Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ
ଭୁବନେଶ୍ୱର ୦୭।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୨୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୨୪୭୬ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା!-->…
Read More...
Read More...
ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା କୋଭିଡ୍ ମୁକାବିଲା ପ୍ରସ୍ତୁତି ସମୀକ୍ଷା,ପୂର୍ଣ୍ଣ ନିଷ୍ଠା ଓ ସହୃଦୟତାର ସହ ଚିକିତ୍ସା…
ଭୁବନେଶ୍ୱର:ସମ୍ଭାବ୍ୟ କୋଭିଡ୍ ଲହରର ମୁକାବିଲା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଜିଲ୍ଲା, ପୌରାଞ୍ଚଳ ଏବଂ ହସ୍ପିଟାଲ୍ସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍ରେ ବିଭିନ୍ନ ଜିଲ୍ଲାପାଳ, ପୌର କମିଶନର, ସରକାରୀ ଏବଂ!-->…
Read More...
Read More...
ମୋଦିଙ୍କ ସୁରକ୍ଷାରେ ତ୍ରୁଟି ଘଟଣା:ପଞ୍ଜାବ ସିଏମଙ୍କ ଉପରେ ଚିହିଁକି ଉଠିଲେ ସୋନିଆ
ନୂଆଦିଲ୍ଲୀ : ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ପ୍ରସଙ୍ଗକୁ ନେଇ ବିଜେପି ରାଜ୍ୟର କଂଗ୍ରେସ ସରକାରକୁ ଘେରିଥିବା ବେଳେ ରାଜ୍ୟ ମୁଖ୍ୟମନ୍ତ୍ରୀ ଚରଣଜିତ ଚନ୍ନି ନିଜକୁ ବଞ୍ଚାଇବା ପାଇଁ ସବୁପ୍ରକାର ପ୍ରୟାସ କରୁଛନ୍ତି । ତେବେ କଂଗ୍ରେସ ଏହି ଘଟଣାକୁ ନେଇ!-->…
Read More...
Read More...
ନେହେରୁ ଯୁବ କେନ୍ଦ୍ର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଯୁବ ସମ୍ମିଳନୀ
ସୁବର୍ଣ୍ଣପୁର:ଯୁବବର୍ଗ ହେଉଛନ୍ତି ସମାଜର ମେରୁଦଣ୍ଡ, ଏକ ପ୍ରଗତିଶିଳ, ଆତ୍ମନିର୍ଭର ଦେଶ ଗଠନରେ ଯୁବକଯୁବତୀଙ୍କ ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ । ଯୁବାବର୍ଗ ସକାରାତ୍ମକ ଚିନ୍ତାଧାରା ସହ ଆଗକୁ ବଢିଲେ ସମାଜ ଆଗେଇବା ସହ ସମୃଦ୍ଧ ଓଡିଶା, ସମୃଦ୍ଧ ଭାରତ ଗଠନ ହୋଇପାରିବ ବୋଲି ଆଜି ଅନୁଷ୍ଠିତ!-->…
Read More...
Read More...
ରେଡକ୍ରସ ସୋସାଇଟୀର ସ୍ୱଚ୍ଛତା କୀଟ ପ୍ରଦାନ
ନବରଙ୍ଗପୁର: ଭାରତୀୟ ରେଡ଼କ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା ପକ୍ଷରୁ, ନବରଙ୍ଗପୁର ଜିଲ୍ଲା ନିମନ୍ତେ ପାଞ୍ଚ ଶହ ସ୍ୱଚ୍ଛତା କିଟ ଭାରତୀୟ ରେଡ଼କ୍ରସ ଜିଲ୍ଲା ଶାଖା ନବରଙ୍ଗପୁରକୁ ପ୍ରଦାନ କରାଯାଇଛି । ଏହି ସ୍ୱଚ୍ଛତା କିଟ ହସ୍ତାନ୍ତର ସମୟରେ ରାଜ୍ୟ ରେଡ଼କ୍ରସ ସୋସାଇଟି ତରଫରୁ ପ୍ରକଳ୍ପ!-->…
Read More...
Read More...
ବୌଦ୍ଧ ଜିଲାରେ ତୃତୀୟ ଲହର ଓମିକ୍ରନର ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ
ବୌଦ୍ଧ : ବୌଦ୍ଧଜିଲାରେ ତୃତୀୟ ଲହର ଓମିକ୍ରନର ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ତୃତୀୟ ଲହର ଓମିକ୍ରନର ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗର!-->…
Read More...
Read More...
ଓମିକ୍ରନ ପାଇଁ ନିଯୁକ୍ତି ମେଳା ସ୍ଥଗିତ
ବୌଦ୍ଧ : ବୌଦ୍ଧଜିଲାରେ ଆସନ୍ତା ୧୧ ଓ ୧୨ ତାରିଖରେ ହେବାକୁ ଥିବା ନିଯୁକ୍ତି ମେଳାକୁ ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥଗିତ ରଖିବାକୁ ଜିଲାପାଳ ଲଲାଟେନ୍ଦୁ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ୧୧ ତାରିଖରେ ବୌଦ୍ଧ ଟାଉନହଲ ଠାରେ ଏବଂ ୧୨ ତାରିଖରେ ପଞ୍ଚାୟତ କଲେଜ କଣ୍ଟାମାଳଠାରେ ଏହି!-->…
Read More...
Read More...
ଲକ୍ଷ୍ମୀନାରାୟଣ ଯୁବକ ସଂଘ ପକ୍ଷରୁ କମ୍ବଳ ବଣ୍ଟନ
ପାଟଣାଗଡ: ପାଟଣାଗଡ ସ୍ଥିତି ରାମପୁର ଲଷ୍ମୀ ନାରାୟଣ ଯୁବକ ସଂଘ ପକ୍ଷରୁ ୧୫୦ଜଣ ଅସହାୟ ବୃଦ୍ଧବୃଦ୍ଧାମାନଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । ଏଥିରେ ଲକ୍ଷ୍ମୀ ନାରାୟଣ ଯୁବକ ସଂଘର ସଭାପତି ମନୋଜ ମେହେର ସମ୍ପାଦକ ରଞ୍ଜିତ ମେହେର ତତ୍ତ୍ୱାବଧାନରେ ବଣ୍ଟନ କରିଥିଲେ । ଏହି ଅବସରରେ ଅନୁଷ୍ଠିତ!-->…
Read More...
Read More...
ଓଡିଶାରେ ସ୍ଥାପନ ହେବ ୩୯୩୩ଟି ମୋବାଇଲ ଟାୱାର ଓ ୨୭୨ଟି ପୋଷ୍ଟ ଅଫିସ
ଭୁବନେଶ୍ୱର: ଉପାନ୍ତ ଓଡିଶାରେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଆଜି କେନ୍ଦ୍ର ରେଳ ଓ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୩୯୩୩ଟି ଗ୍ରାମରେ ମୋବାଇଲ ଟାୱାର ଓ ୨୭୨ଟି ଡାକଘର ସ୍ଥାପନ ପାଇଁ ଘୋଷଣା କରିଛନ୍ତି । ରାଜ୍ୟର ୧୦ଟି ଆକାଂକ୍ଷୀ ଜିଲ୍ଲାରେ ୪-ଜି!-->…
Read More...
Read More...
କାଫେଟେରିଆ ଖୋଲିବା ନାରେ ପାର୍କକୁ ଦିଆଗଲା ବଳିଦାନ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ସହରରେ ଏବେ ବିକାଶ ନାଁରେ ବ୍ୟାପକ ଗଛ କଟା ଚାଲିଥିବା ଅଭିଯୋଗ ହେଉଛି । କେତେବେଳେ ରାସ୍ତା ପ୍ରଶସ୍ତିକରଣ ନାଁରେ ହଜାର ହଜାର ଗଛ କାଟି ଦିଆଯାଉଛି ତ କେତେବେଳେ କାଫେଟେରିଆ ଖୋଲିବା ନାଁରେ ସରକାରୀ କାର୍ଯ୍ୟାଳୟର ବଗିଚା ଧ୍ୱଂସ କରି ଦିଆଯାଉଛି । ଏହିପରି ଏକ!-->…
Read More...
Read More...