Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରିଲାଏନ୍ସ ଜିଓ ଟାୱାରରେ ନିଆଁ, ସେବା ବ୍ୟାହତ
ଦାରିଙ୍ଗବାଡି : ରବିବାର ସନ୍ଧ୍ୟାରେ ଦାରିଙ୍ଗବାଡି ଚାରିଛକ ନିକଟରେ ଥିବା ରିଲାଏନ୍ସ ଜିଓ ମୋବାଇଲ ଟାୱାରରେ ସଟ୍ ସର୍କିଟ ଯୋଗୁଁ ଡିଜି (ଜେନେରେଟର)ରେ ନିଆଁ ଲାଗିଯାଇଛି । ନିଆଁର ପ୍ରକୋପ ଅଧିକ ହେବାରୁ ସ୍ଥାନୀୟ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ନିଆଁ!-->…
Read More...
Read More...
ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପରିସର ପାଠାଗାର ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
ବୌଦ୍ଧ,୧୪/୧୧ :- ସ୍ୱଳ୍ପସଞ୍ଚୟ ସପ୍ତାହ ପାଳନର ଶେଷଦିନରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପରିସର ପାଠାଗାର ଠାରେ ସ୍ୱଳ୍ପ ସଞ୍ଚୟ ଅଧିକାରୀ ଶ୍ରୀ ବିରଞ୍ଚି ଧରୁଆଙ୍କ ତତ୍ତ୍ୱାବଧାନରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ!-->…
Read More...
Read More...
ବୌଦ୍ଧଜିଲ୍ଲାର ୧୦ଟି ୫-ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବୌଦ୍ଧ,୧୪/୧୧- ବୌଦ୍ଧଜିଲ୍ଲାର ୧୦ଟି ୫-ଟି ରୂପାନ୍ତରିତ ହାଇସ୍କୁଲକୁ ଆଜି ସନ୍ଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି । ଏହି କ୍ରମରେ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୧୦ଟି ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମକୁ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ!-->…
Read More...
Read More...
ସୁବର୍ଣ୍ଣପୁର ଜିଲ୍ଲାର ୧୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ସୁବର୍ଣ୍ଣପୁର : ରାଜ୍ୟର ୫-ଟି ଉପକ୍ରମରେ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି କୋଶଳେଶ୍ୱର ହାଇସ୍କୁଲଠାରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କ୍ରମରେ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୧୧ଗୋଟି!-->…
Read More...
Read More...
ଜି. ଉଦୟଗିରିରେ ଶିଶୁ ଦିବସ ପାଳିତ
ଜି. ଉଦୟଗିରି : ଜି. ଉଦୟଗିରି ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଜି. ଉଦୟଗିରି ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଏବଂ ଗୁରୁକୁଳ ଇଣ୍ଟରନ୍ୟାସନାଲ ପବ୍ଲିକ ସ୍କୁଲ ତରଫରୁ ଆଜି ଶିଶୁ ଦିବସ ପାଳିତ ହୋଇଯାଇଛି । ସ୍ନେହଲତା ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି!-->…
Read More...
Read More...
ଶିଶୁ ଦିବସରେ କେନ୍ଦୁଝରର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ, ସୋନପୁର,!-->…
Read More...
Read More...
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ “ସୁରଭି- ୨୦୨୧’ ଗଜପତି ଆୟୋଜିତ
ପାରଳାଖେମୁଣ୍ଡି : ସ୍ଥାନୀୟ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ, ପାରଳାଖେମୁଣ୍ଡିଠାରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧ କୋଭିଡ୍-୧୯ ମାର୍ଗଦର୍ଶିକା ଅନୁପାଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ଏହି!-->…
Read More...
Read More...
ଡିସେମ୍ବର ପହିଲାରୁ ବିଧାନସଭାର ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର: ଆସନ୍ତା ଡିସେମ୍ବର ପହିଲାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଓ ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବ। ଆଜି ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ!-->…
Read More...
Read More...
ଭିଏସ୍ଏସ୍ ନଗରରେ ଶିଶୁ ଦିବସ ପାଳିତ
ସ୍ଵାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନ ଓ ଶିଶୁଦିବସ ଉପଲକ୍ଷେ ଓଡ଼ିଶା ମୋ ପରିବାର ତରଫରୁ ଓ ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତଙ୍କ ନିର୍ଦ୍ଦେଶରେ ମୋ ପରିବାର ସଂଯୋଜକ ଡ଼ଃ ପ୍ରକାଶ ତ୍ରିପାଠୀଙ୍କ ଆବାହକତ୍ୱରେ ପଥର ବନ୍ଧ ଲାୟନସ କ୍ଲବ୍ ଓ!-->…
Read More...
Read More...
ନାଲକୋକୁ ଆଇଆଇଏମ୍ ନନ୍ ଫେରସ୍ ଶ୍ରେଷ୍ଠ ପୁରସ୍କାର
ଭୁବନେଶ୍ୱର: ରାଷ୍ଟ୍ରାୟତ ନବରତ୍ନ ଉଦ୍ୟୋଗ ନ୍ୟାସନାଲ୍ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (ନାଲକୋ)କୁ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଟାଲ୍ସ (ଆଇଆଇଏମ୍) ଦ୍ୱାରା ନନ୍-ଫେରସ୍ ଶ୍ରେଷ୍ଠ ପ୍ରଦର୍ଶନ ପୁରସ୍କାର 2020-21 ପ୍ରଦାନ କରାଯାଇଛି।
ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଆଇଆଇଏମ୍ ର 75 ତମ!-->!-->!-->…
Read More...
Read More...