Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଘୁ ଉଦୟଗିରି ସହରରୁ ହଟିଲା ବିଜ୍ଞାପନ ହୋଡିଂ
ଘୁ ଉଦୟଗିରି : କନ୍ଧମାଳ ଜିଲ୍ଲା ଘୁ ଉଦୟଗିରି ସହରରେ ଥିବା ସମସ୍ତ ହୋଡିଙ୍ଗ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଘୁ.ଉଦୟଗିରି ସହରରେ ଥିବା ସମସ୍ତ ସରକାରୀ ବିଜ୍ଞାପନ ହୋଡିଂ ଯେଉଁଠି ମୁଖ୍ୟମନ୍ତ୍ରୀଙ୍କ ଫଟୋ ଲାଗିଥିଲା ଏବଂ!-->…
Read More...
Read More...
ଭିମସାର ଏମ.ବି.ବି.ଏସ୍ ଅଫଲାଇନ ପରୀକ୍ଷା ସ୍ଥଗିତ
ସମ୍ୱଲପୁର : ସାରା ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ଏହାରି ଭିତରେ ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ କଠୋର କଟକଣା ଲଗାଯାଉଛି । ଏବେ ସ୍ଥିତିକୁ ନଜରରେ ରଖି ପ୍ରଶାସନ୨ ସପ୍ତାହ ପାଇଁ ସ୍ଥଗିତ ରଖିଛି ବୁର୍ଲା ଭିମସାର ଏମ.ବି.ବି.ଏସ୍ ଅଫଲାଇନ ପରୀକ୍ଷା । କରୋନାର ଦୃତ!-->…
Read More...
Read More...
ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି
ପୁରୀ : ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୂଙ୍କ ମକରନୀତି । ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୁଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନିତୀ ନିର୍ଘଣ୍ଟ କରାଯାଇଛି । ଆଜି!-->…
Read More...
Read More...
୨୪ ଘଣ୍ଟାରେ ୧୦୨୭୩ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର, ୧୪।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୧୦୨୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧୧୮୭୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା!-->…
Read More...
Read More...
ମହୋଦଧି ଆରତୀ ନିମନ୍ତେ ପ୍ରସ୍ତୁତି ବୈଠକ, ଟେଲିଭିଜନ ଏବଂ ସାମାଜିକ ଗଣମାଧ୍ୟମରେ ହେବ ସିଧା ପ୍ରସାରଣ
ପୁରୀ : ଚଳିତ ବର୍ଷ ୧୬ତମ ମହୋଦଧି ଆରତୀ ଶ୍ରୀ ଗୋବର୍ଦ୍ଧନ ମଠ ପକ୍ଷରୁ ଆସନ୍ତା ୧୭ ତାରିଖରେ ଆୟୋଜିତ ହେବ । ଏଥି ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପ ଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି । କୋଭିଡ କଟକଣା ପାଳନ ପୂର୍ବକ ସର୍ବାଧିକ!-->…
Read More...
Read More...
ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା
ଫୁଲବାଣୀ:କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବଟାବାହାଳି ଖେଳ ପଡିଆ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ମା ବରାଳି ଯୁବ ପରିଷଦ ବଟାବାହାଳିର ମିଳିତ ଆନୁକୂଲ୍ୟରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ ହୋଇଯାଇଅଛି । ଅନୁଷ୍ଟିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ପୂର୍ବତନ!-->…
Read More...
Read More...
ବିକାନିର୍ ଏକ୍ସପ୍ରେସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୫ ଲକ୍ଷ ଅନୁକମ୍ପା ଘୋଷଣା
ନୂଆଦିଲ୍ଲୀ :ଗୈହାଟି- ବିକାନିର୍ ଏକ୍ସପ୍ରେସ୍ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରେଳମନ୍ତ୍ରୀ ଅଶ୍ୱୀନ ବୈଷ୍ଣବ । ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ଅନୁକମ୍ପା ପ୍ରଦାନ କରାଯିବାକୁ ମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିସହିତ ଗୁରତର ବ୍ୟକ୍ତଙ୍କୁ ୧!-->…
Read More...
Read More...
ଅଧାପନ୍ତରିଆ କଲ୍ୟାଣ ମଣ୍ଡପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ନେଇ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଲିଖିତ ପତ୍ର
ଗଂଜାମ: ଗଂଜାମ ସହରର ନିର୍ମାଣଧିନ ଅଧାପନ୍ତରିଆ କଲ୍ୟାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ଓ ଚନ୍ଦନ ବନ୍ଧର ପାଣି ନିଷ୍କାସନ ଡ୍ରେନେଜ ପୁନରୁଦ୍ଧାର କରିବା ନେଇ ଆଜି ଗଂଜାମ ସହର ଅଞ୍ଚଳବାସୀ ଗଂଜାମ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଗଂଜାମ ତହସିଲଦାର ଅରୁଣ କୁମାର ନାୟକଙ୍କୁ ଭେଟି ଲିଖିତ ଭାବେ!-->…
Read More...
Read More...
ନବରଙ୍ଗପୁର ଜିଲ୍ଳାର ସବୁ ଧର୍ମାନୁଷ୍ଠାନ ଭକ୍ତଙ୍କ ପାଇଁ ରହିବ ବନ୍ଦ
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ହେତୁ ଆଜି ନବରଙ୍ଗପୁର ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଡ଼ଃ କମଲ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଭିନ୍ନ ଧର୍ମାନୁଷ୍ଠାନ ସହିତ ଜଡିତ ହୋଇ!-->…
Read More...
Read More...
୬ ଡାକ୍ତର ପଜିଟିଭ, ଆଇସୋଲେସନରେ ୩ ; ସୁବର୍ଣ୍ଣପୁର ମୁଖ୍ୟ ଡାକ୍ତରଖାନା ଆଉଟଡୋର ଏବେ ସଂପୂର୍ଣ୍ଣ ବନ୍ଦ
ସୁବର୍ଣ୍ଣପୁର - ସୁବର୍ଣ୍ଣପୁର ଜ଼ିଲ୍ଲା ମୁଖ୍ୟ ଡାକ୍ତରଖାନାରେ ୩ ଜଣ ଡାକ୍ତର ଆଇସୋଲେସନରେ ଆଉ ୬ ଜଣ ଡାକ୍ତର କୋଭିଡ ପଜିଟିଭ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି । ଯାହା ଫଳରେ କି ଡାକ୍ତରଖାନାର ଅଉଟଡୋର ଆଜି ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିଥିବାରୁ ରୋଗୀ ନାହିଁ ନ ଥିବାର ଅସୁବିଧା ଭୋଗୁଛନ୍ତି!-->…
Read More...
Read More...