Browsing Category

ରାଜ୍ୟ

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ 15 ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ
Read More...

ସୁଭଦ୍ରା ଫର୍ମ ଓ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର:ମହିଳାମାନଙ୍କୁ ସଶକ୍ତ ଓ ସ୍ଵାବଲମ୍ବୀ କରିବା ନିମନ୍ତେ ରାଜ୍ୟ ସରକାର ସୁଭଦ୍ରା ଯୋଜନା ପ୍ରଣୟନ କରିଛନ୍ତି | ଏହି ଯୋଜନା ପାଇଁ ଓଡ଼ିଶାର ଘରେ ଘରେ ଉତ୍ସାହ ଦେଖିବାକୁ ମିଳିଛି | ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳୁଥିବା ତଥ୍ୟ ଅନୁଯାୟୀ ସମଗ୍ର ଓଡ଼ିଶାରେ
Read More...

ମହାପ୍ରଭୁଙ୍କ ଦର୍ଶନ କଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ପୁରୀ : ମହାପ୍ରଭୁଙ୍କ ଦର୍ଶନ କଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧରୀ ଶରଣ ସିଂ । ସୋମବାର ମାନ୍ୟବର ମୁଖ୍ୟ ବିଚାରପତି ଶ୍ରୀ ସିଂ ସିଂହଦ୍ୱାର ନିକଟରେ ଅଧିକାରୀଗଣ ତାଙ୍କୁ ସ୍ୱାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ । ଶ୍ରୀ ସିଂହ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ
Read More...

୩୦ ବର୍ଷ ପରେ ଭଙ୍ଗାଯିବ ଓଡ଼ିଶା ଭବନ

ନୂଆଦିଲ୍ଲୀ: ଦିଲ୍ଲୀ ସ୍ଥିତ ୩ଟି ଓଡ଼ିଶା ଭବନ ବିପଦ ସଂକୁଳ ଅବସ୍ଥାରେ ରହିଛି । ସେଥିପାଇଁ ଏହାକୁ ଭାଙ୍ଗିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଓଡ଼ିଶା ଭବନରେ ରହଣି ଅସୁରକ୍ଷିତ। ତେଣୁ ଏହାକୁ ତୁରନ୍ତ ଭାଙ୍ଗିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଆଗାମୀ ଦୁଇ ବର୍ଷ
Read More...

କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ…

ଭୁବନେଶ୍ୱର;ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି ।
Read More...

ବିଷାକ୍ତ ସାପ କାମୁଡାରେ ଅକାଳରେ ଝଡିଗଲେ ୩ ନାବାଳିକା ଭଉଣୀ, ବାପା ଗୁରୁତର

ବୌଦ୍ଧ:- ବୌଦ୍ଧରେ ଗତ ରାତିରେ ବିଷାକ୍ତ ସାପ କାମୁଡାରେ ଗୋଟିଏ ପରିବାରର ତିନି ନାବାଳିକା ଭଉଣୀଙ୍କର ଅକାଳରେ ମୃତ୍ୟୁ ଘଟିଛି । ଗୁରୁତର ଅସୁସ୍ଥ ବାପାଙ୍କୁ ବୌଦ୍ଧ ଡାକ୍ତରଖାନାରୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବୌଦ୍ଧଥାନା ବଘିଆପଡା ଫାଣ୍ଡି ଅନ୍ତର୍ଗତ ଟିକରପଡା ପଞ୍ଚାୟତର
Read More...

ସମ୍ବଲପୁରରେ ସି.ଏମ କିଷାନ ସହାୟତା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରଠାରେ ସି.ଏମ କିଷାନ ସହାୟତା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ପିଏମ କିଷାନ ଯୋଜନାର ସ୍ବତନ୍ତ୍ର ଅଭିଯାନ, ସିଏମ କିଷାନ ପୋର୍ଟାଲ ଓ କୃଷକ ଓଡିଶା ୟୁନିଫାଏଡ୍ ପୋର୍ଟାଲର
Read More...

ଗଜପତି ଜିଲ୍ଲାରେ ସୁଭଦ୍ରା ସଚେତନତା ରଥ ଶୁଭାରମ୍ଭ

ଗଜପତି : ଗଜପତି ଜିଲ୍ଲା ସଦରମହକୁମା ପାରଳଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସୁଭଦ୍ରା ସଚେତନତା ରଥକୁ ଜିଲ୍ଲାପାଳ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆନୁଷ୍ଠାନିକ ଭାବେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୁଣନିଧି ନାୟକ, ମୁଖ୍ୟ
Read More...

ଉପ-ମୁଖ୍ୟମନ୍ତୀଙ୍କର ବଲାଙ୍ଗିର ଜିଲ୍ଲାର କୃଷି କ୍ଷେତ୍ରପାଇଁ ଡ୍ରୋନ ଲୋକାର୍ପଣ

ବଲାଙ୍ଗିର : ଉପ-ମୁଖ୍ୟମନ୍ତ୍ରୀ ତଥା ମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି କନକ ବର୍ଦ୍ଧନ ସିଂ ଦେଓ, ଓଡ଼ିଶା ସରକାର ଆଜି ସ୍ଥାନୀୟ ସର୍କିଟ ହାଉସ ଠାରେ ବଲାଙ୍ଗିର ଜିଲ୍ଲାର କୃଷି କ୍ଷେତ୍ରପାଇଁ ଦୁଇଟି ଡ୍ରୋନ ଲୋକାର୍ପଣ କରିଛନ୍ତି। କୃଷି କ୍ଷେତ୍ରରେ ବ୍ୟବହାର ପାଇଁ ଇଫକୋ ତରଫରୁ
Read More...

ବରଗଡ଼ ଜିଲ୍ଲାରେ ଗଡ଼ିଲା ସୁଭଦ୍ରା ସଚେତନତା ରଥ

ସେପ୍ଟେମ୍ବର୍ ୧୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରେ ଲୋକଙ୍କୁ ସଚେତନ କରିବ ବରଗଡ : ମହିଳାମାନଙ୍କର ସାମାଜିକ ଓ ଅର୍ଥନୈତିକ ଅବସ୍ଥାକୁ ମଜବୁତ କରିବା ସହିତ ସେମାନଙ୍କ ସୁରକ୍ଷା ଓ କଲ୍ୟାଣକୁ ପ୍ରୋତ୍ସାହିତ କରିବା ପାଇଁ ଆରମ୍ଭ ହୋଇଥିବା ଆକାଂକ୍ଷିତ “ସୁଭଦ୍ରା”
Read More...