Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବୌଦ୍ଧ ଜିଲ୍ଲା ସ୍ତରୀୟ +୨କଲେଜ ଅଧ୍ୟକ୍ଷ ମାନଙ୍କ ବୈଠକ
ବୌଦ୍ଧ : ବୌଦ୍ଧ ଜିଲ୍ଲା ସ୍ତରୀୟ ଉଚ୍ଚ ମାଧ୍ୟ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ମାନଙ୍କ ବୈଠକ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ଜିଲ୍ଲା ଶିକ୍ଷାଅଧିକାରୀ ଡ଼ଃ ଉଦୟନାଥ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡର ତୃତୀୟ ଲହର ସକାଶେ ପିଲାମାନଙ୍କ!-->…
Read More...
Read More...
କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଭୟଭୀତ ନହୋଇ ନିୟମ ପାଳନ କରିବାକୁ ପରାମର୍ଶ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କରୋନା ସ୍ଥିତିର ସମୀକ୍ଷା କରିଛନ୍ତି । ଭୟଭୀତ ନହୋଇ ନିୟମ ପାଳନ କରିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି । ତା ସହିତ ପ୍ରଶାସନକୁ ସତର୍କ ରହିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ଆଜି!-->…
Read More...
Read More...
ଫୁଲବାଣୀ ଓକିଲ ସଂଘର ସାଧାରଣତନ୍ତ୍ର ଦିବସ ପାଳିତ
ଫୁଲବାଣୀ: ବୁଧବାର ଫୁଲବାଣୀ କୋର୍ଟ ପରିସରରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଫୁଲବାଣୀ ଓକିଲ ସଂଘର ସଭାପତି ସିଧେଶ୍ୱର ଦାଶ ଜାତୀୟ ପତାକା ଉତ୍ତୋଳନ କରିବା ସହ ସାଧାରଣତନ୍ତ୍ର ଦିବସ ଉପରେ ବକ୍ତବ୍ୟ ରଖିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଓକିଲ ସଙ୍ଘର ସମ୍ପାଦକ!-->…
Read More...
Read More...
କୋଭିଡ କଟକଣାରେ ପାଳନ ହେଲା ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ
ବାଲିଗୁଡ଼ା: ଗତକାଲି ସାରା ଦେଶରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜୁପଟ୍ଟନାୟକ ମିନି ଷ୍ଟାଡିୟମଠାରେ କୋଭିଡ କଟକଣା ମଧ୍ୟରେ ଉପଖଣ୍ଡ ସ୍ତରୀୟ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ବାଲିଗୁଡ଼ା ଉପଜିଲ୍ଲାପାଳ!-->…
Read More...
Read More...
ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ସଦର ମହକୁମାରେ ଜିଲ୍ଲା ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ସମାରୋହ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି । ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ଅନୁଷ୍ଠିତ ଏହି ସମାରୋହରେ ଡ଼. ଅରୁଣକୁମାର ସାହୁ, ମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁସମ୍ପଦ!-->…
Read More...
Read More...
ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ
ପାରଳାଖେମୁଣ୍ଡି, : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ୭୩ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ଯୋଗୁଁ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗଜପତି!-->…
Read More...
Read More...
ବୌଦ୍ଧ ଜ଼ିଲ୍ଲାସ୍ତରୀୟ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ
ବୌଦ୍ଧ: ବୌଦ୍ଧ କଚେରୀ ପଡିଆଠାରେ ୭୩ତମ ଜ଼ିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜ଼ିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ପୋଲିସ ବାହିନୀର ଅଭିବାଦନ ଗ୍ରହଣ ପୂର୍ବକ ଉଦବୋଧନ ଦେଇ ସ୍ୱାଧିନତା!-->…
Read More...
Read More...
ଲମ୍ବା ଚାଲି ପକାଇ ବିରୋଧୀଙ୍କ ଅପପ୍ରଚାରକୁ ରୋକ ଦେଲେ ନବୀନ
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ ଉତ୍ସବରେ ଓଡିଶାବାସୀଙ୍କୁ ଗୋଟିଏ ଚମତ୍କାର ବାର୍ତ୍ତା ଦେଇଛନ୍ତି । ନବୀନ ଜଣାଇ ଦେଇଛନ୍ତି ମୁଁ ଆପଣଙ୍କ ପାଇଁ ଫିଟ ଅଛି, ବଞ୍ଚିଥିବା ଯାଏ ଆପଣଙ୍କ ସେବାରେ ଥିବି । ବିରୋଧୀଙ୍କୁ ବୁଝେଇଦେବେ ଆପଣ!-->…
Read More...
Read More...
ଗୁମ୍ମା ଘାଟିରେ ଓଲଟିଲା ଏଲପିଜି ଟ୍ୟାଙ୍କର
ରାୟଗଡା: ବିଶାଖାପାଟଣମରୁ କାେରାପୁଟ ଅଭିମୁଖେ ଯାଉଥିବା ଏକ ଏଚପି ଏଲପିଜି ଗ୍ୟାସ ଟ୍ୟାଙ୍କର ଭାରସାମ୍ୟ ହରାଇ ୩୨୬ ନମ୍ବର ଜାତୀୟ ରାଜପଥର ରାୟଗଡା ଥାନା ଅନ୍ତର୍ଗତ କୁମ୍ଭିକୋଟା ଫାଣ୍ଡି ଅଧିନସ୍ଥ ଗୁମ୍ମା ଘାଟି ନିକଟରେ ଆଜି ଓଲଟି ପଡିଛି । ତେବେ ଘଟଣାରେ କେହି ମୃତାହତ ତଥା ଗୁରୁତର ଆହତ!-->…
Read More...
Read More...
“ନିୟତି’ ପକ୍ଷରୁ ଜନରାଜ୍ୟ ଦିବସ ପାଳିତ
ପାରଳାଖେମୁଣ୍ଡି : ରାଣିପେଣ୍ଠସ୍ଥିତ ଭିନ୍ନକ୍ଷମ ଅନୁଷ୍ଠାନ ନିୟତି ଆନୁକୁଲ୍ୟରେ ୭୩ତମ ଜନରାଜ୍ୟ ଦିବସ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟ ଅତିଥି ଭାବେ ସେବାନିବୃତ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ପାଣିଗ୍ରାହୀ ଯୋଗଦାନ କରି ଗଣତନ୍ତ୍ରକୁ ଅଧିକ ଶକ୍ତିଶାଳୀ ଏବଂ ଉଜ୍ଜୀବିତ!-->…
Read More...
Read More...