Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଓଡିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର
କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁରିକେଲା ସରକାରୀ ଡାକ୍ତରଖାନା ପରିସରରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଜେଡି ଜିଲ୍ଲା ସାଧରଣ ସମ୍ପାଦକ ଫିରୋଜ ଖାଁଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଜୀବନ ବିନ୍ଦୁ ରାଜ୍ୟ!-->…
Read More...
Read More...
ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି, ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା!-->…
Read More...
Read More...
ପାରଳାଖେମୁଣ୍ଡିରେ ପାରିବାରିକ ଅଦାଲତ ଉଦଘାଟିତ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ପାରିବାରିକ ଅଦାଲତ ଉଦଘାଟିତ ହୋଇଯାଇଛି ।ଓଡିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ ମୂରଲୀଧରଙ୍କ କରକମଳରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି । ଏହି ଅବସରରେ ବାର ଆସୋସିଏସନର ବହୁ ଦିନର!-->…
Read More...
Read More...
ଟାକରା ଘାଟିରେ ଅଜଣା ମୃତଦେହ
ଦଶପଲ୍ଲା : ଆଜି ଦିବା ୧୧ଘଟିକା ସମୟରେ ଦଶପଲ୍ଲା ନିକଟସ୍ଥ ଟାକରା ଘାଟିରେ ଏକ ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଓ ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ଲେଖାଯିବା ସୁଦ୍ଧା ଦଶପଲ୍ଲା ପୋଲିସ କିମ୍ବା ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି!-->…
Read More...
Read More...
ପକ୍ଷୀମାନବ ଡଃ ସଲିମ୍ ଅଲ୍ଲିଙ୍କ ଜୟନ୍ତୀ ପାଳିତ
ସୁବର୍ଣ୍ଣପୁର :ପକ୍ଷୀ ଜଗତର ପ୍ରବାଦ ପୁରୁଷ ପକ୍ଷୀମାନବ ଭାବେ ପରିଚିତ ଡଃ ସଲିମ୍ ଅଲ୍ଲିଙ୍କ ଜନ୍ମଦିନ ସୁବର୍ଣ୍ଣପୁରଠାରେ ପାଳିତ ହୋଇଯାଇଛି । ସୁବର୍ଣ୍ଣପୁରର ନଦୀ ସଂଗମଠାରେ ଜିଲ୍ଲା ପକ୍ଷୀ ସୁରକ୍ଷା ସଂଗଠନ ପକ୍ଷରୁ ବେଣୁଧର ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସହକାରୀ ବନ!-->…
Read More...
Read More...
ଜିଲ୍ଲାସ୍ତରୀୟ ୨୮ ଓ ୨୯ତମ ଜାତୀୟ ପିଲାଙ୍କ ବିଜ୍ଞାନ କଂଗ୍ରେସ ପ୍ରକଳ୍ପ ପ୍ରତିଯୋଗିତା
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ୨୮ ଓ ୨୯ ତମ ଜାତୀୟ ପିଲାଙ୍କ କଂଗ୍ରେସ ପ୍ରକଳ୍ପ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ଶ୍ରୀକୃଷ୍ଣଚନ୍ଦ୍ର!-->…
Read More...
Read More...
ବୌଦ୍ଧରେ କଂଗ୍ରେସର ୬ଘଣ୍ଟିଆ ହରତାଳ ପାଳିତ
ବୌଦ୍ଧ,୧୨/୧୧- ମମିତା ମେହେର ହତ୍ୟାକାଣ୍ଡକୁ ନେଇ ଆଜି ରାଜ୍ୟରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ପାଳନ କରିବାକୁ ଥିବାବେଳେ ଗତକାଲି ସନ୍ଧ୍ୟାରେ ମାନ୍ୟବର ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସମ୍ମାନ ଜଣାଇ ବୌଦ୍ଧରେ ୬ ଘଣ୍ଟିଆ ହରତାଳ ପାଳନ କରାଯାଇଛି । ଶାନ୍ତିପୂର୍ଣ୍ଣ ଭାବେ କେବଳ ହରତାଳ!-->…
Read More...
Read More...
ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ : ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବାକୁ ଦୁଇ ମ୍ୟାଚ୍ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ଆଜି ହୋଇଛି । ଅଲ ଇଣ୍ଡିଆ ସିନିୟର ଚୟନ କମିଟି ୧୬ ଜଣିଆ ଦଳ ଘୋଷଣା କରିଛି । ଉଭୟ ଟେଷ୍ଟ ମ୍ୟାଚରୁ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଥିବାବେଳେ ଅଜିଙ୍କ୍ୟ!-->…
Read More...
Read More...
ଅଁଳା ନବମୀରେ ଖାଣ୍ଟି ଓଡିଆଣି ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା
ପୁରୀ : ଆଜି ପବିତ୍ର ଅଁଳା ନବମୀ । ପବିତ୍ର ରାଧା ପାଦ ଦର୍ଶନ । ସାକ୍ଷୀଗୋପାଳ ଶ୍ରୀ ଶ୍ରୀ ଗୋପିନାଥ ଦେବ ମନ୍ଦିରରେ ସମ୍ବଲପୁରୀ ଶାଢୀ ପରିଧାନ କରି ଖାଣ୍ଟି ଓଡିଆଣି ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ଏହି ପବିତ୍ର ତିଥିରେ ସାକ୍ଷୀଗୋପାଳ ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ ।!-->…
Read More...
Read More...
ଅଗ୍ନିକାଣ୍ଡରେ ଦୁଇ ଘର ଭସ୍ମିଭୂତ
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଜୟପୁର ଗ୍ରାମ ନୁଆସାହିରେ ଗତକାଲି ସନ୍ଧ୍ୟାରେ ଅଗ୍ନିକାଣ୍ଡ ହୋଇଥିବା ଦେଖିବାକୁ ମିଳିଛି । ଅଗ୍ନିକାଣ୍ଡରେ ଦୁଇଟି ଚାଳ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ସଟସର୍କିଟ କାରଣରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଗ୍ରାମର ନିଗମ ଭଞ୍ଜ ଓ!-->…
Read More...
Read More...