Browsing Category

ରାଜ୍ୟ

ବଡ଼ଦିନ ପର୍ବ ପାଇଁ ପୋଲିସ ଏବଂ ପ୍ରଶାସନର ବିଭିନ୍ନ ଅଞ୍ଚଳରେ ପୋଲିସର ଫ୍ଲାଗମାର୍ଚ୍ଚ

ଜି.ଉଦୟଗିରି,୨୪/୧୨- ବଡ଼ଦିନ ପର୍ବ ପାଳନ ପାଇଁ ସ୍ଥାନୀୟ ପୋଲିସ ଏବଂ ପ୍ରଶାସନ ଶେଷପର୍ଯ୍ୟାୟରେ ପହଞ୍ଚିଯାଇଛି । ଯେମିତି ସ୍ଥାନୀୟ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାରସହ ବଡଦିନ ପାଳିତହେବ ସେଥିନିମନ୍ତେ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଆଜି ସ୍ଥାନୀୟ ଆଇଆଇସି ରେବତୀ ଶବରଙ୍କ…
Read More...

ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁରିକେଲା ବ୍ଲକ ୧୦ନମ୍ବର ଜୋନ ଜିଲ୍ଲା ସାଧରଣ ସଂପାଦକ ଫିରୋଜ ଖାନଙ୍କ ନେତୃତ୍ୱରେ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଆୟୋଜନ ହୋଇଥିଲା । କଂଗ୍ରେସ ଓ ବିଜେପିର ଶତାଧିକ କର୍ମୀ ଏହି ସମ୍ମିଳନୀରେ ଯୋଗ…
Read More...

ଭୀମସାରରେ ଭର୍ତ୍ତି ହେଲେ ଅସୁସ୍ଥ ବରିଷ୍ଠ ସାମ୍ବାଦିକ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁରର ବରିଷ୍ଠ ସାମ୍ବାଦିକ ତଥା ଓଜେୟୁ ଦ୍ୱାରା ଆଜୀବନ ପେନସନ ପାଉଥିବା ବିନୟ ରଞ୍ଜନ ପ୍ରଧାନ ଗତକାଲି ସନ୍ଧ୍ୟାରେ ହଠାତ ଅସୁସ୍ଥତା ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲା ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କାଡିଓଲୋଜି ସମସ୍ୟା ଯୋଗୁଁ ସେ ଗୁରୁତର ଅସୁସ୍ଥ ହୋଇ…
Read More...

ଗୁମ୍ମା ଘାଟିରେ ସଡକ ଦୁର୍ଘଟଣା;ଟ୍ରକ-ବାଇକ ମୁହାଁମୁହିଁ ଧକ୍କାରେ ୨ବାଇକ ଆରୋହୀ ମୃୃତ

ରାୟଗଡା: ୩୨୬ନମ୍ବର ଜାତୀୟ ରାଜପଥର ରାୟଗଡା ଥାନା ଅନ୍ତର୍ଗତ କୁମ୍ଭିକୋଟା ଫାଣ୍ଡି ଅଧିନସ୍ତ ଗୁମ୍ମା ଘାଟିରେ ସଡକ ଦୁର୍ଘଟଣାରେ ୨ଜଣ ବାଇକ ଆରୋହୀଙ୍କ ମୃତ ହୋଇଥିବା ବେଳେ ଆଉ ଜଣେ ସାମାନ୍ୟ ଆହାତ ହୋଇଥିବା ଜଣାପଡିଛି । ଘଟଣା ସ୍ଥଳରେ କୁମ୍ଭିକୋଟା ଫାଣ୍ଡି ଏସ.ଆଇ.ପିତାମ୍ବର ଶବର,ଏଏସଆଇ…
Read More...

ପ୍ରତି ପଞ୍ଚାୟତରେ ଧାନମଣ୍ଡି ଖୋଲିବା ଦାବିରେ କିଷାନ କ୍ଷେତ ମଜଦୁର ସଙ୍ଗଠନର ବିକ୍ଷୋଭ

କେନ୍ଦୁଝର: ଅଲ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଙ୍ଗଠନ (ଏଆଇକେକେଏମଏସ) ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ରେ ଏକ ବିକ୍ଷୋଭ ହୋଇଯାଇଛି । ବିକ୍ଷୋଭ ପୂର୍ବରୁ କେନ୍ଦୁଝରସ୍ଥ କରଞ୍ଜିଆ ବସଷ୍ଟାଣ୍ଡରୁ ଶତାଧିକ ମହିଳା ସମେତ ଚାଷୀମାନେ ଏକ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ…
Read More...

ପଲ୍ଲୀଶ୍ରୀ ମେଳା ୨୦୨୧ ଉଦଘାଟିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟର ପରିସରଠାରେ ଥିବା ଖେଳ ପଡିଆଠାରେ ପଲ୍ଲିଶ୍ରୀ ମେଳା ୨୦୨୧ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ରିବନ କାଟି ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅତିଥି…
Read More...

ଥୁଆମୂଳ-ରାମପୁର ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି । ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମା ମାଣିକେଶ୍ବରୀଙ୍କୁ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ…
Read More...

ପଥପାର୍ଶ୍ବ ବିକ୍ରେତାମାନଙ୍କୁ ସାହାଯ୍ୟର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦…
Read More...

୩୭ ଲକ୍ଷ ଏ ପର୍ଯ୍ୟନ୍ତ ନେଇନାହାନ୍ତି ପ୍ରଥମ ଡୋଜ୍‌

ଭୁବନେଶ୍ୱର: ରାଜ୍ୟରେ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୪ କୋଟି ୮୨ ଲକ୍ଷ ଟିକା ଦିଆସରିଥିବା ବେଳେ ୨ କୋଟି ୮୮ ଲକ୍ଷ ପ୍ରଥମ ଡୋଜ ଦିଆଯାଇଛି ଯାହା ୮୯ ପ୍ରତିଶତ । ସେହିପରି ୩୭ ଲକ୍ଷ ଲୋକ ପ୍ରଥମ ଡୋଜ ଟିକା ଏବେ ବି ନେଇ ନଥିବାବେଳେ ୩୧ ଲକ୍ଷ ଦ୍ୱିତୀୟ ଡୋଜ ମଧ୍ୟ ନେଇନାହାନ୍ତି । ଏନେଇ ସୂଚନା…
Read More...

ମହେନ୍ଦ୍ର ଗିରି ଉଚ୍ଚ ବିଦ୍ୟାଳୟରେ ଜାତୀୟ ଗଣିତ ଦିବସ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ମହେନ୍ଦ୍ର ଗିରି ଉଚ୍ଚ ବିଦ୍ୟାଳୟର ପରିସର ମଧ୍ୟରେ ରାମାନୁଜମ ଗଣିତ କ୍ଳବ ସୌଜନ୍ୟରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ପ୍ରସିଦ୍ଧ ଭାରତୀୟ ଗଣିତଜ୍ଞ ନିବାସ ରାମାନୁଜମ…
Read More...