Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆଜି ମହାପ୍ରଭୁଙ୍କ ପବିତ୍ର ସୁନାବେଶ
ପୁରୀ- ଆଜି ହେଉଛି ମହାପ୍ରଭୁଙ୍କ ପବିତ୍ର ସୁନାବେଶ। ଏଥି ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ପାଇଁ ପୋଲିସ ବାହିନୀ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଥିବା!-->…
Read More...
Read More...
ସରକାରୀ ବାବୁଙ୍କ ପାଇଁ ନିୟମ ହେଲା କଡ଼ାକଡ଼ି, ଏଣିକି ମୁଖ୍ୟାଳୟ ଛାଡ଼ିବା ପୂର୍ବରୁ ଅନୁମତି ବାଧ୍ୟତାମୂଳକ
ଭୁବନେଶ୍ୱର, ୨୫/୦୭: ସରକାରୀ ବାବୁଙ୍କ ପାଇଁ ନିୟମ ହେଲା କଡ଼ାକଡ଼ି । ଏଣିକି ମୁଖ୍ୟାଳୟ ଛାଡ଼ିବା ପୂର୍ବରୁ ଅନୁମତି ବାଧ୍ୟତାମୂଳକ । ବିଶେଷ କରି ବ୍ୟକ୍ତିଗତ କାମରେ ଛୁଟି ନେଇ ରାଜ୍ୟ କିମ୍ବା ଦେଶ ବାହାରକୁ ଗଲେ ୨୧ ଦିନ ପୂର୍ବରୁ ନେବାକୁ ପଡ଼ିବ ଅନୁମତି । ଏ ନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ!-->…
Read More...
Read More...
ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା!-->…
Read More...
Read More...
ଅନୁଗୋଳ ଗଣଦୁଷ୍କର୍ମ ମାମଲାରେ ୪ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ
ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ଜଣେ ଯୁବତୀ ଓ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ବହୁଚର୍ଚ୍ଚିତ ମାମଲାରେ ଆଜି ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ (ଫାଷ୍ଟ ଟ୍ରାକ୍ ସ୍ପେଶାଲ କୋର୍ଟ) ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରି ୪ ଜଣ ଅଭିଯୁକ୍ତଙ୍କୁ କଠୋର ଦଣ୍ଡାଦେଶ ପ୍ରଦାନ!-->…
Read More...
Read More...
ହୃଦୟବିଦାରକ ଘଟଣା , ସ୍ତ୍ରୀକୁ ବିଭତ୍ସ ଭାବେ ହତ୍ୟା କଲା ସ୍ୱାମୀ
ବାଲିଙ୍ଗିର: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଚଟୁଅନକା ମାଝୀପଡାରୁ ଆସିଛି ଏକ ହୃଦୟବିଦାରକ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ ନିଜ ସ୍ତ୍ରୀକୁ ବିଭତ୍ସ ଭାବେ ହତ୍ୟା କରିଛି । ମୃତା ମହିଳା ଜଣକ ହେଲେ କିଆଫୁଲ ମାଝୀ । ପୋଲିସ ଅଭିଯୁକ୍ତ ସ୍ୱାମୀ ଦେବଚନ୍ଦ୍ର ମାଝୀଙ୍କୁ!-->…
Read More...
Read More...
ନିଟ୍ ପେପର୍ ଲିକ୍ ମାମଲା: ଗଠନ ହେଲା ଫାଷ୍ଟଟ୍ରାକ୍ କୋର୍ଟ
ନୂଆଦିଲ୍ଲୀ: ନିଟ୍ ପେପର୍ ଲିକ୍ ମାମଲାର ଶୁଣାଣି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶକ କ୍ରମେ ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ହୋଇଛି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟର ବିଚାରପତି ଅନୁ ଗ୍ରୋଭର୍ ବାଲିଗାଙ୍କ ସ୍ୱତନ୍ତ୍ର ବିଚାରପତି ଭାବେ ନିଯୁକ୍ତ କରାଯାଇଛି ।ଗତକାଲି!-->…
Read More...
Read More...
୮୦ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡ଼ା:୮୦ ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରଣିତା ଦାସ (ଭା.ପ୍ର.ସେ) ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୮୦ତମ!-->…
Read More...
Read More...
ପୌରସଂସ୍ଥା ଗୁଡ଼ିକର ଆର୍ଥିକ କ୍ଷମତା ବୃଦ୍ଧି
ଭୁବନେଶ୍ୱର :ସହରାଞ୍ଚଳର ବିକାଶକୁ ତ୍ୱରାନ୍ୱିତ କରିବା, ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ସହଜ କରିବା ଏବଂ ପୌରାଞ୍ଚଳ ଗୁଡ଼ିକରେ ଶାସନ ବ୍ୟବସ୍ଥାରେ ସୁଧାର ଆଣିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ସଂସ୍କାର ସ୍ୱରୂପ ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି!-->…
Read More...
Read More...
ବାହୁଡା ଯାତ୍ରା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଖୁସି କଲେ ରାଜ୍ୟ ସରକାର, ବଢିଲା…..
ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ରାଜ୍ୟ ସରକାର ପୁଣି ଥରେ ଖୁସି କରିଛନ୍ତି । ସରକାରୀ କର୍ମଚାରୀଙ୍କୁ ମିଳିଛି ବାହୁଡାଯାତ୍ରାର ଉପହାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହଙ୍ଗା ଭତ୍ତା ୫ ପ୍ରତିଶତ ବୃଦ୍ଧି କରିଛନ୍ତି ।
ଫଳରେ ମହଙ୍ଗା ଭତ୍ତା ୨୫୭ ପ୍ରତିଶତରୁ ବୃଦ୍ଧି ପାଇ!-->!-->!-->…
Read More...
Read More...
ହୀରାକୁଦରୁ ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ, ତଳିଆ ଅଞ୍ଚଳରେ ସୃଷ୍ଟି ହୋଇପାରେ ବନ୍ୟା ପରିସ୍ଥିତି
ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ଜଳ ପ୍ରବେଶ କରୁଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଆଉ ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ଫଳରେ ବର୍ତ୍ତମାନ ମୋଟ ୧୬ଟି ଗେଟ୍ ଦେଇ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ମହାନଦୀକୁ ଛଡ଼ାଯାଉଛି।
ସଦ୍ୟତମ!-->!-->!-->…
Read More...
Read More...