Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସଡ଼କ ଦୁର୍ଘଟଣାରେ ମହିଳା ଏଏସ୍ଆଇଙ୍କ ମୃତ୍ୟୁ
ଭୁବନେଶ୍ୱର: ବାଲିଅନ୍ତା ଥାନା ଅଧୀନ ପାହାଳ ଫାଣ୍ଡିରେ କାର୍ଯ୍ୟରତ ମହିଳା ଏଏସ୍ଆଇ ସଂଯୁକ୍ତା ସାହୁଙ୍କ ମଙ୍ଗଳବାର ରାତି ପ୍ରାୟ ୧୦.୩୦ ସମୟରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଏକ ଅଜଣା ଗାଡି ଧକ୍କାରେ ମହିଳା ପୁଲିସ କର୍ମଚାରୀଙ୍କ!-->…
Read More...
Read More...
୨୦ରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ!-->…
Read More...
Read More...
ସାମ୍ବାଦିକ ସଂଘ ତରଫରୁ ଜାତୀୟ ପ୍ରେସ ଦିବସ ପାଳନ
କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ସଂଘର ସଭାପତି ସୁଭାଷ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ହୋଇଥିବା ଆୟୋଜନରେ ସଂଘର ସଦସ୍ୟମାନେ ଉପସ୍ଥିତ ରହି ବର୍ତ୍ତମାନ ପରିସ୍ଥିତିକୁ ନେଇ କର୍ମକ୍ଷେତ୍ରରେ!-->…
Read More...
Read More...
ମହାପ୍ରଭୁଙ୍କ ଆଡକିଆ ବେଶ
ପୁରୀ : ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ!-->…
Read More...
Read More...
ଜିଲ୍ଲା ଜଜ୍ଙ୍କୁ ଦିଆଗଲା ସମ୍ବର୍ଦ୍ଧନା
ଦଶପଲ୍ଲା :ନୟାଗଡର ଅତିରିକ୍ତ ଜିଲ୍ଲା ଜଜ ତଥା ପୋକ୍ସୋ କୋର୍ଟ ବିଚାରପତି ଇତିଶ୍ରୀ ମହାପାତ୍ରଙ୍କୁ ଦଶପଲ୍ଲା ବାର ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ମାନ୍ୟବର ଜକ ଦଶପଲ୍ଲାକୁ କ୍ୟାମ୍ପ କୋର୍ଟ କରିବା ପାଇଁ ପ୍ରଥମେ ଆସିଥିବାରୁ ଦଶପଲ୍ଲା ବାର ପକ୍ଷରୁ ତାଙ୍କୁ ସ୍ୱାଗତ କରା!-->…
Read More...
Read More...
ଚର୍ଚ୍ଚାରେ ଜିତେଶଙ୍କ ବ୍ୟାଟିଂ, ଆଇପିଏଲ ଆକ୍ସନରେ କରିପାରନ୍ତି ଧମାଲ
ନୂଆଦିଲ୍ଲୀ : ଭାରତର ଅନେକ ଖେଳାଳି ସୟଦ ମୁସ୍ତାକ୍ ଅଲି ଟ୍ରଫି ୨୦୨୧-୨୨ ରେ ଧମାଲ କରୁଛନ୍ତି । ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭାରତର ଅଧିନାୟକତ୍ୱ କରିବାକୁ ଥିବା ରାହାଣେ ମଧ୍ୟ ଏହି ସିଜନରେ ଭଲ ଖେଳ ପ୍ରଦର୍ଶନ କରିଛନ୍ତି । ଏହି ଖେଳାଳିଙ୍କ ବ୍ୟତୀତ ଏଭଳି କେତେକ ଖେଳାଳି ଅଛନ୍ତି!-->…
Read More...
Read More...
ଆଜି ଲଘୁଚାପର ରୂପ ନେବ ଘୁର୍ଣ୍ଣିବଳୟ
ଭୁବନେଶ୍ୱର: ହାଲକା ବର୍ଷାରେ ଭିଜୁଛି ଓଡ଼ିଶା । ଟ୍ରପ ଲାଇନ୍ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି । ଆଜି ଲଘୁଚାପର ରୂପ ନେବ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ । ଲଘୁଚାପର ସିଧାସଳଖ ଓଡ଼ିଶା ଉପରେ ପ୍ରଭାବ ପଡ଼ିବ ନାହିଁ । କିନ୍ତୁ!-->…
Read More...
Read More...
ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ, ପିସିସି ସଭାପତିଙ୍କ ଶୋକ
ଭୁବନେଶ୍ୱର: ଆଉ ନାହାନ୍ତି ଉମେଶ ସ୍ୱାଇଁ । ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ । ହୃଦଘାତରେ ୭୬ ବର୍ଷ ବୟସରେ ପୂର୍ବତନ ବାଲିକୁଦା ବିଧାୟକଙ୍କ ଦେହାନ୍ତ । ଜଗତସିଂହପୁର ବାଲିକୁଦାରୁ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି ।!-->…
Read More...
Read More...
ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ
ଭୁବନେଶ୍ୱର:- କୋଭିଡ୍-୧୯ ମହାମାରୀ ସମୟରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ସୁଦୂରପ୍ରସାରୀ ଓ ପ୍ରଭାବଶାଳୀ ରହିଥିଲା । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସରେ “ମହାମାରୀ ମସୟରେ ଗଣମାଧ୍ୟମ : ଏକ ନୂତନ ଆହ୍ୱାନ’’ ବିଷୟବସ୍ତୁ ଉପରେ!-->…
Read More...
Read More...
ଚତୁର୍ଥ ଦିବସରେ ୫ ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ!-->…
Read More...
Read More...