Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଗଣିଆରେ ଭିମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ପାଇଁ ପ୍ରସ୍ତୁତି ବୈଠକ
ଗଣିଆ : ଆଜି ଗଣିଆ ବ୍ଳକ ସଭା ଗୃହରେ ଭିମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ବିଡ଼ିଓ ଡ଼ା ବେବିତା ମଞ୍ଜରୀ ନାୟକ, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଣୟ କୁମାର ନାୟକ, ବ୍ଳକର ବିଭିନ୍ନ!-->…
Read More...
Read More...
ଶ୍ରୀମନ୍ଦିରରେ ପୁଣି ପ୍ରବେଶ କଲେ ଅଣ ହିନ୍ଦୁ ମହିଳା
ପୁରୀ : ଶ୍ରୀମନ୍ଦିରର ସବୁ ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ମନ୍ଦିରର ଗୁମୁଟ ଭିତରକୁ ପଶିଗଲେ ଅଣହିନ୍ଦୁ । ଅଣହିନ୍ଦୁ ଜଣଙ୍କ ଚାଇନିଜ ଭାଷାରେ କଥାବାର୍ତ୍ତା କରୁଥିବା ବେଳେ ଶ୍ରୀମନ୍ଦିର ପୋଲିସକୁ ଚ୍ୟାଲେଞ୍ଜ କରି ଲୋକଙ୍କ ଭିଡ ଭିତରେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବା ଦେଖିବାକୁ!-->…
Read More...
Read More...
୧୫ରୁ ବଢିବ ଶୀତ !
ଭୁବନେଶ୍ୱର: ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତର ପ୍ରକୋପ ବଢିବାର ସମ୍ଭାବନା ରହିଛି । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ କାର୍ତ୍ତିକ ମାସର ଆଜି ହେଉଛି ଶେଷ ସୋମବାର । ରାଜ୍ୟକୁ!-->…
Read More...
Read More...
ଓଡ଼ିଶାରେ ଅଗ୍ନିଶମ ଆଧୁନିକୀକରଣ ପାଇଁ ୨୦୧ କୋଟି ଟଙ୍କା ମଞ୍ଜୁର କଲେ ସରକାର
ଭୁବନେଶ୍ୱର,୧୧।୧୧: ରାଜ୍ୟରେ ଅଗ୍ନିଶମ ବାହିନୀକୁ ଆହୁରି ସଶକ୍ତ କରିବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସହ ୩ଟି ରାଜ୍ୟ ପାଇଁ ମୋଟ ୭୨୫.୬୨ କୋଟି!-->…
Read More...
Read More...
ପଦ୍ମ ବିଜେତାଙ୍କୁ ମାସିକ ମିଳିବ ୩୦ ହଜାର ଟଙ୍କା
ଭୁବନେଶ୍ୱର: ଆଜି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନ ସୂଚକ ସହାୟକ ରାଶି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି।ରାଜ୍ୟରେ ବର୍ତ୍ତମାନ ୫୫ ଜଣ!-->…
Read More...
Read More...
ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ, ଖୁବ୍ ଶୀଘ୍ର ପୂରଣ ହେବ ଖାଲି ପଦବୀ
ବନେଶ୍ୱର: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର।ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି।ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ!-->…
Read More...
Read More...
ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷା ନୀତି -୨୦୨୦
ଭୁବନେଶ୍ୱର : ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ!-->…
Read More...
Read More...
ଶ୍ରୀମନ୍ଦିରରେ ଭକ୍ତ ଓ ଜେଟିପି ମୁହାଁମୁହିଁ
ପୁରୀ : ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା । ଭକ୍ତ ଓ ଜେଟିପି ମୁହାଁମୁହିଁ । ଜଣେ ଭକ୍ତଙ୍କ ଆକ୍ରମଣରେ ଜଣେ ଜେଟିପି ଆହତ ହୋଇଛନ୍ତି । ତେବେ ଏନେଇ ସିଂହ ଦ୍ୱାର ଥାନାରେ ଦୁଇ ପକ୍ଷରୁ ଅଭିଯୋଗ ହୋଇଚି । ଘଟଣାକୁ ନେଇ ପୋଲିସ ତଦନ୍ତ କରୁଛି । ତେବେ ସୁଚନା ଅନୁଯାୟୀ ପାଞ୍ଚ ଜଣ ବଙ୍ଗୀୟ ଭକ୍ତ ଶ୍ରୀ!-->…
Read More...
Read More...
ମାନବୀୟ ରୀତିନୀତିରେ ସୀତା ବିବାହ ଅନୁଷ୍ଠିତ
ପାରମ୍ପରିକ ଲୋକ ବାଦ୍ୟ ସହିତ ବାଜୁଛି ଡିଜେ । ଆଉ ଏହାର ତାଳେ ତାଳେ ନାଚୁଛନ୍ତି ଆବାଳ ବୃଦ୍ଧ ବନିତା । ଏହି ଦୃଶ୍ୟ ଏକ ବିବାହ ଉତ୍ସବର ହୋଇଥିଲେ ମଧ୍ୟ ତାହା କୈାଣସି ମଣିଷଙ୍କର ନୁହେଁ ବରଂ ସ୍ବୟଂ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀ ରାମଚନ୍ଦ୍ରଙ୍କର । ବୌଦ୍ଧ ଜିଲ୍ଲାର ବଢିଗାଁ ଠାରେ ଅନୁଷ୍ଠିତ!-->…
Read More...
Read More...
ସ୍ଲରି ପାଇପ ଲାଇନ ଫାଟି ଭୟାନକ ସ୍ଥିତି
କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ ନୟାଗଡ଼ ଓ ବଡ଼କାଳିମାଟି ପଞ୍ଚାୟତ ସୀମାନ୍ତବର୍ତ୍ତି ଖଜୁରୀଡ଼ିହି ସାହି ନିକଟରେ ଶନିବାର ସକାଳ ସମୟରେ ସ୍ଲୋରି ପାଇପ ଲାଇନ ଫାଟି ଭୟାନକ ପରିସ୍ଥିତି ସୄଷ୍ଟି ହୋଇଛି । ଫଳରେ ଗ୍ରାମବାସୀ ଆତଙ୍କିତ ଅବସ୍ଥା ରେ ଅଛନ୍ତି । ତେବେ ମିଳିଥିବା ସୂଚନା ଅନୁଯାୟୀ!-->…
Read More...
Read More...