Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ
ଫୁଲବାଣୀ: କନ୍ଧମାଳ ଜିଲ୍ଲା ସ୍ୱତନ୍ତ୍ର ପୋସ୍କ କୋର୍ଟ ବିଚାରପତି ତଥା ଅତିରିକ୍ତ ଜିଲ୍ଲା ଦୌରା ଜଜ ଭାସ୍କରଚନ୍ଦ୍ର ସାହୁ ଆଜି ଏକ ୫ ବର୍ଷର ନାବାଳିକା ଦୁଷ୍କର୍ମ ମାମଲାର ବିଚାରଣା କରି ମାମଲାର ୧୪ ଜଣ ସାଖିଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଓ ପ୍ରମାଣ ଆଧାରରେ ଅଭିଯୁକ୍ତ ପିଡୀତାଙ୍କ!-->…
Read More...
Read More...
ବାଲୁକା କଳା ମାଧ୍ୟମରେ ଲତା ମଙ୍ଗେସକରଙ୍କ ଆଶୁ ଆରୋଗ୍ୟ କାମନା
ପୁରୀ : ଭାରତ ରତ୍ନ ତଥା ଭାରତର ପ୍ରସିଦ୍ଧ କଣ୍ଠଶିଳ୍ପୀ ଲତା ମଙ୍ଗେସକର କୋଭିଡ଼ରେ ଆକ୍ରାନ୍ତ ହୋଇ ଏବେ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଇସିୟୁରେ ତାଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତେବେ ଲତା ମଙ୍ଗେସକରଙ୍କ ଦ୍ରୁତ ଆରୋଗ୍ୟ କାମନା ସାରା ଦେଶ କରୁଥିବା!-->…
Read More...
Read More...
ଦଶପଲ୍ଲାରେ ମାତୃ ଓ ଶିଶୁ ପ୍ରଯତ୍ନ କେନ୍ଦ୍ରର ଶୁଭାରମ୍ଭ
ଦଶପଲ୍ଲା : ଦୀର୍ଘ ୬ବର୍ଷ ପ୍ରତିକ୍ଷା ପରେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମାତୃ ଓ ଶିଶୁ ପ୍ରଯତ୍ନ କେନ୍ଦ୍ର ଗୃହ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହୋଇଛି । ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦଶପଲ୍ଲା ସହରକୁ ନୂତନ ଏନ୍ଏସିର ମାନ୍ୟତା ପାଇବା ପରେ ଦଶପଲ୍ଲା ଗାନ୍ଧୀ ମଇଦାନ ଠାରେ!-->…
Read More...
Read More...
ଆଜି ପବିତ୍ର ଶାମ୍ବ ଦଶମୀ, ଅର୍କକ୍ଷେତ୍ରରେ ଗଡିଲା ସୂର୍ଯ୍ୟ ରଥ
କୋଣାର୍କ : ଆଜି ପବିତ୍ର ଶାମ୍ବ ଦଶମୀ ଅବସରରେ ଅର୍କକ୍ଷେତ୍ରରେ କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗ ଚଳଚଞ୍ଚଳ । ସୂର୍ଯ୍ୟ ଉପାସକ ମାନେ ପ୍ରାତଃ ସମୟରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା ସହ ପୂଜାର୍ଚ୍ଚନା କରିଥିଲେ ଶ୍ରଦ୍ଧାଳୁ । କୋଭିଡ କଟକଣା ଯୋଗୁଁ ଚନ୍ଦ୍ରଭଗା!-->…
Read More...
Read More...
ରାଜ୍ୟରେ ୯ ହଜାର ମୁହାଁ ଦୈନିକ ସଂକ୍ରମଣ
ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୮୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୧୫୪୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା!-->…
Read More...
Read More...
ଗଞ୍ଜେଇ ଚୋରାଚାଲାଣ ବେଳେ ଦାରିଙ୍ଗବାଡି ପୋଲିସ ପକ୍ଷରୁ ଚଢ଼ାଉ,ଗଞ୍ଜେଇ ଭର୍ତ୍ତି କାର୍ ସହ ତିନିଜଣ ମାଫିଆ ଗିରଫ
ବାଲିଗୁଡା: ବେଆଇନ୍ ଗଞ୍ଜେଇ ଚୋରାଚାଲାଣ ବେଳେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଚଢ଼ାଉ । ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ସହ ତିନିଜଣ ମାଫିଆଙ୍କୁ ଗିରଫ କରିବା ସହ ଚୋରାଚାଲାଣରେ ବ୍ୟବହୃତ ଏକ ଜାଇଲୋ କାରକୁ ଜବତ କରିଛି ପୋଲିସ୍ । ସୂଚନା ପ୍ରକାରେ ମହାମାରୀ କରୋନାକୁ ନେଇ!-->…
Read More...
Read More...
ବୌଦ୍ଧ ବ୍ଲକ ଶିକ୍ଷା ସମୀକ୍ଷା ବୈଠକ
ବୌଦ୍ଧ,୧୧/୧:-ବୌଦ୍ଧ ବ୍ଲକ ଜାନୁଆରୀ ମାସର ପ୍ରଥମ ଶିକ୍ଷା ସମୀକ୍ଷା ବୈଠକ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ସଭାଗୃହରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ ନିୟମ ଆଧାରରେ ଉକ୍ତ ବୈଠକ କରାଯାଇଥିଲା । ସହ ଗୋଷ୍ଠୀ ଶିକ୍ଷା!-->…
Read More...
Read More...
ନୟାଗଡ଼ରୁ ପୁଣି ଜବତ୍ ହେଲା ଧଳା ଜହର
ଦଶପଲ୍ଲା,୧୧/୧ : - ନୟାଗଡ଼ ସିନ୍ଦୁରିଆ ଅଞ୍ଚଳରୁ ୪ଜଣ ବ୍ରାଉନସୁଗାର ବେପାରୀ ଗିରଫ ହେବା ସହ ସେମାନଙ୍କ ନିକଟରୁ ୮.୧୫୦ଗ୍ରାମ ବ୍ରାଉନସୁଗାର ଜବତ କରିଛି ନୟାଗଡ଼ ଟାଉନଥାନା ପୋଲିସ । ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳାଙ୍କ ସହ ଅନ୍ୟ ୩ ଜଣ ଯୁବକ ରହିଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ!-->…
Read More...
Read More...
ରଥଯାତ୍ରା ପାଇଁ ବଡ଼ରାଉଳ ପୀଠରେ ରଥକାଠ ଅନୁକୂଳ ପାଇଁ ପୂଜାର୍ଚ୍ଚନା
ଦଶପଲ୍ଲା,୧୧/୧ : - ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି । ନୟାଗଡ ଼ଜିଲ୍ଲାଗଣିଆ ବ୍ଲକ ବଡ଼ମୁଳ ନିକଟସ୍ଥ ଖଳଖଳା ସେତୁ ନିକଟ ବଡ ରାଉଳ ପୀଠରେ ମଙ୍ଗଳବାର ପୂର୍ବାହ୍ନରେ ପାରମ୍ପରିକ ରୀତିରେ ମହାପ୍ରଭୁ ଜଗନ୍ନାଥଙ୍କ ରଥକାଠ ଅନୁକୂଳ ପାଇଁ ପୂଜାର୍ଚ୍ଚନା!-->…
Read More...
Read More...
ଗଣତନ୍ତ୍ର ଦିବସ ପାଇଁ ସରକାର ଜାରି କଲେ କଟକଣା, ଏମିତି ହେବ ପାଳନ
ଭୁବନେଶ୍ବର : ଗଣତନ୍ତ୍ର ଦିବସ ପାଳନ ଉପରେ ସରକାରଙ୍କ କଟକଣା । ସକାଳ ସାଢେ ୮ଟା ପରେ ହେବ ପତାକା ଉତ୍ତୋଳନ । କେବଳ ପୋଲିସ କର୍ମଚାରୀ ଉତ୍ସବରେ ସାମିଲ ହୋଇପାରିବେ । ଛାତ୍ରଛାତ୍ରୀ ତଥା ଏନସିସି କ୍ୟାଡର ଅଂଶଗ୍ରହଣ କରିବେ ନାହିଁ । ଅଳ୍ପ ସଂଖ୍ୟକ ସମ୍ମୁଖ ଯୋଦ୍ଧାଙ୍କୁ ସାମିଲ ପାଇଁ ମିଳିବ!-->…
Read More...
Read More...