Browsing Category

ରାଜ୍ୟ

ପୁଣି ମନ୍ଦିରରୁ ମୂର୍ତ୍ତି ଚୋରି କଲେ ଦୁର୍ବୃତ୍ତ

ପୁରୀ : ପୁଣି ଟାର୍ଗେଟରେ ମନ୍ଦିର । କଣାସ ବ୍ଲକ ବକୁ ପଞ୍ଚାୟତର ଇସ୍ନାହେଶ୍ୱର ମନ୍ଦିରରୁ ମୂର୍ତ୍ତି ଚୋରି କଲେ ଦୁର୍ବୁତ୍ତ । ଗତକାଲି ବିଳମ୍ବିତ ରାତିରେ ମନ୍ଦିର କବାଟ ଭାଙ୍ଗି ରାଧାକୃଷ୍ଣ,ଶିବ ଓ ଦୁର୍ଗା ମୂର୍ତ୍ତି ଚୋରି କରି ନେଇଛନ୍ତି ଦୁର୍ବୃତ୍ତ । ଆଜି ସକାଳୁ ମନ୍ଦିରକୁ ପୂଜା କରିବା
Read More...

“ଆଜିର ସମୟରେବି ନାରୀ ଅସୁରକ୍ଷିତ,ସାମାଜିକ ସଚେତନତା ନିତାନ୍ତ ଜରୁରୀ’

ପାରଳାଖେମୁଣ୍ଡି :ଅଗ୍ରଣୀ ମହିଳା ଅନୁଷ୍ଠାନ ପ୍ରଗତି ମହିଳା ସଙ୍ଗଠନ ଆନୁକୁଲ୍ୟରେ ସ୍ଥାନୀୟ ୟୁ ଟେକ୍‌ କ୍ୟୁମ୍ପଟର ଇନଷ୍ଟିଚ୍ୟୁଟ ଠାରେ ଆଲୋଚନା ଏବଂ ମହାବିଦ୍ୟାଳୟ ସ୍ତରୀୟ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସଂଯୋଜକ ଲୋକନାଥ ମିଶ୍ରଙ୍କ ସଂଯୋଜନାରେ ସ୍ୱାଗତ ସମ୍ଭାଷଣ କରିଥିବାବେଳେ
Read More...

ଆଶ୍ୱସ୍ତି ଫାଉଣ୍ଡେସନ ଟ୍ରଷ୍ଟ ପରିସରରେ ବିଶ୍ୱ ମହିଳା ଦିବସ ପାଳିତ

ପୁରୀ : ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଶ୍ୱସ୍ତି ଫାଉଣ୍ଡେସନ ଟ୍ରଷ୍ଟ ପରିସରରେ ମହିଳା ସଶକ୍ତିକରଣ ଓ ମହିଳାଙ୍କ ବିକାଶ ପାଇଁ ଏକ ସଭା ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମହିଳା ମାନଙ୍କ ସୋତନ୍ତ୍ର ଅଧିକାର ଓ କାର୍ଯ୍ୟ ଲିପି ବିଷୟରେ ଆଲୋଚନା କରାଯାଇଥିଲା । ଏଥି ସହିତ
Read More...

ଜିଲ୍ଲାସ୍ତରୀୟ ସମ୍ଭାବ୍ୟ ଅଂଶୁଘାତ ଓ ଜଳକ୍ଲିଷ୍ଟ ମୁକାବିଲା ପ୍ରସ୍ତୁତି ବୈଠକ,୧୫ରୁ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ…

ପୁରୀ: ଜିଲ୍ଲାସ୍ତରୀୟ ସମ୍ଭାବ୍ୟ ଅଂଶୁଘାତ ଓ ଜଳକ୍ଲିଷ୍ଟ ମୁକାବିଲା ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ବ୍ୟବସ୍ଥା
Read More...

ଆନ୍ତର୍ଜାତୀୟ ମହିଳା ଦିବସରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର, ୪୦ ଥର ରକ୍ତଦାନ କଲେଣି ହାଲି ମ୍ୟାଡାମ

ଫୁଲବାଣୀ:-ଆଜି ମାର୍ଚ୍ଚ ୮ ଆନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ସମାଜରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ କରି ଆସୁଥିବା ମହିଳାମାନଙ୍କୁ ବିଶେଷ ଭାବେ ସମ୍ମାନିତ କରାଯାଇଛି । ସେହିପରି ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଠାରେ ଏକ
Read More...

ଆଇନ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବୌଦ୍ଧ,୮/୩- ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଆନୁକୂଲ୍ୟରେ ମହିଳା ମହାବିଦ୍ୟାଳୟ ବୌଦ୍ଧଠାରେ "ଅନ୍ତର୍ଜାତୀୟ ମହିଳା ଦିବସ’ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧର ଅଧକ୍ଷ ଶ୍ରୀ ବିକ୍ରମ କୁମାର ପ୍ରଧାନଙ୍କ ଅଧକ୍ଷତାରେ
Read More...

ବୌଦ୍ଧ: ନୂତନ ଜ଼ିଲ୍ଲା ସଂସ୍କୃତି ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ

ବୌଦ୍ଧ,୮/୩- ଆଜି ନୂତନ ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଭାବେ ହେମନ୍ତ ବେହେରା କାର୍ଯ୍ୟରେ ଯୋଗଦାନ କରିଛନ୍ତି । ସେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ଲାଳାଟେନ୍ଦୁ ମିଶ୍ରଙ୍କୁ ଭେଟି କାର୍ଯ୍ୟରେ ଯୋଗଦାନ ପତ୍ର ଦେଇଥିଲେ । ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ମିଶ୍ର ଜ଼ିଲ୍ଲାର ସଂସ୍କୃତି ଏବଂ ଐତିହ୍ୟ ଉପରେ
Read More...

ବୌଦ୍ଧରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବୌଦ୍ଧ,୮/୩- ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ବିଭାଗ ମଧ୍ୟ ସକ୍ରିୟ ଯୋଗଦାନ କରିଥିଲେ । ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର
Read More...

ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର: ପିସିସି ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ ହୋଇ ପଡିଛନ୍ତି l ଅସୁସ୍ଥ ହେବା ଜଣାପଡିବା ପରେ ତାଙ୍କୁ ଚନ୍ଦ୍ରଶେଖରପୁର ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l ଏ ସଂପର୍କରେ ପିସିସି କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପୌର
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ସୁବର୍ଣ୍ଣପୁର : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେଙ୍କ ପୌରହିତ୍ୟରେ ଅନୁଷ୍ଠିତ ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ,
Read More...