Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଦୁଇ ଛୁଆକୁ ଜନ୍ମ ଦେଲା ଧଳା ବାଘୁଣୀ ମୌସୁମୀ
ବାରଙ୍ଗ: ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ରାତିରେ ଦୁଇଟି ପର୍ଯ୍ୟାୟରେ ୨ଟି ଛୁଆକୁ ଜନ୍ମ ଦେଇଛି ଧଳା ବାଘୁଣୀ ମୌସୁମୀ। ପ୍ରଥମ ଛୁଆ ଶନିବାର ରାତି ୯:୧୫ ଏବଂ ଦ୍ବିତୀୟ ଛୁଆ ରାତି ୧୧:୦୩ ସମୟରେ ଏନ୍କ୍ଲୋଜର ୨୮-ବି’ରେ ଜନ୍ମ ଦେଇଛି। ଜନ୍ମିତ ଛୁଆ ମଧ୍ୟରୁ ଗୋଟିଏ ଛୁଆ ସାଧାରଣ ରଙ୍ଗର!-->…
Read More...
Read More...
ସୁନା ହେବ ସୁବର୍ଣ୍ଣପୁର ଜିଲ୍ଲା- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦!-->…
Read More...
Read More...
ଫୁଲବାଣୀଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ, ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍ଘାଟନ କଲେ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ!-->…
Read More...
Read More...
ରାଜ୍ୟସ୍ତରୀୟ ସଂକୀର୍ତ୍ତନ ମହୋତ୍ସବର ଉଦଯାପିତ, ସଂକୀର୍ତ୍ତନ ଆମ ଲୋକ କଳା ଓ ସଂସ୍କୃତିର ଜୀବନ୍ତ ବାର୍ତ୍ତାବହ: ଯୁଗଳ…
କଣ୍ଟାମାଳ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ହରିଶଙ୍କର କଳା ମଣ୍ଡପଠାରେ ୨୦ତମ ଲୋକ କଳା ଉତ୍ସବ-୨୦୨୫ ଅବସରରେ ରାଜ୍ୟସ୍ତରୀୟ ସଂକୀର୍ତ୍ତନ ମହୋତ୍ସବ ଶୁକ୍ରବାର ଉଦଯାପିତ ହୋଇଯାଇଛି l ଓଡିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାର ଓ ଓଡିଶା ମାଇନିଙ୍ଗ କାର୍ପୋରେସନ ତଥା!-->…
Read More...
Read More...
୧୭ ବର୍ଷ ପରେ ଦୁଷ୍କର୍ମ ଅଭିଯୁକ୍ତ ଗିରଫ
ଗଣିଆ - (ହୀପ୍ର) ପ୍ରେମିକାକୁ ଧୋକା ଦେଇ ଅଡ଼ୁଆରେ ପଡ଼ିଲେ ଯୁବକ । ଏଭଳି ଘଟଣା ଘଟିଛି ଗଣିଆ ବ୍ଳକ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ । ୨୦୦୮ ମସିହାରେ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଦିଲ୍ଲୀପ ଖଟୁଆ ଜଣେ ଯୁବତୀକୁ ଭଲ ପାଉଥିଲେ । ଭଲ ପାଇବା ପରେ ବିଭିନ୍ନ ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହିତ!-->…
Read More...
Read More...
କୁଲିହାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ
ଧର୍ମଗଡ଼(ହୀ.ପ୍ର.):- ଜୁନାଗଡ଼ ବ୍ଲକ ଅନ୍ତର୍ଗତ କୁଲିହାରୀ ଉଚ୍ଚ ବିଦ୍ୟାଳୟଠାରେ ସଫଳତାର ସହିତ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କର୍ତ୍ତବ୍ୟ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ କଳାହାଣ୍ଡି!-->…
Read More...
Read More...
କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ
ଭବାନୀପାଟଣା: କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଡେପୁଟି କଲେକ୍ଟର ଚିତ୍ତ ରଞ୍ଜନ ପିଲ୍ଲାଙ୍କୁ ଶୁକ୍ରବାର ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସୁପାରିଶ କ୍ରମେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ଗତ ୨୦୨୦ରୁ ୨୦୨୨!-->!-->!-->…
Read More...
Read More...
ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ
ଭୁବନେଶ୍ୱର:ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ କ୍ଷମତା ହାସଲ କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପରିପ୍ରେକ୍ଷିରେ ଆଜି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ,!-->…
Read More...
Read More...
ଅଳ୍କକେ ବର୍ତ୍ତିଲେ କୃଷ୍ଣଚନ୍ଦ୍ର ପାତ୍ର, ଯୋଗାଣ ମନ୍ତ୍ରୀଙ୍କ ଗାଡିକୁ ଧକ୍କା ଦେଲା ଟ୍ରକ୍
ଭୁବନେଶ୍ୱର: ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ବଜାର ନିକଟରେ ରାଜ୍ୟ ଯୋଗାଣ ମନ୍ତ୍ରୀଙ୍କ ଗାଡ଼ି ସହିତ ଗୋଟିଏ ଟ୍ରକ୍ ଧକ୍କା ହୋଇଛି। ଫଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ପ୍ରକାଶ ଯେ, ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ମନ୍ତ୍ରୀ!-->…
Read More...
Read More...
ଡରାଇଲା କୋରନା, ଖୁବଶୀଘ୍ର ଆସିବ ମାର୍ଗଦର୍ଶିକା
ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ତଥାପି ରାଜ୍ୟ ସରକାର ଖୁବଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ବୋଲି ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର।
ରାଜ୍ୟରେ ପ୍ରତିଦିନ କିଛି କିଛି କରୋନା ରୋଗୀ ଚିହ୍ନଟ ହେଉଥିବା!-->!-->!-->…
Read More...
Read More...