Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ‘Emergency Response Support System(ERSS)’ ଯୋଜନାରେ ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି।
ERSS ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର!-->!-->!-->…
Read More...
Read More...
ଡିସେମ୍ୱର ୧୬ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର : ଡିସେମ୍ବର ୧୬ ତାରିଖ ( ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ l ଡିସେମ୍ବର ୧୬ ତାରିଖ( ସୋମବାର )ରେ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ!-->…
Read More...
Read More...
ଏହି ମାମଲାରେ ବିରାଟ ଓ ରୋହିତଙ୍କୁ ପଛରେ ପକାଇଲେ ଭିନେଶ
ନୂଆଦିଲ୍ଲୀ:୨୦୨୪ରେ ଗୁଗଲରେ ସର୍ବାଧିକ ସର୍ଚ୍ଚ କରାଯାଇଥିବା ଭାରତୀୟ ତାଲିକାରେ କ୍ରୀଡା ତାରକାମାନେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। କୌଣସି ରାଜନେତା କିମ୍ବା କୌଣସି ଚଳଚ୍ଚିତ୍ର ତାରକା କିମ୍ବା ବ୍ୟବସାୟୀ ଏହି ତାଲିକାରେ ଶୀର୍ଷରେ ରହି ନାହାଁନ୍ତି। ଶ୍ରେଷ୍ଠ ୧୦ ଜଣଙ୍କୁ ପାଞ୍ଚ ଜଣ!-->…
Read More...
Read More...
ସରିଲା ବିଧାନସଭାର ଶୀତ ଅଧିବେଶନ
ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନ ବୁଧବାର ଶେଷ ହୋଇଛି। ଏଥର ୧୬ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ ହୋଇଛି। ତେବେ ଅନିର୍ଦ୍ଦିଷ୍ଟ କାର୍ଯ୍ୟକାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ। ଏହି ଅଧିବେଶନରେ ୧୬ଟୁ ମାତ୍ର ୧୨ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି।!-->…
Read More...
Read More...
ଶ୍ରୀମନ୍ଦିରକୁ ଜଗିବେ ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ
ପୁରୀ : ଶ୍ରୀମନ୍ଦିର ସୁରକ୍ଷା ପାଇଁ ଅଣ୍ଟା ଭିଡିଲେ ରାଜ୍ୟ ସରକାର । ଶ୍ରୀମନ୍ଦିରକୁ ଜଗିବେ ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ । ଏ ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆସିଲା ସ୍ୱତନ୍ତ୍ର ମୋଡାଲିଟି । ଏନେଇ ସ୍ୱତନ୍ତ୍ର ସୁରକ୍ଷା ବାଟାଲିଅନ ଗଠନ କରିବା ନେଇ ରାଜ୍ୟ!-->…
Read More...
Read More...
ସମୁଦ୍ର ସ୍ନାନ ବେଳେ ବୁଡ଼ିଯାଇ ପର୍ଯ୍ୟଟକ ନିଖୋଜ
ପୁରୀ : ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ର ସ୍ନାନ ବେଳେ ବୁଡ଼ିଯାଇ ପର୍ଯ୍ୟଟକ ନିଖୋଜ । ନିଖୋଜ ପର୍ଯ୍ୟଟକ ଜଣକ ହେଉଛନ୍ତି ମଧ୍ୟପ୍ରଦେଶ ଇନ୍ଦୋରର ପ୍ରଫୁଲ୍ଲ ମହାଳିକ । ଆଜି ପୂର୍ବାହ୍ନରେ ଚକ୍ରତୀର୍ଥ ବେଳାଭୂମିରେ ପ୍ରଫୁଲ୍ଲ ତାଙ୍କ ସାଙ୍ଗମାନଙ୍କ ସହ ସମୁଦ୍ରରେ ସ୍ନାନ କରୁଥିଲେ । ତେବେ!-->…
Read More...
Read More...
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର
ଭୁବନେଶ୍ୱର,୯।୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ!-->…
Read More...
Read More...
ଉତ୍ତରପ୍ରଦେଶରୁ ଆସିଲା ଆଳୁ
ଭୁବନେଶ୍ୱର,୯।୧୨: ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ପଡକ୍ଲଃଏପି ନେଇଛନ୍ତି। ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି । ଖାଉଟି ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି!-->…
Read More...
Read More...
ଊନବିଂଶ ବୌଦ୍ଧ ପୁସ୍ତକମେଳା ଉଦଘାଟିତ
ବୌଦ୍ଧ: ସ୍ଥାନୀୟ କଚେରୀ ଖେଳ ପଡିଆଠାରେ ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ ଦ୍ୱାରା ଆୟୋଜିତ ଊନବିଂଶ ବୌଦ୍ଧ ପୁସ୍ତକମେଳା ମଙ୍ଗଳବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥିଭାବେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ!-->…
Read More...
Read More...
ମା’ ଭୈରବୀ ମହୋତ୍ସବର ତୃତୀୟ ସନ୍ଧ୍ୟା, ପପୁ ପମ୍ପମଙ୍କ କମେଡିରେ ଝୁମିଲେ ଦର୍ଶକ
ହରଭଙ୍ଗା : କଳା, ସଂସ୍କୃତି, ଭକ୍ତି ଓ ଆଧ୍ୟାତ୍ମିକ ଭାବନାର ମହା ମିଳନ ଚତୁର୍ଥ ରାଜ୍ୟସ୍ତରୀୟ ମା' ଭୈରବୀ ମହୋତ୍ସବ । ଏହି ମହୋତ୍ସବର ତୃତୀୟ ସନ୍ଧ୍ୟାରେ ମା'ଙ୍କ ସନ୍ଧ୍ୟା ଧୂପ ଓ ଆଳତି ପରେ ସାଧାରଣ ସଭାରେ ମୁଖ୍ୟ ଅତିଥିଭାବେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ସମ୍ମାନିତ!-->…
Read More...
Read More...