Browsing Category

ରାଜ୍ୟ

ଏଥର ବିଧାନସଭାରେ ହୋହଲ୍ଲା ମନା

ଭୁବନେଶ୍ୱର : ବିଧାନସଭା ଅଧିବେଶନ ପୂର୍ବରୁ ତାଗିଦ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବାଚସ୍ପତିଙ୍କ କହିବା ମୁତାବକ, ଗୃହରେ କୌଣସି ବିଧାୟକ ହୋହଲ୍ଲା କରିପାରିବେନି । ପ୍ରଶ୍ନକାଳ ସମୟରେ କେହି ବି ହୋହଲ୍ଲା କରିପାରିବେନି । ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କେହି ବି
Read More...

ଓଡିଆ ସହିଦ ନୁଦୁରାମଙ୍କୁ “ବୀରଚକ୍ର’

ନୂଆଦିଲ୍ଲୀ : ଓଡିଆ ସହିଦ ନାଏବ ସୁବେଦାର ନୁଦୁରାମ ସୋରେନଙ୍କୁ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମରଣୋତ୍ତର ବୀରଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି । ଏହି ପୁରସ୍କାର ରାଷ୍ଟ୍ରପତିଙ୍କ ଠାରୁ ସୋରେନଙ୍କ ପତ୍ନୀ ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ, ସୋରେନ ଗତବର୍ଷ ଗଲୱାନ ଘାଟିରେ ସହିଦ
Read More...

ଭୀମସାରର ୨୨ ଡାକ୍ତରୀ ଛାତ୍ରଛାତ୍ରୀ କୋରାନା ପଜିଟିଭ ଚିହ୍ନଟ

ସମ୍ବୁଲପୁର: ବୁର୍ଲା ଭୀମସାରର ୨୨ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କୋରାନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କୋଭିଡ୍ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ସଂକ୍ରମିତ ହୋଇଥିବା ଛାତ୍ରୀଛାତ୍ରୀମାନେ ହଷ୍ଟେଲରେ ରହୁଥିଲେ। ହଷ୍ଟେଲରେ ରହୁଥିବା ଅନ୍ୟମାନଙ୍କର ମଧ୍ୟ କୋଭିଡ୍
Read More...

ଭିଜିଲାନ୍ସ ଜାଲରେ ଅତିରିକ୍ତ ଡିଏସଡବ୍ଲୁଓ

ବରଗଡ଼: ଅତିରିକ୍ତ ଡିଏସଡବ୍ଲୁଓ ତନ୍ଦ୍ରା ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଅତିରିକ୍ତ ଡିଏସଡବ୍ଲୁଓଙ୍କ ଘରେ ଚଢ଼ାଉ କରିଛି । ବରପାଲି ଘର ଓ ବରଗଡ଼ ଅଫିସ୍ ରେ ରେଡ୍ କରାଯାଇଛି । ତେବେ ଏହି ଚଢ଼ାଉରେ କେତେ ଟଙ୍କାର ସମ୍ପତ୍ତି ଜବତ
Read More...

ନବଜାତ ଶିଶୁ କନ୍ୟା ଚୋରି ଘଟଣାର ଭିନ୍ନ ମୋଡ, ଶିଶୁର ବାପା ଓ ଆଈ କୋର୍ଟ ଚାଲାଣ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ କନ୍ୟା ଚୋରି ମାମଲାରେ ଟାଉନ ଥାନା ପୋଲିସ ଆଜି ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ନବଜାତ ଶିଶୁ କନ୍ୟାର ବାପା ବୀରମହାରାଜପୁର ଷଣ୍ଢା ଗାଁର ଗଜେନ୍ଦ୍ର ତାଣ୍ଡି ଓ ତାଙ୍କ ଶାଶୁ ଏହି ଘଟଣାରେ ସଂପୃକ୍ତ ଥିବା ପୁଲିସ
Read More...

ମହିଳା ଓ ଶିଶୁ ବିକାଶ ବିଭାଗ ଅତିରିକ୍ତ ସଚିବଙ୍କ ବୌଦ୍ଧ ଗସ୍ତ

ବୌଦ୍ଧ,୨୨ା୧୧: ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ରେଗା ଗୀତାରାଣୀ ପଟ୍ଟନାୟକ , ୟୁନିସେଫ ରାଜ୍ୟ ପରାମର୍ଶଦାତ୍ରୀ ଦେବୀକା ସାହୁ , ପ୍ରୋଗ୍ରାମ ମ୍ୟାନେଜର (ଓଏସସିପିସିଆର) ପ୍ରିତିକାନ୍ତ ପଣ୍ଡା, ଜିଲା ସମାଜ ମଙ୍ଗଳ ଅଧିକାରୀ ଲକ୍ଷପତି ଭୋଇଙ୍କ ସହ ହରଭଙ୍ଗା ବ୍ଲକର ସମନ୍ୱିତ
Read More...

କଂଗ୍ରେସ ନେତାଙ୍କୁ ଜିଲ୍ଲା ଦାୟିତ୍ୱ, କାହାକୁ ମିଳିଲା କେଉଁ ଜିଲ୍ଲା ଜାଣନ୍ତୁ

ଭୁବନେଶ୍ୱର : ଜିଲ୍ଲା, ବ୍ଲକ ଓ ପଂଚାୟତ ସ୍ତରରେ କଂଗ୍ରେସ ସଂଗଠନକୁ ସୁଦୃଢ ଓ କ୍ରିୟାଶୀଳ କରିବାପାଇଁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରଦେଶ କଂଗ୍ରେସ କମିଟିର ଉପ-ସଭାପତି, ସାଧାରଣ ସଂପାଦକ , କାର୍ଯ୍ୟକାରୀ କମିଟି ସଦସ୍ୟ ଓ ସଂପାଦକମାନଙ୍କ ମଧ୍ୟରେ ଜିଲ୍ଲା
Read More...

ଘୁ.ଉଦୟଗିରିରେ ସ୍ମାର୍ଟ କାର୍ଡ ବିତରଣ କାର୍ଯ୍ୟକ୍ରମ

ଘୁ ଉଦୟଗିରି : ଘୁ ଉଦୟଗିରି ହାତିଶାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପ ଠାରେ ଆଜି ବିଜୁ ସ୍ୱାସ୍ଥ୍ୟ ବୀମା ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଆଇଟି ଏବଂ
Read More...

ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର: ସୋନପୁର ସଦର ବ୍ଲକର ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ରଥ ଆଗାମୀ ଆଠ ଦିନ
Read More...

୧୮୭୨ କୋଟି ଟଙ୍କାର ୮ଟି ପ୍ରକଳ୍ପକୁ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ କମିଟିର ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍‌ ୱିଣ୍ଡୋ କମିଟି ବୈଠକରେ ୮ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ନୀତିଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୧୮୭୨.୧୧ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ
Read More...