Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମହାବୀର କ୍ଷେତ୍ରରୁ ଶ୍ରୀକ୍ଷେତକ୍ର ଗଲା ରଥକାଠ
ଦଶପଲ୍ଲା,୩/୨: ଚଳିତବର୍ଷ ମହାପ୍ରଭୁ ଶ୍ରୀଜୀଉଙ୍କ ରଥ ନିର୍ମାଣ ପାଇଁ ଦଶପଲ୍ଲାର ମହାବୀର କ୍ଷେତ୍ରରୁ , ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ରଥକାଠ ପଠାଯାଇଛି । ମହାବୀର କ୍ଷେତ୍ରରେ ଅବସ୍ଥିତ ଆରାଧ୍ୟ ଠାକୁର ମହାପ୍ରଭୁ ଶ୍ରୀରଘୁନାଥ ଜୀଉ ଓ ମହାବୀରଙ୍କ ନିକଟରେ ପୂଜାର୍ଚ୍ଚନା ପରେ ରଥକାଠ!-->…
Read More...
Read More...
ମହାସିଙ୍ଗିରେ ଅଘଟଣ, ନଦୀରେ ବୁଡ଼ି ଜଣେ ମୃତ
ବାଲିଗୁଡ଼ା,୩/୨: ଗୋଧୋଇବାକୁ ଯାଇଥିବା ବେଳେ ଘଟିଛି ଅଘଟଣ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ମହାସିଙ୍ଗି ଖଡ଼ଗ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକ ଜଣକ ମହାସିଙ୍ଗି ଗ୍ରାମର ସୁବାଷ ଗାଉଁଟିଆ ବୋଲି ଜଣାପଡ଼ିଛି । ସୂଚନା ପ୍ରକାରେ ଆଜି ସକାଳେ ମୃତ ସୁବାଷ!-->…
Read More...
Read More...
ପଣ୍ଡିତ ନରସିଂହ ଗୌଡଙ୍କୁ ଭବ୍ୟ ସମ୍ୱର୍ଦ୍ଧନା
ପାରଳାଖେମୁଣ୍ଡି,୨/୨- ପ୍ରଗତି ମହିଳା ସଙ୍ଗଠନ ଏବଂ ୟୁ ଟେକ କଂପ୍ୟୁଟର ଏଜୁକେଶନର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ କମ୍ପ୍ୟୁଟର ଶିକ୍ଷା ଅନୁଷ୍ଠାନରେ ପରିବେଶ ସଚେତନତା କର୍ମଶାଳାରେ ସମ୍ପ୍ରତି ଜିଲ୍ଲା ପ୍ରଶାସନଙ୍କ ଠାରୁ ଜନରାଜ୍ୟ ଦିବସ ଅବସରରେ ପ୍ରକୃତିବନ୍ଧୁ ପ୍ରାପ୍ୟ ସେବାନିବୃତ୍ତ ଶିକ୍ଷକ!-->…
Read More...
Read More...
ପଞ୍ଚାୟତ ନିର୍ବାଚନ ଲାଗି ମାଷ୍ଟର ଟ୍ରେନର ମାନଙ୍କୁ ତାଲିମ
ଗଜପତି,୨/୨ - ଗଜପତି ଜିଲ୍ଲାର ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ବୁଧବାର ପୂର୍ବାହ୍ନ ଜିଲ୍ଲା ପରିଷଦ ସମ୍ମିଳିନୀକକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାଷ୍ଟର ଟ୍ରେନମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା । ଏଥିରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନୟନ୍ନ!-->…
Read More...
Read More...
ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ
ପୁରୀ,୨/୨- ୨୦୨୨ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ । ନୟାଗଡର ଦଶପଲ୍ଲା ରେଞ୍ଜରୁ ଆସିଛି ରଥକାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ବଳକା ରହିଛି ୮୦ ଖଣ୍ଡ କାଠ । ମୋଟ ୭୮୫ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା!-->…
Read More...
Read More...
କୋଭିଡ ସଚେତନତା ରଥର ଶୁଭାରମ୍ଭ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ
ସୁବର୍ଣ୍ଣପୁର,୨/୨- କରୋନାର ତୃତୀୟ ଲହର ଓମିକ୍ରନର ମୁକାବିଲା କରିବା ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ସହିତ ହାତ ମିଳାଇଛି ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଏକ୍ସନଏଡ୍ । ଜିଲ୍ଲାରେ କରୋନା ସଂକ୍ରମଣକୁ ରୋକିବା ତଥା ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାପାଇଁ ପ୍ରଶାସନ!-->…
Read More...
Read More...
ପିଲାଙ୍କ ପ୍ରତିଦିନ ଉପସ୍ଥାପନା ତଥ୍ୟ ନେବ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ
ଭୁବନେଶ୍ୱର: ଏଣିକି ଏକାଦଶ ଓ ଦ୍ୱାଦଶ ପିଲାଙ୍କ ପ୍ରତିଦିନ ଉପସ୍ଥାପନା ତଥ୍ୟ ନେବ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ। ଏନେଇ ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷକଙ୍କୁ ଚିଠି ହୋଇଛି। ପ୍ରତିଦିନ କେତେ ପିଲା ଅନଲାଇନ୍ ଓ ଅଫଲାଇନ୍ କ୍ଲାସ ଏଟେଣ୍ଡ କରୁଛନ୍ତି!-->…
Read More...
Read More...
ରେଳ ବଜେଟ, ଜାଣନ୍ତୁ ଓଡିଶାକୁ ମିଳିଲା କେତେ ?
ଭୁବନେଶ୍ବର: ସଂସଦରେ ଉପସ୍ଥାପିତ ହୋଇସାରିଛି ସାଧାରଣ ବଜେଟ୍ । ଅର୍ଥମନ୍ତ୍ରୀ ବିଭିନ୍ନ ସେକ୍ଟର ପାଇଁ ଆର୍ଥିକ ମଙ୍ଗଳବାର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି । ଏହି କ୍ରମରେ ରେଳ ବିଭାଗ ପାଇଁ ୧ ଲକ୍ଷ ୪୦ ହଜାର ୩୬୭ କୋଟି ୧୩ ଲକ୍ଷ ଟଙ୍କାର ବ୍ୟୟ ବରାଦ ହୋଇଛି । ରେଳ ବଜେଟ୍ରେ ଓଡିଶାକୁ!-->…
Read More...
Read More...
ତପସ୍ୱିନୀ-ସୁମିତ୍ ମାମଲା : ହାଇକୋର୍ଟରେ କାଏମ୍ ରହିଲା ତଳ କୋର୍ଟଙ୍କ ନିର୍ଦ୍ଦେଶ
କଟକ: ବହୁଚର୍ଚ୍ଚିତ ତପସ୍ୱିନୀ ଓ ଡାକ୍ତର ସୁମିତ୍ ସାହୁଙ୍କ ବିବାହ ବିବାଦ ମାମଲାରେ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ହାଇକୋର୍ଟ ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି । ପ୍ରତି ମାସ ୧୦ ତାରିଖ ସୁଦ୍ଧା ତପସ୍ୱିନୀଙ୍କୁ ମାସିକ ଭରଣପୋଷଣ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ!-->…
Read More...
Read More...
ଭରସା ସାଜିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା,ନର୍ସିଂ ହୋମରେ ଯୁବକଙ୍କୁ ମିଳିଲା ମାଗଣା ଚିକିତ୍ସା
ସୁବର୍ଣ୍ଣପୁର: ଗରିବ ଲୋକଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କେତେ ଯେ ଲାଭଦାୟକ ଚିକିତ୍ସିତ ହୋଇଥିବା ଲୋକ ହିଁ କହିପାରିବ । ଏହି ଯୋଜନା ଦ୍ୱାରା ବିନା ଖର୍ଚ୍ଚରେ ଚିକିତ୍ସା ସୁବିଧା ପାଇଛନ୍ତି ସୋନପୁର ସହର ନିକଟସ୍ଥ ଧୁବାବାହାଲି ଗାଁର ସୁଶାନ୍ତ ସାହୁ । ୩୫ ବର୍ଷୀୟ ସୁଶାନ୍ତ ଘରର!-->…
Read More...
Read More...