Browsing Category

ରାଜ୍ୟ

ଆସନ୍ତାକାଲି ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା

ଭୁବନେଶ୍ୱର ୧୦।୦୪:  ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଆସନ୍ତାକାଲି କଟକ ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା । ଏଥିପାଇଁ ଵ୍ୟାପକ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର। ପ୍ରଥମ
Read More...

ଦୁର୍ବଳ ହେଉଛି ସଦୃଶ ଲଘୁଚାପ,ତଥାପି ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୪: ଦୁର୍ବଳ ହେଉଛି ବଙ୍ଗୋପସାଗରେ ସକ୍ରିୟ ରହିଥିବା ସଦୃଶ ଲଘୁଚାପ । ତଥାପି ଆସନ୍ତା ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଆର୍ଲଟ କରିଛି ପାଣିପାଗ ବିଭାଗ। ଆଭ୍ୟନ୍ତରୀଣ ଓଡ଼ିଶାର ୧୭ ଜିଲାକୁ ଆଲର୍ଟ କରାଯାଇଛି । ସେହିପରି ଉପକୂଳ ଓ ଉତ୍ତର
Read More...

ହରଭଙ୍ଗା ବ୍ଲକରେ ପ୍ରଥମ କିସ୍ତିରେ ନୂତନ ସ୍ୱାସ୍ଥ୍ୟକାର୍ଡ ପାଇବେ ୩୯୩୮ଜଣ ହିତାଧିକାରୀ

ହରଭଙ୍ଗା :ବଦଳିଲା ସ୍ୱାସ୍ଥ୍ୟ କାର୍ଡ । ଆସନ୍ତା ୧୧ ତାରିଖରେ ଶୁଭାରମ୍ଭ ହେବାକୁ ଯାଉଛି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଦୁଇ ଦୁଇଟି ଲୋକାଭିମୁଖୀ ଯୋଜନା ଲାଭ ପାଇବେ ଓଡିଶା ବାସୀ । ଏନେଇ ସରକାରଙ୍କ
Read More...

୫ ହଜାର କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ବର : କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମ ବେଳେ ଗଣ୍ଡଗୋଳ ଘଟଣାରେ କମିଶନରେଟ୍‌ ପୋଲିସର ଆକ୍ସନ । ବୁଧବାର ୫ ହଜାର କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ । ପିସିସି ସଭାପତି ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଧାୟକ ତାରା ପ୍ରସାଦ
Read More...

କୁପୋଷଣ ଚିହ୍ନଟରେ ଏଆଇ ବ୍ୟବହାର: ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର:କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ଆଧାରିତ ଟେକ୍ନୋଲୋଜିକୁ ବ୍ୟବହାର କରି ଏବେ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ଆନ୍ଥ୍ରୋପୋମେଟ୍ରି ତଥା ଓଜନ ଏବଂ ଉଚ୍ଚତା ମାପ କରାଯିବା ସହ କୁପୋଷଣକୁ ପ୍ରାରମ୍ଭିକ ଅବସ୍ଥାରେ ହିଁ ଚିହ୍ନଟ କରାଯାଇପାରିବ। ଯଦ୍ଦ୍ବାରା ଶିଶୁଙ୍କ ଓଜନ ଏବଂ ଉଚ୍ଚତା
Read More...

ବୌଦ୍ଧ:ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ, ଦ୍ୱିତୀୟ ଦିନରେ ଏମ୍‌ଏମ୍‌ୱାଇସି ମାଉଳିସିଙ୍ଗା ୮-୦ ଗୋଲ୍‌ରେ…

ବୌଦ୍ଧ, ୮/୪: ବୌଦ୍ଧ ଜିଲ୍ଲା ଷ୍ଟାଡିଅମ ଠାରେ ଗତକାଲିଠାରୁ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଆଜି ଦ୍ୱିତୀୟ ଦିନର ମ୍ୟାଚ ଏମଏମୱାଇସି ମାଉଳିସିଙ୍ଗା ଓ ଜିଏମସି ନୂଆସାହି ବୌଦ୍ଧ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମାଉଳିସିଙ୍ଗା ଦଳ ୮-୦ ଗୋଲ୍‌ରେ ବିଜୟୀ
Read More...

ରାଜନୀତି ମୈଦାନରେ ଏଣ୍ଟ୍ରି କରିବେ କେଦାର ଯାଦବ

ନୂଆଦିଲ୍ଲୀ : କ୍ରିକେଟ ପରେ ରାଜନୀତି ମୈଦାନରେ ଏଣ୍ଟ୍ରି କରିବେ ପୂର୍ବତନ କ୍ରିକେଟର । କେଦାର ଯାଦବ ବିଧିବଦ୍ଧ ଭାବେ ବିଜେପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି । ପୂର୍ବତନ ଭାରତୀୟ କ୍ରିକେଟର ୮ଏପ୍ରିଲରୁ ତାଙ୍କର ରାଜନୈତିକ ଇନିଂସ ଆରମ୍ଭ କରିବେ ବୋଲି ଚର୍ଚ୍ଚା ହେଉଛି । ବୋଧହୁଏ ସେ
Read More...

ମେ’ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

କଟକ, ୮।୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ। ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।
Read More...

ଆସୁଛି ଲଘୁଚାପ: ଆଜିଠୁ ଛେଚିବ ବର୍ଷା

ଭୁବନେଶ୍ୱର: ଆଜିଠୁ ବର୍ଷା, ତାତିରୁ ମିଳିବ ସାମାନ୍ୟ ଆସ୍ବସ୍ତି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ
Read More...

କାର୍ଯ୍ୟରତ ମହିଳା ସାମ୍ବାଦିକାଙ୍କୁ ସେବାୟତଙ୍କ ମାଡ଼ ମାରିବା ଘଟଣା,ଅଭିଯୁକ୍ତଙ୍କ ଗିରଫ ଦାବିରେ ବିକ୍ଷୋଭ ପ୍ରଦର୍ଶନ

ପୁରୀ: ଶ୍ରୀମନ୍ଦିର ସମ୍ମୁଖରେ କିଛି ନିର୍ଦ୍ଧିଷ୍ଟ ସେବାୟତଙ୍କ ଦ୍ବାରା ପୁରୀର କାର୍ଯ୍ୟରତ ମହିଳା ସାମ୍ବାଦିକାଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାକୁ ୨୪ ଘଣ୍ଟା ବିତିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇନି ପୋଲିସ। ଭାଇରାଲ୍ ହେଉଥିବା ଭିଡିଓ ଫୁଟେଜରୁ ଅଭିଯୁକ୍ତ ମାନଙ୍କର
Read More...