Browsing Category

ରାଜ୍ୟ

ଜିଲ୍ଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ

ପାରଳାଖେମୁଣ୍ଡି,: ଗଜପତି ଜିଲ୍ଲାପାଳ ସମ୍ମିଳନୀ କକ୍ଷ-୧ ଠାରେ ଜିଲ୍ଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଗଜପତି ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠି ବିଗତ ଖରିଫ ଧାନକିଣା ଋତୁରେ ସଫଳ ଭାବରେ ଚାଷୀ ମାନଙ୍କୁ ଠାରୁ ଧାନ…
Read More...

ଜିଲ୍ଲାସ୍ତରୀୟ ଜାତୀୟ ଗଣମାଧ୍ୟମ ଦିବସ-୨୦୨୧ ପାଳିତ

ପାରଳାଖେମୁଣ୍ଡି : ଜାତୀୟ ଗଣମାଧ୍ୟମ ଦିବସ-୨୦୨୧ ପାଳନ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ "କରୋନା ମହାମାରୀରେ ଗଣମାଧ୍ୟମ : ଏକ ନୂତନ ଆହ୍ୱାନ' ସମ୍ପର୍କିତ ଜିଲ୍ଲାସ୍ତରୀୟ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ…
Read More...

ନେତାଜୀଙ୍କ ଝିଅ କହିଲେ,ଗାନ୍ଧୀ ଓ ମୋ ବାପାଙ୍କ ମଧ୍ୟରେ ସୁସମ୍ପର୍କ ନ ଥିଲା

ନୂଆଦିଲ୍ଲୀ: ଗାନ୍ଧୀ ନେତାଜୀଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା କଥା ଉପଲବ୍ଧି କରିଥିବାରୁ ଦୁହିଁଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ନ ଥିଲା। କିନ୍ତୁ, ମୋ ବାପା ଗାନ୍ଧୀଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ ବୋଲି ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ କନ୍ୟା ଅନୀତା ବୋଷ୍‌ ଫାଫ୍‌…
Read More...

କୋଭିଡ କଟକଣାରେ ହେବ କୋଣାର୍କ ଉତ୍ସବ

ପୁରୀ : ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ କୋଣାର୍କ ଉତ୍ସବ ଓ ଇକୋ ରିଟ୍ରିଟ ଆରମ୍ଭ ହେବାକୁ ଯାଉଛି । ପର୍ଯ୍ୟଟକଙ୍କୁ ପୁଣି ଥରେ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି । କୋଣାର୍କ-ପୁରୀ ବେଳାମାର୍ଗ ରାମଚଣ୍ଡୀ ମୁହାଣରେ ଇକୋ…
Read More...

ସଡ଼କ ଦୁର୍ଘଟଣାରେ ମହିଳା ଏଏସ୍ଆଇଙ୍କ ମୃତ୍ୟୁ

ଭୁବନେଶ୍ୱର: ବାଲିଅନ୍ତା ଥାନା ଅଧୀନ ପାହାଳ ଫାଣ୍ଡିରେ କାର୍ଯ୍ୟରତ ମହିଳା ଏଏସ୍‌ଆଇ ସଂଯୁକ୍ତା ସାହୁଙ୍କ ମଙ୍ଗଳବାର ରାତି ପ୍ରାୟ ୧୦.୩୦ ସମୟରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଏକ ଅଜଣା ଗାଡି ଧକ୍କାରେ ମହିଳା ପୁଲିସ କର୍ମଚାରୀଙ୍କ…
Read More...

୨୦ରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ…
Read More...

ସାମ୍ବାଦିକ ସଂଘ ତରଫରୁ ଜାତୀୟ ପ୍ରେସ ଦିବସ ପାଳନ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ସଂଘର ସଭାପତି ସୁଭାଷ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ହୋଇଥିବା ଆୟୋଜନରେ ସଂଘର ସଦସ୍ୟମାନେ ଉପସ୍ଥିତ ରହି ବର୍ତ୍ତମାନ ପରିସ୍ଥିତିକୁ ନେଇ କର୍ମକ୍ଷେତ୍ରରେ…
Read More...

ମହାପ୍ରଭୁଙ୍କ ଆଡକିଆ ବେଶ

ପୁରୀ : ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ…
Read More...

ଜିଲ୍ଲା ଜଜ୍‌ଙ୍କୁ ଦିଆଗଲା ସମ୍ବର୍ଦ୍ଧନା

ଦଶପଲ୍ଲା :ନୟାଗଡର ଅତିରିକ୍ତ ଜିଲ୍ଲା ଜଜ ତଥା ପୋକ୍‌ସୋ କୋର୍ଟ ବିଚାରପତି ଇତିଶ୍ରୀ ମହାପାତ୍ରଙ୍କୁ ଦଶପଲ୍ଲା ବାର ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ମାନ୍ୟବର ଜକ ଦଶପଲ୍ଲାକୁ କ୍ୟାମ୍ପ କୋର୍ଟ କରିବା ପାଇଁ ପ୍ରଥମେ ଆସିଥିବାରୁ ଦଶପଲ୍ଲା ବାର ପକ୍ଷରୁ ତାଙ୍କୁ ସ୍ୱାଗତ କରା…
Read More...

ଚର୍ଚ୍ଚାରେ ଜିତେଶଙ୍କ ବ୍ୟାଟିଂ, ଆଇପିଏଲ ଆକ୍ସନରେ କରିପାରନ୍ତି ଧମାଲ

ନୂଆଦିଲ୍ଲୀ : ଭାରତର ଅନେକ ଖେଳାଳି ସୟଦ ମୁସ୍ତାକ୍‌ ଅଲି ଟ୍ରଫି ୨୦୨୧-୨୨ ରେ ଧମାଲ କରୁଛନ୍ତି । ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭାରତର ଅଧିନାୟକତ୍ୱ କରିବାକୁ ଥିବା ରାହାଣେ ମଧ୍ୟ ଏହି ସିଜନରେ ଭଲ ଖେଳ ପ୍ରଦର୍ଶନ କରିଛନ୍ତି । ଏହି ଖେଳାଳିଙ୍କ ବ୍ୟତୀତ ଏଭଳି କେତେକ ଖେଳାଳି ଅଛନ୍ତି…
Read More...