Browsing Category

ରାଜ୍ୟ

ଜୁନ୍ ୨୦ରେ ମୋହନ ଚରଣ ମାଝୀ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ

ଭୁବନେଶ୍ବର: ଆସନ୍ତା ଜୁନ୍ ୧୨ ତାରିଖ ବଦଳରେ ଜୁନ୍ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଭୁବନେଶ୍ବର ଜନତା ମୈଦାନରେ ଭବ୍ୟ…
Read More...

ଆସୁଛି ବଡ଼ ଲଘୁଚାପ: ଆଗାମୀ ୩ ଦିନ ଛେଚିବ ବର୍ଷା

ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ତିନି ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ପବନର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା…
Read More...

କମିଶନରେଟ ପୋଲିସ ପାଇଁ ୪୨୫ଟି ଦୁଇ ଚକିଆ ଯାନ
ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍‍ଘାଟନ କରିଛନ୍ତି ।ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ…
Read More...

ଓଜେଇଇ -୨୦୨୫ର ଫଳାଫଳ ପ୍ରକାଶିତ,କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2025) ର ଫଳାଫଳ ଆଜି ପ୍ରକାଶ ପାଇଛି । ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ OJEE -2025 ର ଫଳାଫଳ…
Read More...

ମହାପ୍ରଭୁଙ୍କ ସ୍ନାନଯାତ୍ରା ଅବସରରେ ବାଲୁକା ଚିତ୍ର କଳା

ପୁରୀ-ପବିତ୍ର ସ୍ନାନ ଯାତ୍ରା ଅବସରରେ ବାଲୁକା ଚିତ୍ର କଳାରେ ଶୁଭେଛା ଦେଇଛନ୍ତି ବାଲୁକା ଚିତ୍ର ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ସେ ଏକ ବାଲୁକା ଚିତ୍ରକଳା ତିଆରି କରିଛନ୍ତି। ବାଲୁକା ଚିତ୍ର କଳାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସ୍ନାନ ଯାତ୍ରାର ଝଲକ ସେ…
Read More...

ଭାରତ ସହାନୁଭୂତି, ନୈତିକ ଏବଂ ସମାନତାପୂର୍ଣ୍ଣ ବିଜ୍ଞାନରେ ବିଶ୍ୱାସ କରେ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭାରତ ସହାନୁଭୂତିଶୀଳ, ନୈତିକ ଏବଂ ସମାନତାପୂର୍ଣ୍ଣ ବିଜ୍ଞାନରେ ବିଶ୍ୱାସ କରେ ବୋଲି ମଙ୍ଗଳବାର ଆଇଆଇଟି ହାଇଦ୍ରାବାଦରେ ବିଶ୍ୱ ଯୁବ ବୈଜ୍ଞାନିକ ସମ୍ମିଳନୀ ଓ ଗ୍ଲୋବାଲ୍ ୟଙ୍ଗ୍ ଏକାଡେମୀର ବାର୍ଷିକ ସାଧାରଣ ସଭାରେ ଅଧ୍ୟକ୍ଷତା କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା…
Read More...

ରଥଯାତ୍ରାରେ ପୁରୁଣାକଟକରୁ ଗଡିବ ରେଳ

ହରଭଙ୍ଗା :ପଶ୍ଚିମ ଓ ପୂର୍ବ ଓଡିଶାର ସମ୍ପର୍କର ସେତୁ ବହୁ ପ୍ରତିକ୍ଷୀତ ଖୋର୍ଦ୍ଧା- ବଲାଙ୍ଗୀର ରେଳ ଲାଇନର ପୁଣି ଥର ଯାଞ୍ଚ କରିଛନ୍ତି ପୂର୍ବତଟ ରେଳ ବିଭାଗର ଜି ଏମ ପରମେଶ୍ୱର ପଙ୍କୱାଲ । ମଙ୍ଗଳବାର ଦିନ ସ୍ୱତନ୍ତ୍ର ନିରୀକ୍ଷଣ ରେଳ ରେ ବୌଦ୍ଧ ଜିଲ୍ଲା ରେ ପହଁଚି ପ୍ରଥମେ ବୌଦ୍ଧ ରେଲୱେ…
Read More...

ମା ପାଟ୍ଟଖଣ୍ଡାଙ୍କ ସମ୍ପତ୍ତି ଓ ଆୟବ୍ୟୟର ତଥ୍ୟ ଦେବାକୁ ଗ୍ରାମ୍ୟ କମିଟିର ଦାବି

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗ୍ରାମ୍ୟ କମିଟି ପକ୍ଷରୁ ବାଲିଗୁଡ଼ାର ଅଧିଷ୍ଠାତ୍ରୀ ଦେବୀ ମା ପାଟ୍ଟଖଣ୍ଡାଙ୍କ ଦୈନିକ ନିତିର ସୁପରିଚାଳନା ସହ ମା'ଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତିର ସମ୍ପୂର୍ଣ ତାଲିକା ଏବଂ ତାହାର ରକ୍ଷଣାବେକ୍ଷଣ କିଭଳି ହୋଇପାରିବ ସେନେଇ ସ୍ଥାନୀୟ ଟାଉନ୍ ହଲ୍…
Read More...

ପଟିଦିଅଁ ପ୍ରସ୍ତୁତିରେ ବ୍ୟସ୍ତ ଚିତ୍ରକାର ସେବାୟତ

ପୁରୀ- ଆସନ୍ତାକାଲି ଦେବ ସ୍ନାନପୂର୍ଣ୍ଣିମା । ଅଣସରକୁ ବିଜେ କରିବେ ଠାକୁର । ଏହି ସମୟରେ ଶ୍ରୀମନ୍ଦିରରେ ପୂଜା ପାଇବେ ପଟିଦିଅଁ। ଏଥିପାଇଁ ଚିତ୍ରକାର ସେବକ ମାନଙ୍କ ଦ୍ଵାରା ଆରମ୍ଭ ହୋଇଛି ପଟି ଦିଅଁ ପ୍ରସ୍ତୁତି । ଇତି ମଧ୍ୟରେ ପଟି ପ୍ରସ୍ତୁତି ହୋଇସାରିଥିବା ବେଳେ ସେଥିରେ ପାରଂ ପରିକ…
Read More...

ମହାପ୍ରଭୁଙ୍କ ହାତୀବେଶ ବେଶ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ପୁରୀ-ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା । ଅଗଣିତ ଭକ୍ତମାନଙ୍କୁ ସ୍ନାନବେଦୀରେ ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଗଜାନନ ବେଶ ପ୍ରସ୍ତୁତି ଶେଷ ପର୍ଯ୍ଯାୟରେ ପହଞ୍ଚିଛି । ବେଶ ପ୍ରସ୍ତୁତିରେ ସେବକ ନିମଗ୍ନ ଅଛନ୍ତି । ଦରଜି ସେବକଙ୍କ ଏଥିରେ ପ୍ରମୁଖ ଭୂମିକା ରହିଛି । ଚିତ୍ରକର ସେବକ…
Read More...