Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୯୮ଟି ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଘୋଷଣା କଲେ ଜିଲ୍ଲାପାଳ
ନବରଙ୍ଗପୁର,୩/୩- ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ କାୟମ ରହିଛି । ପରମ୍ପରା ନାମରେ କିଶୋରୀ ବାଳିକାମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି ପିତାମାତା ଓ ସମ୍ପର୍କୀୟ!-->…
Read More...
Read More...
ଶିଶୁ ସୁରକ୍ଷା ଦିଗରେ ଗଜପତି ଜିଲ୍ଲା ଜାତୀୟ ସ୍ତରରେ ପୁରସ୍କୃତ
ଗଜପତି,୩/୩- ଗୋଟିଏ ସମୟରେ ଗଜପତି ଜିଲ୍ଲା ଶିଶୁ ଶ୍ରମିକ, ଶିଶୁ ଚାଲାଣ ଏବଂ ଶିଶୁ ନିର୍ଯ୍ୟାତନାର ପେଣ୍ଠସ୍ଥଳୀ ଥିଲା କିନ୍ତୁ ଏସବୁକୁ ଦୂର କରିବା ପାଇଁ ସୁଦୂରପ୍ରସାରି ତଥା ସମୟୋଚିତ ପଦକ୍ଷେପ ମାଧ୍ୟମରେ ଶିଶୁ ସୁରକ୍ଷା କରି ସମସ୍ତଙ୍କ ପାଇଁ ଗଜପତି ଜିଲ୍ଲା ସାଜିଛି ପ୍ରେରଣାର ଉତ୍ସ ।!-->…
Read More...
Read More...
ପାରଳା ପୌର ପରିଷଦ ଅଧ୍ୟକ୍ଷା ପ୍ରାର୍ଥୀ ନିମନ୍ତେ ପୂର୍ବତନ କାଉନସିଲର ଖଗେଶ୍ୱରୀ ବେହେରାଙ୍କ ନାମକୁ ନେଇ ଚର୍ଚ୍ଚା
ପାରଳାଖେମୁଣ୍ଡି: ଚଳିତ ପୌର ନିର୍ବାଚନରେ ପାରଳାଖେମୁଣ୍ଡି ପୌର ପରିଷଦର ଅଧ୍ୟକ୍ଷା ପଦବୀ ପାଇଁ ସିଧାସଳଖ ନିର୍ବାଚନ ଅନୁଷ୍ଠିତ ହେବ । ଅନ୍ୟପକ୍ଷରେ ତାହାମଧ୍ୟ ଚଳିତ ଥର ଏହି ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ପଦବୀ ନିମନ୍ତେ ଅନୁସୂଚିତ ଜାତି ବର୍ଗର ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି ।!-->…
Read More...
Read More...
ଆଜି ବିଶ୍ୱ ବନ୍ୟପ୍ରାଣୀ ଦିବସ
ଦଶପଲ୍ଲା : ଆଜି ହେଉଛି ବିଶ୍ୱ ବନ୍ୟପ୍ରାଣୀ ଦିବସ । ବନ୍ୟ ଜୀବ ଜନ୍ତୁ ମାନଙ୍କ ସୁରକ୍ଷା ନିମନ୍ତେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୩ ତାରିଖକୁ ବିଶ୍ୱ ବନ୍ୟପ୍ରାଣୀ ଦିବସ ଭାବେ ପାଳନ କରାଯାଉଛି । ୨୦ ଡିସେମ୍ବର ୨୦୧୩ରେ ମିଳିତ ଜାତିସଂଘ ସାଧାରଣ ସଭା ଏହାର!-->…
Read More...
Read More...
ଜଙ୍ଗଲକୁ ନିଆଁଦାଉରୁ ରକ୍ଷା କରିବା ପାଇଁ କଟାଗଲା ଫାୟାର୍ ଲାଇନ୍
ଦଶପଲ୍ଲା :ମହାନଦୀ ବନ୍ୟପ୍ରାଣୀ ବାଣିଗୋଛା ପଶ୍ଚିମ ବନାଂଚଳ ତରଫରୁ ବନ ଓ ବନ୍ୟଜନ୍ତୁଙ୍କୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ଅତ୍ୟାଧୁନିକ ଯନ୍ତ୍ରପାତି ସାହାଯ୍ୟରେ କରାଯାଇଛି ଫାୟାର ଲାଇନ୍ । ଏହି କ୍ରମରେ ଆଜି ବୁଗୁଡା ବିଟ୍ ହାଉସ୍ ଠାରୁ ସତ୍ୟ ମହାବୀର ମନ୍ଦିର ଦେଇ, ବାଣିଗୋଛା ପୂର୍ବ!-->…
Read More...
Read More...
ସନ୍ଥକବି ଭୀମଭୋଇଙ୍କ ୧୨୭ତମ ଶ୍ରାଦ୍ଧ ଉତ୍ସବ ପାଳିତ
ସୁବର୍ଣ୍ଣପୁର: ଶୂନ୍ୟବ୍ରହ୍ମ ଉପାସନାର ପ୍ରମୁଖ ଉପାସକ ତଥା ସନ୍ଥକବି ଭୀମଭୋଇଙ୍କ ୧୨୭ତମ ଶ୍ରାଦ୍ଧ ଦିବସ ସୁବର୍ଣ୍ଣପୁରଠାରେ ପାଳିତ ହୋଇଯାଇଛି । ଜିଲ୍ଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ପକ୍ଷରୁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହଠାରେ ଆୟୋଜିତ!-->…
Read More...
Read More...
ନାହିଁ ନାହିଁରେ ଚାଲିଛି ଘୁ ଉଦୟଗିରି ଉପ ଡାକଘର
ଘୁ ଉଦୟଗିରି,୨/୩ – ଘୁ.ଉଦୟଗିରିସ୍ଥିତ ବହୁ ପୁରାତନ ଉପ ଡାକଘର ଯାହା କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ । ଏହି ଡାକଘର ଦ୍ୱାରା ଅନେକ ସୁବିଧା ଲୋକମାନେ ପାଉଛନ୍ତି ଯେପରିକି ଚିଠି, ପାର୍ଶଲ ପଠେଇବା, ଟଙ୍କା ନେଣ ଦେଣ ଭଳି ଜରୁରୀ କାର୍ଯ୍ୟ । ଆଜିକାଲି ମୋବାଇଲ ଯୁଗରେ ବା ଅତ୍ୟାନୁଧିନିକ!-->…
Read More...
Read More...
କନ୍ଧମାଳ ଜିଲ୍ଲାରୁ ଫାଇଲେରିଆ ନିରାକରଣ ନିମନ୍ତେ ଔଷଧ ସେବନ କାର୍ଯ୍ୟକ୍ରମ
ଫୁଲବାଣୀ,୨/୩:- ମ୍ୟାଲେରିଆ ପରି ଫାଇଲେରିଆ ମଧ୍ୟ ଏକ ମଶାବାହିତ ରୋଗ । ଏହି ରୋଗ ଏକ କ୍ଷୁଦ୍ର ପରଜୀବୀ କୀଟାଣୁର ସଂକ୍ରମଣ ଯୋଗୁଁ ହୋଇଥାଏ । ମାଈ କ୍ୟୁଲେକ୍ସ ମଶା କାମୁଡ଼ିବା ଦ୍ୱାରା ଏହି କୀଟାଣୁ ଜଣଙ୍କ ଦେହରୁ ଅନ୍ୟଜଣଙ୍କୁ ସଂକ୍ରମଣ ହୋଇଥାଏ । ଫାଇଲେରିଆ ହେଲେ ଗୋଡ଼, ହାତ ଫୁଲିଯାଏ ।!-->…
Read More...
Read More...
ଘୁ.ଉଦୟଗିରି ଏନଏସି : ପ୍ରଥମ ଦିନରେ ପଡିଲାନି ଗୋଟିଏ ବି ନାମାଙ୍କନ ପତ୍ର
ଘୁ.ଉଦୟଗିରି,୨/୩- ପୌର ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଥିବାବେଳେ ଘୁ.ଉଦୟଗିରି ଏନଏସିରେ ଆଜି ଜଣେ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିନଥିବା ସୂଚନା ମିଳିଛି । ୪ଜଣ ନାମାଙ୍କନ ପତ୍ର କିଣିଥିବା ସୂଚନା ମିଳିଛି । ୭ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ସମୟ!-->…
Read More...
Read More...
ଶିଶୁଙ୍କ ପ୍ରବେଶରେ ହସି ଉଠିଲା ବିଦ୍ୟାଳୟ
ଫୁଲବାଣୀ: କଥାରେ ଅଛି ଶିଶୁ ହସିଲେ ଜଗତ ହସେ । ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସୋମବାର ଠାରୁ ଶିକ୍ଷା ଅନୁଷ୍ଠାନ ଖୋଲିଛି । ଛାତ୍ରଛାତ୍ରୀ ନିଜ ନିଜ ବିଦ୍ୟାଳୟକୁ ନିୟମିତ ଯାଇ ଅଫ ଲାଇନରେ ପାଠ ପଢ଼ିବେ, ସାଙ୍ଗସାଥୀଙ୍କ ସହ ଖେଳକୁଦ କରିବେ ନିଜ!-->…
Read More...
Read More...