Browsing Category

ରାଜ୍ୟ

ତିନି ଶାଳକଙ୍କୁ ଧାରୁଆ ଅସ୍ତ୍ରରେ ହାଣିଲା ଭିଣୋଇ

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ ୩ ଓଡ଼ିଆଙ୍କୁ ହତ୍ୟା । ତିନି ଶାଳକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ମାରିଦେଲା ଭିଣୋଇ । ମାଲକାନଗିରି ସୀମାନ୍ତ ଆନ୍ଧ୍ରପ୍ରଦେଶର ଆଲୁରୀ ସୀତାରାମାରାଜୁ ଜିଲ୍ଲା ସିଲେରୁ ଗାଁରେ ଏହି ଟ୍ରିପଲ ମର୍ଡର ଘଟିଛି । ମୃତ ଶାଳକମାନେ ଓଡ଼ିଶାର ହୋଇଥିବା ସୂଚନା ମିଳିଛି ।
Read More...

ମୋବାଇଲ୍ ଛଡ଼ାଇ ଅଟୋଚାଳକ ଗିରଫ

ପୁରୀ-ଯାତ୍ରୀଙ୍କଠାରୁ ମୋବାଇଲ ଫୋନ୍ ଛଡ଼ାଇନେବା ଅଭିଯୋଗରେ ସଦର ଥାନା ପୁଲିସ ଜଣେ ଅଟୋଚାଳକକୁ ଗିରଫ କରିଛି | ତା ନିକଟରୁ ପୁଲିସ ୫ଟି ମୋବାଇଲ ଫୋନ୍ ସହ ଗୋଟିଏ ବାଇକ୍ ଜବତ କରିଛି | ପେଣ୍ଠକଟା ସାମୁଦ୍ରିକ ଥାନା ଅନ୍ତର୍ଗତ ଭୁଦାନ ନଗରର ପ୍ରଫୁଲ୍ଲ କୁମାର ସାହୁ ଗତ ୭ ତାରିଖ ପୂର୍ବାହ୍ନ ୯ଟା
Read More...

ହରିଶଙ୍କର ଉତ୍ସବରେ ଉତ୍କଳ ସେବକ ସମାଜର ଜନ ସଚେତନତା

ପାଟଣାଗଡ : ପଶ୍ଚିମ ଓଡିଶା ବଲାଙ୍ଗିର ଜିଲ୍ଲା ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ର ଐତିହାସିକ ଶୈବପୀଠ ହରିଶଙ୍କରରେ ନୃସିଂହ ଚତୁର୍ଦଶୀ ତଥା ହରିଶଙ୍କର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି ସହାୟତାରେ ଉତ୍କଳ ସେବକ ସମାଜ ଦ୍ୱାରା ପରିଚାଳିତ
Read More...

ସ୍ନାନଯାତ୍ର ଓ ରଥଯାତ୍ରାକୁ ଶୃଙ୍ଖଳିତ କରିବା ନେଇ ପୋଲିସ ଡିଜିଙ୍କ ସମୀକ୍ଷା

ପୁରୀ: ଆଗାମୀ ସ୍ନାନଯାତ୍ର ଓ ରଥଯାତ୍ରା ସୁରକ୍ଷିତ, ଶୃଙ୍ଖଳିତ ଭାବେ କରିବା ନେଇ ପୋଲିସ ଡିଜି ପୁରୀ ଠାରେ ଆଜି ସମୀକ୍ଷା କରିଅଛନ୍ତି। ବୈଠକରେ ଦେଶରେ ବର୍ତମାନର ସାମ୍ପ୍ରତିକ ପରିସ୍ଥିତି କୁ ନେଇ ଶ୍ରୀମନ୍ଦିର ସୁରକ୍ଷା ସହ ରଥଯାତ୍ରା ସମୟରେ ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ତଥା
Read More...

ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ରାଇରଙ୍ଗପୁର: ସାନ୍ତାଳୀ ଭାଷାର ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଏବଂ ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୨୦ ତମ ରାଜ୍ୟସ୍ତରୀୟ ଜନ୍ମବାର୍ଷିକୀ ଉତ୍ସବ ଆଜି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଅନ୍ତର୍ଗତ ମହୁଲଡିହା ଅଂଚଳରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି
Read More...

ବଜ୍ରପାତରେ ୨ ମଇଁଷି ଜଗୁଆଳ ମୃତ

ଚିକିଟି:ପାତ୍ରପୁର ବ୍ଲକ ଜରଡ଼ା ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମର ଭୁବେଶୁ କନ୍ୟାରୀ(୧୮)ଏବଂ ସ୍ୟାକିଲି କନ୍ୟାରୀ(୫୦)ଙ୍କ ଆଜି ଅପରାହ୍ନ ୨ ଟା ବେଳେ ବଜ୍ରପାତଜନିତ ମୃତ୍ୟୁ ଘଟିଛି l ଉଭୟେ ମଇଁଷି ଚରାଇବା ପାଇଁ ବିଲକୁ ଯାଇଥିଲେ l ପ୍ରବଳ ବର୍ଷା ସାଙ୍ଗକୁ ତୁହାକୁ ତୁହା ଘଡଘଡି ମାରୁଥିଲା
Read More...

 ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ: ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।
Read More...

ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ

କଟକ: ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ ଦୀକ୍ଷିତ କ୍ରୀଷ୍ଣା ଶ୍ରୀପଦ ଆଜିଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । କର୍ଣ୍ଣାଟକ ହାଇକୋର୍ଟରୁ ବଦଳି ହୋଇ ଆସିଥବା ଜଷ୍ଟିସ ଶ୍ରୀପଦ,  ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନବ ନିଯୁକ୍ତ ବିଚାରପତି ଜଷ୍ଟିସ
Read More...

ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର:ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ମଧ୍ୟ ୧୯ ସହରରେ ତାପମାତ୍ରା
Read More...

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ଗଣିଆ : ଗଣିଆ ଥାନା ଅର୍ନ୍ତଗତ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଜଣେ ଯୁବକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଜଣାପଡିଛି । ମୃତ ଯୁବକ ଜଣକ ଉକ୍ତ ଗ୍ରାମର ଅବସରପ୍ରାପ୍ତ  ଶିକ୍ଷକ   ଶତୃଘନ ମହାରଣାଙ୍କ  କନିଷ୍ଠ ପୁତ୍ର  ଅଜିତ ମହାରଣା  । ସେ ଭୁବନେଶ୍ବରରେ ଏକ ଘରୋଇ କମ୍ପାନୀରେ ଚାକିରୀ
Read More...