Browsing Category

ରାଜ୍ୟ

ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ବୌଦ୍ଧ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବିଧାୟକ ମହୀଧର ରଣା

ବୌଦ୍ଧ : ବୌଦ୍ଧ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା କଣ୍ଟାମାଳ ବିଧାୟକ ମହୀଧର ରଣା ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଲୁକାପଡାଠାରେ ନିର୍ମାଣ ହେଉଥିବା ୫୦୦ କୋଟି ଟଙ୍କାର ମେଗା ପାନୀୟ ଜଳ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ପ୍ରକଳ୍ପ ଅଧିକାରୀଙ୍କ ସହିତ ସେ ସମୀକ୍ଷା
Read More...

ଓଡିଶାର ଆକାଂକ୍ଷୀ ଜିଲ୍ଲାର ୩,୯୩୩ ଗ୍ରାମରେ ୪ଜି ମୋବାଇଲ ସେବା ଉପଲବ୍ଧ ହେବ :ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶା ସମେତ ଦେଶର ୫ଟି ରାଜ୍ୟର ଆକାଂକ୍ଷୀ ଜିଲ୍ଲା ଗୁଡ଼ିକରେ ୪ଜି ମୋବାଇଲ ସେବା ଉପଲବ୍ଧ କରିବା ପାଇଁ ୟୁନିଭର୍ସାଲ ସର୍ଭିସ ଓବଲିଗେସନ ଫଣ୍ଡ୍‌ (ୟୁଏସଓଏଫ) ଅଧୀନରେ ୬,୪୬୬ କୋଟି ଟଙ୍କା କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀ
Read More...

ରନ୍ଧନଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜେଡିର ଆନ୍ଦୋଳନ ଡାକରା

ଭୁବନେଶ୍ୱର: ରନ୍ଧନ ଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳର ତିନି ଶାଖା ମହିଳା, ଛାତ୍ର ଓ ଯୁବ ସଂଗଠନ ଆନ୍ଦୋଳନକୁ ଓହ୍ଲାଇବେ । ରନ୍ଧନଗ୍ୟାସର ଅହେତୁକ ଦର ବୃଦ୍ଧି ଏବଂ ଉଜ୍ୱଳା ଯୋଜନାର ବିଫଳତା ନେଇ ଦଳ ରାଷ୍ଟ୍ରପତିଙ୍କ ଦୃଷ୍ଟି ଆକର୍ଷଣ କରିବ । ଦଳର ବରିଷ୍ଠ ନେତ୍ରୀ ପ୍ରମିଲା
Read More...

ମାନବ ସମ୍ବଳ ପରିଚାଳନାରେ ୫-ଟି ନୀତି, ନଭେମ୍ବର ୩୦ ସୁଦ୍ଧା ଇ-ସର୍ଭିସ ବୁକ୍‌ ଅପ୍‌ଡେଟ୍‌ କରିବାକୁ ମୁଖ୍ୟ ଶାସନ…

ଭୁବନେଶ୍ୱର: ମାନବ ସମ୍ବଳ ପରିଚାଳନାରେ ୫-ଟି ନୀତି ପ୍ରୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଚଳିତ ନଭେମ୍ବର ମାସ ୩୦ ତାରିଖ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀମାନଙ୍କର ଇ-ସର୍ଭିସ ବୁକ୍‌ ର ସଦ୍ୟତନକରଣ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ବିଭାଗ
Read More...

ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ

ଦେବଗଡ :ବୁଧବାର ଦେବଗଡ ଜିଲ୍ଲା ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଚଳିତ ୨୦୨୧-୨୨ ବର୍ଷ ପାଇଁ ଖରିଫ ଧାନ ସଂଗ୍ରହ ନେଇ ଆଲୋଚନା କରାଯାଇଥିଲା । ଚଳିତ ବର୍ଷ ଜିଲ୍ଲାର ସମସ୍ତ ତିନୋଟି ବ୍ଲକ ଓ ଦେବଗଡ ପୌର ପରିଷଦ ଅଞ୍ଚଳରେ ୨୯ଟି
Read More...

ସୌରଭ ଗାଙ୍ଗୁଲିଙ୍କୁ ଆଇସିସି ଦେଲା ବଡ ଦାୟିତ୍ୱ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ତଥା କ୍ରିକେଟ୍‌ ବୋର୍ଡ ଅଫ୍‌ ଇଣ୍ଡିଆ (ବିସିସିଆଇ) ର ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ଏକ ବଡ଼ ଦାୟିତ୍ୱ ଦିଆଯାଇଛି । ଆଇସିସି ପୁରୁଷ କ୍ରିକେଟ୍‌ କମିଟିର ସଭାପତି ଭାବେ ସୌରଭ
Read More...

ଜିଲ୍ଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ

ପାରଳାଖେମୁଣ୍ଡି,: ଗଜପତି ଜିଲ୍ଲାପାଳ ସମ୍ମିଳନୀ କକ୍ଷ-୧ ଠାରେ ଜିଲ୍ଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଗଜପତି ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠି ବିଗତ ଖରିଫ ଧାନକିଣା ଋତୁରେ ସଫଳ ଭାବରେ ଚାଷୀ ମାନଙ୍କୁ ଠାରୁ ଧାନ
Read More...

ଜିଲ୍ଲାସ୍ତରୀୟ ଜାତୀୟ ଗଣମାଧ୍ୟମ ଦିବସ-୨୦୨୧ ପାଳିତ

ପାରଳାଖେମୁଣ୍ଡି : ଜାତୀୟ ଗଣମାଧ୍ୟମ ଦିବସ-୨୦୨୧ ପାଳନ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ "କରୋନା ମହାମାରୀରେ ଗଣମାଧ୍ୟମ : ଏକ ନୂତନ ଆହ୍ୱାନ' ସମ୍ପର୍କିତ ଜିଲ୍ଲାସ୍ତରୀୟ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ନେତାଜୀଙ୍କ ଝିଅ କହିଲେ,ଗାନ୍ଧୀ ଓ ମୋ ବାପାଙ୍କ ମଧ୍ୟରେ ସୁସମ୍ପର୍କ ନ ଥିଲା

ନୂଆଦିଲ୍ଲୀ: ଗାନ୍ଧୀ ନେତାଜୀଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା କଥା ଉପଲବ୍ଧି କରିଥିବାରୁ ଦୁହିଁଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ନ ଥିଲା। କିନ୍ତୁ, ମୋ ବାପା ଗାନ୍ଧୀଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ ବୋଲି ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ କନ୍ୟା ଅନୀତା ବୋଷ୍‌ ଫାଫ୍‌
Read More...

କୋଭିଡ କଟକଣାରେ ହେବ କୋଣାର୍କ ଉତ୍ସବ

ପୁରୀ : ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ କୋଣାର୍କ ଉତ୍ସବ ଓ ଇକୋ ରିଟ୍ରିଟ ଆରମ୍ଭ ହେବାକୁ ଯାଉଛି । ପର୍ଯ୍ୟଟକଙ୍କୁ ପୁଣି ଥରେ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି । କୋଣାର୍କ-ପୁରୀ ବେଳାମାର୍ଗ ରାମଚଣ୍ଡୀ ମୁହାଣରେ ଇକୋ
Read More...