Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ ଅଭିଯୋଗ, ୨ ଗିରଫ
ପାଟଣାଗଡ: ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ । ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ନାଁ ନେଇ ଚାକିରି କରାଇ ଦେବା କହି ଠକେଇ ଅଭିଯୋଗ । ଏହି ଘଟଣାରେ ୨ ଜଣ ଯୁବକଙ୍କୁ ପାଟଣାଗଡ଼ ଥାନା ପୋଲିସ ଗିରଫ କରିଛି । ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ଚାକିରି କରାଇ ଦେବେ କହି!-->…
Read More...
Read More...
ଓଡ଼ିଆ ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା
ଭୁବନେଶ୍ୱର: ପୁଣି ଚର୍ଚ୍ଚାକୁ ଆସିଛନ୍ତି ମନୋଜ ମିଶ୍ର। ଅଭିନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ଅଭିଯୋଗରେ ତାଙ୍କ ନାହରେ ଏତଲା ହୋଇଛି। ଏହି!-->…
Read More...
Read More...
ଥାନାରେ କେମିତି ବ୍ୟବହାର କରିବେ ପୋଲିସ ବାବୁ, ଏସଓପି ଆଣିଲେ ରାଜ୍ୟ ସରକାର
ଭୁବନେଶ୍ୱର ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଆଣିଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସେପଟେ ୩୧ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ସବୁ ଥାନାରେ!-->…
Read More...
Read More...
୨୦୨୫ ପାଇଁ ପ୍ରକାଶ ପାଇଲା ସରକାରୀ ଛୁଟି ତାଲିକା
ଭୁବନେଶ୍ୱର: ଆସନ୍ତାବର୍ଷ ୨୦୨୫ ପାଇଁ ସରକାରୀ ଛୁଟି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୬ ଟି ସରକାରୀ ଛୁଟି ରହିଛି। ଆଜି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୦୨୫ କ୍ୟାଲେଣ୍ଡର ବର୍ଷ ପାଇଁ ଆଜି ଛୁଟି ତାଲିକା!-->…
Read More...
Read More...
ଗଣିଆରେ ଭିମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ପାଇଁ ପ୍ରସ୍ତୁତି ବୈଠକ
ଗଣିଆ : ଆଜି ଗଣିଆ ବ୍ଳକ ସଭା ଗୃହରେ ଭିମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ବିଡ଼ିଓ ଡ଼ା ବେବିତା ମଞ୍ଜରୀ ନାୟକ, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଣୟ କୁମାର ନାୟକ, ବ୍ଳକର ବିଭିନ୍ନ!-->…
Read More...
Read More...
ଶ୍ରୀମନ୍ଦିରରେ ପୁଣି ପ୍ରବେଶ କଲେ ଅଣ ହିନ୍ଦୁ ମହିଳା
ପୁରୀ : ଶ୍ରୀମନ୍ଦିରର ସବୁ ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ମନ୍ଦିରର ଗୁମୁଟ ଭିତରକୁ ପଶିଗଲେ ଅଣହିନ୍ଦୁ । ଅଣହିନ୍ଦୁ ଜଣଙ୍କ ଚାଇନିଜ ଭାଷାରେ କଥାବାର୍ତ୍ତା କରୁଥିବା ବେଳେ ଶ୍ରୀମନ୍ଦିର ପୋଲିସକୁ ଚ୍ୟାଲେଞ୍ଜ କରି ଲୋକଙ୍କ ଭିଡ ଭିତରେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବା ଦେଖିବାକୁ!-->…
Read More...
Read More...
୧୫ରୁ ବଢିବ ଶୀତ !
ଭୁବନେଶ୍ୱର: ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତର ପ୍ରକୋପ ବଢିବାର ସମ୍ଭାବନା ରହିଛି । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ କାର୍ତ୍ତିକ ମାସର ଆଜି ହେଉଛି ଶେଷ ସୋମବାର । ରାଜ୍ୟକୁ!-->…
Read More...
Read More...
ଓଡ଼ିଶାରେ ଅଗ୍ନିଶମ ଆଧୁନିକୀକରଣ ପାଇଁ ୨୦୧ କୋଟି ଟଙ୍କା ମଞ୍ଜୁର କଲେ ସରକାର
ଭୁବନେଶ୍ୱର,୧୧।୧୧: ରାଜ୍ୟରେ ଅଗ୍ନିଶମ ବାହିନୀକୁ ଆହୁରି ସଶକ୍ତ କରିବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସହ ୩ଟି ରାଜ୍ୟ ପାଇଁ ମୋଟ ୭୨୫.୬୨ କୋଟି!-->…
Read More...
Read More...
ପଦ୍ମ ବିଜେତାଙ୍କୁ ମାସିକ ମିଳିବ ୩୦ ହଜାର ଟଙ୍କା
ଭୁବନେଶ୍ୱର: ଆଜି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନ ସୂଚକ ସହାୟକ ରାଶି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି।ରାଜ୍ୟରେ ବର୍ତ୍ତମାନ ୫୫ ଜଣ!-->…
Read More...
Read More...
ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ, ଖୁବ୍ ଶୀଘ୍ର ପୂରଣ ହେବ ଖାଲି ପଦବୀ
ବନେଶ୍ୱର: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର।ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି।ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ!-->…
Read More...
Read More...