Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସୁବର୍ଣ୍ଣପୁରରେ ରାଜ୍ୟସ୍ତରୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ପାଇଁ ସାମ୍ବାଦିକ ସମ୍ମିଳନୀ
ସୁବର୍ଣ୍ଣପୁର ୨୭।୧୧ : ସୁବର୍ଣ୍ଣପୁରର ରାମେଶ୍ୱର ଇଣ୍ଡୋର ଷ୍ଟାଡିୟମଠାରେ ଜ଼ିଲ୍ଲା ବ୍ୟାଡ଼ମିଣ୍ଟନ ଏସୋସିଏସନ ପକ୍ଷରୁ ରାଜ୍ୟସ୍ତରୀୟ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ ସହିତ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା l ଆସନ୍ତା ୨ ତାରିଖରୁ ୪ ତାରିଖ ଯାଏ ଏହି ଇଣ୍ଡୋର!-->…
Read More...
Read More...
ସେଞ୍ଚୁରିଅନ ବିଶ୍ବବିଦ୍ୟାଳୟର ନବମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର ୨୭।୧୧: କୌଶଳଭିତ୍ତିକ ଶିକ୍ଷାପ୍ରଦାନ କ୍ଷେତ୍ରରେ ଦେଶରେ ସର୍ବଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ସେଞ୍ଚୁରିଅନ ବିଶ୍ବବିଦ୍ୟାଳୟ ଆଜି ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଧ୍ୟକ୍ଷତାରେ ତଥା ମୁଖ୍ୟଅତିଥି ଅଷ୍ଟ୍ରେଲିଆର ହାଇକମିଶନର ବାରିଓ ଫାରେଲଙ୍କ!-->…
Read More...
Read More...
ନୟାଗଡ଼ରୁ ପୁଣି ଜବତ୍ ହେଲା ଧଳା ଜହର
ଦଶପଲ୍ଲା ୨୭।୧୧ : ବ୍ରାଉନ ସୁଗାରର ଭୂ-ସ୍ବର୍ଗ ପାଲଟିଛି ନୟାଗଡ଼ ସହର । ବ୍ୟବସାୟ ପାଇଁ, ବ୍ରାଉନସୁଗାର୍ ନେଇ ଯାଉଥିବାବେଳେ ଚଢ଼ଉ କଲା ନୟାଗଡ଼ ପୁଲିସ୍ । ଦୁଇଜଣଙ୍କ ଠାରୁ ବ୍ରାଉନସୁଗାର ସହ ୯ ହଜାର ଟଙ୍କା ଓ ବାଇକ୍ ଜବତ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ୍ କରିଛି ପୁଲିସ୍ । ମିଳିଥିବା!-->…
Read More...
Read More...
ନୟାଗଡ଼ ଚିନିକଳରୁ ଚୋରି, ଧରାପଡିଲେ ୫ ଜଣ
ଦଶପଲ୍ଲା ୨୭।୧୧ : ନୟାଗଡ଼ ସଦର ଥାନା ପୁଲିସ୍ ପାଟ୍ରୋଲିଂ କରୁଥିବା ବେଳେ ୫ଜଣ ଚୋରକୁ ଗିରଫ୍ କରିଛି । ଗିରଫ୍ ହୋଇଥିବା ଚୋର ମାନେ ବାଲୁଗାଁ ଗ୍ରାମର ନିରାକାର ପ୍ରଧାନ(୨୫), କୀର୍ତ୍ତନ ସ୍ୱାଇଁ(୪୩), ଗଣିଆ ମାଝି(୩୭), ବାଲୁଗାଁ କେନାଲ ସାହିର କାର୍ତ୍ତିକ ରଥି ଓ କାଦୁଆ ଗ୍ରାମର ପୁରୀଆ!-->…
Read More...
Read More...
ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
ଭୁବନେଶ୍ୱର ୨୭।୧୧ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡି ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ!-->…
Read More...
Read More...
ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୪ କରୋନା ପଜିଟିଭ୍, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
ଭୁବନେଶ୍ୱର ୨୭।୧୧: ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୫୪ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୦ଜଣ ସ୍ଥାନୀୟ!-->…
Read More...
Read More...
ଓଡିଆ ପର୍ବ ପ୍ରଥମାଷ୍ଟମୀ; ଘରେ ଜ୍ୟେଷ୍ଠ ସନ୍ତାନଙ୍କୁ ବନ୍ଦାପନା
ଭୁବନେଶ୍ୱର ୨୭|୧୧: ଆଜି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳୁଛି ଓଡିଆ ସଂସ୍କୃତିର ଝଲକ। ଘରର ବଡ ସନ୍ତାନ ମାନଙ୍କୁ ନୁଆ ଲୁଗା, ଚନ୍ଦନ, ସିନ୍ଦୂର ଲଗାଯାଇ କରାଯାଉଛି ବନ୍ଦାପନା। ମାର୍ଗଶୀର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ‘ପ୍ରଥମାଷ୍ଟମୀ’ ପାଳନ!-->…
Read More...
Read More...
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନାରେ ସାମିଲ ହେଲା ବାଲେଶ୍ବର ଓ ଭଦ୍ରକ ଜିଲ୍ଲା
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ବର ଓ ଭର୍ଚୁଆଲ ମାଧ୍ୟମରେ ଭଦ୍ରକ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ବାଲେଶ୍ବରର ୨୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଭଦ୍ରକର ୧୧ ଲକ୍ଷରୁ ଅଧିକ ଲୋକ ସ୍ମାର୍ଟ!-->…
Read More...
Read More...
ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭୋଟର ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା, ଅଣ ଶିକ୍ଷକ କର୍ମଚାରୀ, ଅଧ୍ୟକ୍ଷା ଶ୍ରୀମତି ଅମ୍ବିକା ଦେବୀଙ୍କ ନେତୃତ୍ୱରେ ଏକ ବିରାଟ ରାଲି ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପାର୍ଶ୍ୱ ଜିଲ୍ଲା ମୁଖ୍ୟ!-->…
Read More...
Read More...
ବିଭିନ୍ନ ଦାବି ନେଇ ଫୁଲବାଣୀ ମେହେନ୍ତର ସଂଘର ଧାରଣା
ଫୁଲବାଣୀ: ବିଭିନ୍ନ ଦାବିନେଇ ଫୁଲବାଣୀ ମେହେନ୍ତର ସଙ୍ଘ ପକ୍ଷରୁ ଆଜି ସଭାପତି ଶେଷଦେବ ମୁଖୀଙ୍କ ନେତୃତ୍ୱରେ ଫୁଲବାଣୀ ପୌରପାଳିକା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଦିଆଯାଇଥିଲା । ସୂଚନାଯୋଗ୍ୟ ଶତାଧିକ ପୁରୁଷ ଓ ମହିଳା ମେହେନ୍ତର ସହରକୁ ପରିଷ୍କାର ପରିଚ୍ଛନ୍ନ ରଖିବା!-->…
Read More...
Read More...