Browsing Category

ରାଜ୍ୟ

ରଥଯାତ୍ରା ପାଇଁ ବଡ଼ରାଉଳ ପୀଠରେ ରଥକାଠ ଅନୁକୂଳ ପାଇଁ ପୂଜାର୍ଚ୍ଚନା

ଦଶପଲ୍ଲା,୧୧/୧ : - ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି । ନୟାଗଡ ଼ଜିଲ୍ଲାଗଣିଆ ବ୍ଲକ ବଡ଼ମୁଳ ନିକଟସ୍ଥ ଖଳଖଳା ସେତୁ ନିକଟ ବଡ ରାଉଳ ପୀଠରେ ମଙ୍ଗଳବାର ପୂର୍ବାହ୍ନରେ ପାରମ୍ପରିକ ରୀତିରେ ମହାପ୍ରଭୁ ଜଗନ୍ନାଥଙ୍କ ରଥକାଠ ଅନୁକୂଳ ପାଇଁ ପୂଜାର୍ଚ୍ଚନା
Read More...

ଗଣତନ୍ତ୍ର ଦିବସ ପାଇଁ ସରକାର ଜାରି କଲେ କଟକଣା, ଏମିତି ହେବ ପାଳନ

ଭୁବନେଶ୍ବର : ଗଣତନ୍ତ୍ର ଦିବସ ପାଳନ ଉପରେ ସରକାରଙ୍କ କଟକଣା । ସକାଳ ସାଢେ ୮ଟା ପରେ ହେବ ପତାକା ଉତ୍ତୋଳନ । କେବଳ ପୋଲିସ କର୍ମଚାରୀ ଉତ୍ସବରେ ସାମିଲ ହୋଇପାରିବେ । ଛାତ୍ରଛାତ୍ରୀ ତଥା ଏନସିସି କ୍ୟାଡର ଅଂଶଗ୍ରହଣ କରିବେ ନାହିଁ । ଅଳ୍ପ ସଂଖ୍ୟକ ସମ୍ମୁଖ ଯୋଦ୍ଧାଙ୍କୁ ସାମିଲ ପାଇଁ ମିଳିବ
Read More...

୧୮ ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ

ବୌଦ୍ଧ,୧୧/୧- ବୌଦ୍ଧଜିଲ୍ଲା ପାଲଝାରସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରରେ ୧୮ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସଂପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର ଅଧ୍ୟକ୍ଷ ଡ. ପ୍ରସନ୍ନଜିତ ମିଶ୍ର ଅଧ୍ୟକ୍ଷତା କରିବାସହ
Read More...

ଫେବୃଆରୀ ୧୧ ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ବନ୍ଦ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ କରୋନା ସଂକ୍ରମଣର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲ୍ଲା ଆଇନଜୀବୀ ସଂଘ ଏକ ଜରୁରୀ ବୈଠକ ଆଜି ଜିଲ୍ଲା କୋର୍ଟ ପରିସରରେ ଅନୁଷ୍ଠିତ ହୋଇଥିଲା । ସଂଘ ସଭାପତି ଆଶିଷ ରଂଜନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ଏହି ବୈଠକରେ ସମ୍ପାଦକ ରାମ ପ୍ରସାଦ ପାତ୍ର
Read More...

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା : ଟିକାକରଣକୁ ଜୋରଦାର କରିବା ଉପରେ ଗୁରୁତ୍ବ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି
Read More...

ମିହିର ଦାସଙ୍କ ପରଲୋକ

ଭୁବନେଶ୍ୱର : ଓଡିଆ ଚଳଚ୍ଚିତ୍ର ଜଗତର ଅନ୍ୟତମ ସୁନାମଧନ୍ୟ ଓ ଲୋକପ୍ରିୟ ଅଭିନେତା ମିହିର ଦାସ ଆଉ ନାହାନ୍ତି । ଦୀର୍ଘଦିନ ଧରି ଚିକିତ୍ସାଧୀନ ରହିବା ପରେ ଆଜି ତାଙ୍କର ପରଲୋକ ଘଟିଛି । ସେ ବିବିଧ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । କିଛି ଦିନ ତଳେ ତାଙ୍କୁ ଆଇସିୟୁରେ ଭର୍ତ୍ତି
Read More...

ଗଜପତିରେ ଏକଲବ୍ୟ ବିଦ୍ୟାଳୟ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ପାରଳାଖେମୁଣ୍ଡି : କେନ୍ଦ୍ର ଜଳ ଶକ୍ତି ଏବଂ ଆଦିବାସୀ ଉନ୍ନୟନ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେ୍ୱଶ୍ୱର ଟୁଡୁ ଗଜପତି ଜିଲ୍ଲା ଗସ୍ତ କରିଛନ୍ତି । ଜିଲ୍ଲାର ଗୁମ୍ମା ବ୍ଳକରେ ନୂତନ ଭାବେ ହୋଇଥିବା ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଶିଳାନ୍ୟାସ କରିଥିଲେ । ପ୍ରଧାନମନ୍ତ୍ରୀ ଆଦିବାସୀ ପିଲାଙ୍କ
Read More...

ଧାନ ମଣ୍ଡି ପରିଚାଳନା ଦାୟିତ୍ୱ ନିମନ୍ତେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ଓ ପ୍ରତିବାଦ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣି ବ୍ଳକ କେରାଣ୍ଡି ପଞ୍ଚାୟତର ସ୍ୱୟଂ ସହାୟକ ଗୋଷ୍ଠୀର ମାଆମାନେ ଧାନ ମଣ୍ଡି ପରିଚାଳନା ଦାୟିତ୍ୱ ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ଓ ପ୍ରତିବାଦ କରିବାର ଦେଖିବାକୁ ମିଳିଛି । ୨୧ ତାରିଖରେ ଆମ୍ଭମାନଙ୍କୁ ଫୋନ ଯୋଗେ କୁହାଯାଇଥିଲା ଯେ
Read More...

ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଇଁ କଟକଣା ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋଭିଡ ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କରିଛନ୍ତି । ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି । ସେମାନେ ବୁଡ଼ ପକାଇଥାନ୍ତି । ହେଲେ ଏଥର ଏସବୁକୁ ବାରଣ କରାଯାଇଛି ।
Read More...

ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତାରେ ପୁରୀ ଲିଜେଣ୍ଡ ଜିମକୁ ସଫଳତା

ପୁରୀ : କଳିଙ୍ଗ ବଡିବିଲଡିଙ୍ଗ ଫିଟନେସ ଆସୋସିଏସନ ଓ ୱାର୍ଲଡ ଫିଟନେସ ଫେଡେରେସନର ମିଳିତ ସହଯୋଗୀତାରେ ବଲାଙ୍ଗୀରରେ ଅନୁଷ୍ଠିତ ହେଉଥିବା ଇମ୍ପରିଆଲ କ୍ଲାସିକ ସୁନ୍ଦରସ୍ୱାସ୍ଥ୍ୟ ପ୍ରତିଯୋଗିତାରେ ବିଭିନ୍ନ ବର୍ଗରେ ପୁରୀ ଲିଜେଣ୍ଡ ଜିମ ହାତେଇଛି ୩ ଟି ମେଡାଲ । ପୁରୁଷ ବେଷ୍ଟ ଫିଟନେସରେ ଏସକେ
Read More...