଲା ଆଠମଲ୍ଲିକରେ ମଧ୍ୟ ବ୍ଲକ ଅଧ୍ୟକ୍ଷ!-->…
Read More...
Read More...
ଚିଲିକା ବିଧାୟକଙ୍କୁ ଛେଚିଲେ ଜନତା, ରକ୍ତ ଜୁଡୁବୁଡୁ ହୋଇ ମେଡିକାଲ ଗଲେ
ଭୁବନେଶ୍ୱର : ଉତ୍ପାତ ହେଲେ, ମାଡ ଖାଇଲେ , ରକ୍ତ ଜୁଡୁବୁଡୁ ହୋଇ ମେଡିକାଲ ଗଲେ । ଶନିବାର ଏମିତି କିଛି ଘଟଣା ଘଟିଥିଲା ବାଣପୁର ବ୍ଲକ ସମ୍ମୁଖରେ । ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଚଢାଇଦେଲେ ଗାଡି । ଏଥିରୁ ବାଦ୍ ପଡିଲେନି ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି!-->…
Read More...
Read More...
ଟୀକାକରଣ ସଚେତନତା ରଥ ଉଦଘାଟିତ
ବୌଦ୍ଧ,୧୨/୩- ବୌଦ୍ଧ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଟୀକାକାରଣ ସଚେତନତା ରଥ ଉଦଘାଟିତ ହୋଇଯାଇଛି । ଏଥିରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡକ୍ଟର ଅଭୟ କୁମାର ଦାଶ ସବୁଜ ପତାକା ଦେଖାଇ ଏହାର ଉଦଘାଟନ କରିଥିଲେ । ଜିଲ୍ଲା ମ୍ୟାଲେରିଆ ନିରାକରଣ!-->…
Read More...
Read More...
ଅତିରିକ୍ତ ଜିଲ୍ଲାପାଳଙ୍କ ରାମକୃଷ୍ଣବାଳାଶ୍ରମ ପରିଦର୍ଶନ
ବୌଦ୍ଧ,୧୨/୩- ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତା ରାଣୀ ଦଳବେହେରା, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ସାକ୍ଷୀଗୋପାଳ ପ୍ରଧାନ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରାହୁଲ ପ୍ରଧାନ ବୀରନରସିଂହପୁର ସ୍ଥିତ ରାମକୃଷ୍ଣବାଳାଶ୍ରମ ତ୍ରୟମାସିକ ପରିଦର୍ଶନରେ ଯାଇଥିଲେ ।!-->…
Read More...
Read More...
ଗଜପତି ଜିଲ୍ଲା ଆମ୍ ଆଦମୀ ପାର୍ଟି ମନାଇଲା ବିଜୟ ଉତ୍ସବ
ପାରଳାଖେମୁଣ୍ଡି : ପଞ୍ଜାବରେ ଆମ୍ ଆଦମୀ ପାର୍ଟିର ଐତିହାସିକ ବିଜୟ ଓ ଗୋଆରେ ଆପ୍ର ୨ ଜଣ ବିଧାୟକଙ୍କ ବିଜୟ ଅବସରରେ ଆପ୍ ଗଜପତି ତରଫରୁ ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତଙ୍କ ନେତୃତ୍ୱରେ ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କରଣ ସାହିରେ ଥିବା ଜିଲ୍ଲା କାର୍ଯ୍ୟାଳୟଠାରେ ଏକ ବୈଠକ!-->…
Read More...
Read More...
ରୋଚକ ସ୍ଥିତିରେ ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷା ନିର୍ବାଚନ
ଦଶପଲ୍ଲା : ଦଶପଲ୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ଆସନ ପାଇଁ ନିର୍ବାଚନ ଏବେ,ରୋମାଞ୍ଚକର ସ୍ଥିତିରେ ପହଞ୍ଚିଛି । ଆଜି ଅଧ୍ୟକ୍ଷା ନିର୍ବାଚନ ଅନୁଷ୍ଠିତ ହେବ । ଇତିମଧ୍ୟରେ ବ୍ଲକ୍ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ଏହି ଆସନଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ୨୦!-->…
Read More...
Read More...
ଜିଲ୍ଲା କ୍ରିକେଟ ସଂଘ ତରଫରୁ ଅପ୍ରେଲ ପ୍ରଥମ ସପ୍ତାହରେ ସୋନପୁର ପ୍ରିମିୟର କ୍ରିକେଟ ଲିଗ୍
ସୋନପୁର : ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ୍ ଆସୋସିଏସନ ପକ୍ଷରୁ ଆସନ୍ତା ଅପ୍ରେଲ ୩ ତାରିଖ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଗାନ୍ଧି ପଡିଆଠାରେ "ସୋନପୁର ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ' ଆରମ୍ଭ ହେବ । ୬୦ ଜଣ ଖେଳାଳିଙ୍କୁ ନେଇ ୪ଟି ଫ୍ରାଞ୍ଚାଇଜ ଗଠନ କରାଯାଇଥିବାବେଳେ!-->…
Read More...
Read More...
ଜିଲ୍ଲାସ୍ତରୀୟ ଯୁବ ସଂସଦ କାର୍ଯ୍ୟକ୍ରମ
ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଏଏମ୍ସିଏସ୍ କଲେଜରେ ଫୁଲବାଣୀ ନେହରୁ ଯୁବକେନ୍ଦ୍ର ପକ୍ଷରୁ ଯୁବକଯୁବତୀ କିପରି ଆତ୍ମନିର୍ଭରଶୀଳ ହୋଇପାରିବେ ଏ ଉପରେ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଛି । କଲେଜ ଅଧ୍ୟକ୍ଷ ଦିନବନ୍ଧୁ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନେହେରୁ ଯୁବ!-->…
Read More...
Read More...
ହିଞ୍ଜିଳି, ଶେରଗଡର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ ବ୍ଲକ୍ର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦଳମତରୁ ଉର୍ଦ୍ଧ୍ବରେ ରହି ଲୋକଙ୍କ ସେବା କରିବା ପାଇଁ!-->…
Read More...
Read More...