Browsing Category

ରାଜ୍ୟ

ରାଜ୍ୟରେ ୯ ହଜାର ମୁହାଁ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୮୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୧୫୪୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା…
Read More...

ଗଞ୍ଜେଇ ଚୋରାଚାଲାଣ ବେଳେ ଦାରିଙ୍ଗବାଡି ପୋଲିସ ପକ୍ଷରୁ ଚଢ଼ାଉ,ଗଞ୍ଜେଇ ଭର୍ତ୍ତି କାର୍‌ ସହ ତିନିଜଣ ମାଫିଆ ଗିରଫ

ବାଲିଗୁଡା: ବେଆଇନ୍‌ ଗଞ୍ଜେଇ ଚୋରାଚାଲାଣ ବେଳେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଚଢ଼ାଉ । ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ସହ ତିନିଜଣ ମାଫିଆଙ୍କୁ ଗିରଫ କରିବା ସହ ଚୋରାଚାଲାଣରେ ବ୍ୟବହୃତ ଏକ ଜାଇଲୋ କାରକୁ ଜବତ କରିଛି ପୋଲିସ୍‌ । ସୂଚନା ପ୍ରକାରେ ମହାମାରୀ କରୋନାକୁ ନେଇ…
Read More...

ବୌଦ୍ଧ ବ୍ଲକ ଶିକ୍ଷା ସମୀକ୍ଷା ବୈଠକ

ବୌଦ୍ଧ,୧୧/୧:-ବୌଦ୍ଧ ବ୍ଲକ ଜାନୁଆରୀ ମାସର ପ୍ରଥମ ଶିକ୍ଷା ସମୀକ୍ଷା ବୈଠକ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ସଭାଗୃହରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ ନିୟମ ଆଧାରରେ ଉକ୍ତ ବୈଠକ କରାଯାଇଥିଲା । ସହ ଗୋଷ୍ଠୀ ଶିକ୍ଷା…
Read More...

ନୟାଗଡ଼ରୁ ପୁଣି ଜବତ୍‌ ହେଲା ଧଳା ଜହର

ଦଶପଲ୍ଲା,୧୧/୧ : - ନୟାଗଡ଼ ସିନ୍ଦୁରିଆ ଅଞ୍ଚଳରୁ ୪ଜଣ ବ୍ରାଉନସୁଗାର ବେପାରୀ ଗିରଫ ହେବା ସହ ସେମାନଙ୍କ ନିକଟରୁ ୮.୧୫୦ଗ୍ରାମ ବ୍ରାଉନସୁଗାର ଜବତ କରିଛି ନୟାଗଡ଼ ଟାଉନଥାନା ପୋଲିସ । ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳାଙ୍କ ସହ ଅନ୍ୟ ୩ ଜଣ ଯୁବକ ରହିଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ…
Read More...

ରଥଯାତ୍ରା ପାଇଁ ବଡ଼ରାଉଳ ପୀଠରେ ରଥକାଠ ଅନୁକୂଳ ପାଇଁ ପୂଜାର୍ଚ୍ଚନା

ଦଶପଲ୍ଲା,୧୧/୧ : - ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି । ନୟାଗଡ ଼ଜିଲ୍ଲାଗଣିଆ ବ୍ଲକ ବଡ଼ମୁଳ ନିକଟସ୍ଥ ଖଳଖଳା ସେତୁ ନିକଟ ବଡ ରାଉଳ ପୀଠରେ ମଙ୍ଗଳବାର ପୂର୍ବାହ୍ନରେ ପାରମ୍ପରିକ ରୀତିରେ ମହାପ୍ରଭୁ ଜଗନ୍ନାଥଙ୍କ ରଥକାଠ ଅନୁକୂଳ ପାଇଁ ପୂଜାର୍ଚ୍ଚନା…
Read More...

ଗଣତନ୍ତ୍ର ଦିବସ ପାଇଁ ସରକାର ଜାରି କଲେ କଟକଣା, ଏମିତି ହେବ ପାଳନ

ଭୁବନେଶ୍ବର : ଗଣତନ୍ତ୍ର ଦିବସ ପାଳନ ଉପରେ ସରକାରଙ୍କ କଟକଣା । ସକାଳ ସାଢେ ୮ଟା ପରେ ହେବ ପତାକା ଉତ୍ତୋଳନ । କେବଳ ପୋଲିସ କର୍ମଚାରୀ ଉତ୍ସବରେ ସାମିଲ ହୋଇପାରିବେ । ଛାତ୍ରଛାତ୍ରୀ ତଥା ଏନସିସି କ୍ୟାଡର ଅଂଶଗ୍ରହଣ କରିବେ ନାହିଁ । ଅଳ୍ପ ସଂଖ୍ୟକ ସମ୍ମୁଖ ଯୋଦ୍ଧାଙ୍କୁ ସାମିଲ ପାଇଁ ମିଳିବ…
Read More...

୧୮ ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ

ବୌଦ୍ଧ,୧୧/୧- ବୌଦ୍ଧଜିଲ୍ଲା ପାଲଝାରସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରରେ ୧୮ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସଂପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର ଅଧ୍ୟକ୍ଷ ଡ. ପ୍ରସନ୍ନଜିତ ମିଶ୍ର ଅଧ୍ୟକ୍ଷତା କରିବାସହ…
Read More...

ଫେବୃଆରୀ ୧୧ ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ବନ୍ଦ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ କରୋନା ସଂକ୍ରମଣର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲ୍ଲା ଆଇନଜୀବୀ ସଂଘ ଏକ ଜରୁରୀ ବୈଠକ ଆଜି ଜିଲ୍ଲା କୋର୍ଟ ପରିସରରେ ଅନୁଷ୍ଠିତ ହୋଇଥିଲା । ସଂଘ ସଭାପତି ଆଶିଷ ରଂଜନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ଏହି ବୈଠକରେ ସମ୍ପାଦକ ରାମ ପ୍ରସାଦ ପାତ୍ର…
Read More...

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା : ଟିକାକରଣକୁ ଜୋରଦାର କରିବା ଉପରେ ଗୁରୁତ୍ବ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି…
Read More...

ମିହିର ଦାସଙ୍କ ପରଲୋକ

ଭୁବନେଶ୍ୱର : ଓଡିଆ ଚଳଚ୍ଚିତ୍ର ଜଗତର ଅନ୍ୟତମ ସୁନାମଧନ୍ୟ ଓ ଲୋକପ୍ରିୟ ଅଭିନେତା ମିହିର ଦାସ ଆଉ ନାହାନ୍ତି । ଦୀର୍ଘଦିନ ଧରି ଚିକିତ୍ସାଧୀନ ରହିବା ପରେ ଆଜି ତାଙ୍କର ପରଲୋକ ଘଟିଛି । ସେ ବିବିଧ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । କିଛି ଦିନ ତଳେ ତାଙ୍କୁ ଆଇସିୟୁରେ ଭର୍ତ୍ତି…
Read More...