Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୧୬ରୁ +୩ ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା ପାଠ୍ୟକ୍ରମ ଆରମ୍ଭ ହେବ!-->…
Read More...
Read More...
ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀର ତାଣ୍ଡବ । ବିଭିନ୍ନ ସ୍ଥାନରେ ପବନ ସାଙ୍ଗକୁ ବର୍ଷା ହେଉଥିବା ଦେଖିବାକୁ ମିଳୁଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଏମିତି ସ୍ଥିତି ଆହୁରି ୭ ଦିନି ପର୍ଯ୍ୟନ୍ତ ଜାରି ରହିବା ନେଇ ପୂର୍ବାନୁମାନ କରିଛି!-->…
Read More...
Read More...
ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମଙ୍କୁ ଏନକାଉଣ୍ଟର
ସମ୍ବଲପୁର: ଅପରାଧୀଙ୍କ ବିରୋଧରେ ଓଡ଼ିଶା ପୋଲିସର ପୁଣି ଆକ୍ସନ । ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଷଡ଼ଙ୍ଗୀଙ୍କୁ ଏନକାଉଣ୍ଟର କଲା ଗୋବିନ୍ଦପୁର ଥାନା ପୋଲିସ । ରଙ୍ଗିଆଟିକିରାରେ ହୋଇଛି ଏହି ଏନକାଉଣ୍ଟର । ସୀତାରାମଙ୍କ ବାମ ଗୋଡ଼ରେ ଗୁଳି ବାଜିଛି । ପ୍ରଥମେ ତାକୁ କୁଚିଣ୍ଡା ଓ!-->…
Read More...
Read More...
ଗଁରେଇ ଗ୍ରାମରେ ଅଷ୍ଟ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ
ମୁରିବାହାଲ ; ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ପଞ୍ଚାୟତ ସଦର ମହକୁମାଠାରେ ଶୁକ୍ରବାର ଅଷ୍ଟ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଅଧିବାସ ଦିନ ଖଲିଆ ବନ୍ଧରୁ ଶତାଧିକ ମହିଳା କଳସ ଶୋଭାଯାତ୍ରାରେ ଆଣି ଯଜ୍ଞମଣ୍ଡପରେ ସ୍ଥାପନ କରିଥିଲେ। ଶୁକ୍ରବାର ନାମାରମ୍ଭ ହୋଇଥିବା!-->…
Read More...
Read More...
ଜହ୍ନାପଙ୍କଠାରେ ଜିଲ୍ଲା ସ୍ତରୀୟ ଆୟୁଷ୍ମାନ ଏକକ ଜନ ଆରୋଗ୍ୟ ଯୋଜନା କାର୍ଡର ଶୁଭାରମ୍ଭ କାର୍ଯ୍ୟକ୍ରମ
ବୌଦ୍ଧ , ୧୧/୪: ବୌଦ୍ଧ ବ୍ଲକ୍ ଜହ୍ନାପଙ୍କ ମେଡିକାଲ ପଡିଆରେ ଜିଲ୍ଲା ସ୍ତରୀୟ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୁଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଭାରତ ବୟୋ ବନ୍ଦନା ଯୋଜନାର କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l!-->…
Read More...
Read More...
ଆଞ୍ଚଳିକ ଚଷା ସମାଜ ବାର୍ଷିକ ସମ୍ମିଳନୀ
ଦେବଗଡ଼/ବାରକୋଟ :ବାରକୋଟ ବ୍ଲକ ଅନ୍ତର୍ଗତ ବଲଣ୍ଡା ଶାଖା ଅକ୍ଷରଶିଳା ଖେଳ ପଡ଼ିଆ ଠାରେ ଆଜି ଆଞ୍ଚଳିକ ଚଷା ସମାଜର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ଚଷା ସମାଜର ସଭାପତି ହେମନ୍ତ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମୁଖ୍ୟ ଅତିଥୀ ଭାବେ ଦେବଗଡ଼ ବିଧାୟକ!-->…
Read More...
Read More...
ପୁରୀ ଜିଲ୍ଲାରେ ଆୟୁଷ୍ମାନ କାର୍ଡ ବଣ୍ଟନ ର ଶୁଭାରମ୍ଭ
ପୁରୀ : ଆଜି ଠାରୁ ସମଗ୍ର ଓଡ଼ିଶାରେ ଆରମ୍ଭ ହୋଇଛି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା।ଏଥି ସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ମଧ୍ୟ ଶୁଭାରମ୍ଭ ହୋଇଛି।ପୁରୀ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଚ୍ଚ ଶିକ୍ଷା,!-->…
Read More...
Read More...
ରାଜ୍ୟରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ କଲେ ନଡ୍ଡା
କଟକ: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ। ଦେଶର ୨୯ ହଜାରରୁ ଊଦ୍ଧର୍ବ!-->…
Read More...
Read More...
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା!-->…
Read More...
Read More...
ଖୁବଶୀଘ୍ର ଶେଷ ହେବ ଭୁବନେଶ୍ୱର ରେଳ ଷ୍ଟେସନ ପୁନଃବିକାଶ କାର୍ଯ୍ୟ
ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶର ପ୍ରଥମ ପର୍ଯ୍ୟାୟ ଅକ୍ଟୋବର ୨୦୨୫ ରେ ସମାପ୍ତ ହେବାର ଯୋଜନା ରହିଛି। ରେଳ ମନ୍ତ୍ରଣାଳୟ ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଏହାର ନିର୍ଧାରିତ ସମୟସୀମାରେ ପୂରଣ କରିବା ପାଇଁ ଟ୍ରାକରେ ରହିଛି।
ପୂର୍ବ ପାର୍ଶ୍ୱରେ, ଯାହା କଟକ ରୋଡ୍!-->!-->!-->…
Read More...
Read More...