Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦ୍ଯାପିତ
ବୌଦ୍ଧ : ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ତିନି ଦିନ ଧରି ଆୟୋଜିତ ଜିଲ୍ଲା ସ୍ତରୀୟ ବିକାଶ ମେଳାର ଉଦଜ୍ଜାପନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲରେ ସେପ୍ଟେମ୍ବର ୨୧ ରୁ ୨୩ ପର୍ଯ୍ୟନ୍ତ ଏହି ବିକାଶ ମେଳା ବୌଦ୍ଧ କଚେରୀ ପଡିଆ ଠାରେ!-->…
Read More...
Read More...
ଇସ୍ପାତ ଓ ଖଣି ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଇସ୍ପାତ ଓ ଖଣି ବିଭାଗର କାର୍ଯ୍ୟାବଳୀ ନେଇ ସମୀକ୍ଷା କରିଛନ୍ତି।ସମୀକ୍ଷାରେ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ବିଭାଗର କାର୍ଯ୍ୟ ବିଷୟରେ ଅବଗତ କରାଇବା ସହିତ ଆଗାମୀ ଲକ୍ଷ୍ୟ ବାବଦରେ!-->…
Read More...
Read More...
ଦଶହରା ପୂଜା ଓ ଭସାଣରେ ଶୁଭିବନି ଡିଜେ ସାଉଣ୍ଡ
ଭୁବନେଶ୍ବର : ଏଥର ରାଜଧାନୀ ଦୁର୍ଗାପୂଜାରେ ବାଜିବନି ଡିଜେ । ଭୁବନେଶ୍ବରରେ ଦୁର୍ଗାପୂଜା ପାଳନ ନେଇ ଆସିଛି କଟକଣା । ପୂଜା ଓ ଭସାଣି ଶୋଭାଯାତ୍ରାରେ ଶୁଭିବନି ଡିଜେ ସାଉଣ୍ଡ। ନିଶାମୁକ୍ତ ପାଇଁ ପୂଜା କମିଟି ଦେବେ ସତ୍ୟପାଠ । ପୂଜାକୁ ମଦମୁକ୍ତ ଓ ପ୍ଲାଷ୍ଟିକ ମୁକ୍ତ କରିବାକୁ ଦିଆଯାଇଛି!-->…
Read More...
Read More...
ଶେଷରେ ଭରତପୁର ଥାନାରେ ଲାଗିଲା ସିସିଟିଭି
ଭୁବନେଶ୍ୱର: ଆର୍ମି କ୍ୟାପଟେନ ଓ ବାନ୍ଧବୀଙ୍କୁ ଭରତପୁର ଥାନାରେ ଦୁର୍ବ୍ୟବହାର, ମାଡ଼ ସହ ନାନା ନିର୍ଯାତନା ଦିଆଯିବା ଘଟଣାରେ କମିଶନରେଟ୍ ପୋଲିସ ବିବାଦ ଘେରକୁ ଆସିଛି। ଏସବୁ ବିବାଦ ମଧ୍ୟରେ ମଙ୍ଗଳବାର ଭରତପୁର ଥାନାରେ ସିସିଟିଭି ଲଗାଯାଇଛି। ୨୫ ସିସିଟିଭି ଲାଗିବାର ବ୍ୟବସ୍ଥା ଥିବାବେଳେ!-->…
Read More...
Read More...
ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଦୁଇ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଓଡିଶାର ଦୁଇ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କୃତୀ ଶିକ୍ଷକ ଡ. ଦ୍ବିତି ଚନ୍ଦ୍ର ସାହୁ ଏବଂ ଶ୍ରୀ ସନ୍ତୋଷ କୁମାର କରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।ସମ୍ବର୍ଦ୍ଧନା ଅବସରରେ ସେମାନଙ୍କୁ ଶୁଭେଚ୍ଛା ଜଣାଇ!-->…
Read More...
Read More...
ବେଦାନ୍ତ ଗେଟ୍ ଆଗରେ ଧାରଣା ଦେଲେ ବୁଣ୍ଡେଲ ଓ ଛତ୍ରପୁର ଗ୍ରାମବାସୀ
ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡସ୍ଥିତ ବେଦାନ୍ତ ଲିମିଟେଡ଼ ସ୍ଥାପିତ ହୋଇ ଦୀର୍ଘ ୨୦ ବର୍ଷ ବିତିଯାଇଥିଲେ ହେଁ ଆଜି ପର୍ଯ୍ୟନ୍ତ ଅଞ୍ଚଳର ଆଖିଦୃଶିଆ ଉନ୍ନତି ହୋଇ ପାରିନାହିଁ । ଏହାକୁ ନେଇ ଅଞ୍ଚଳବାସୀ ଅନେକ ଥର ଦାବି, ଅଭିଯୋଗ ଓ ଆନ୍ଦୋଳନ କଲେ ବି କୌଣସି ସମାଧାନ ବାହାରି!-->…
Read More...
Read More...
ପରଲୋକରେ କବି ତଥା ନାଟ୍ୟକାର ହରିହର ମିଶ୍ର
ପୁରୀ : ଓଡ଼ିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଭାପତି ହରିହର ମିଶ୍ରଙ୍କର ଆଜି ସକାଳ ୯ଟା୫ମିନିଟରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । କବି, ନାଟ୍ୟକାର, ଔପନ୍ୟାସିକ, ଗାଳ୍ପିକ ତଥା ଗୀତିକାର ସ୍ୱର୍ଗତ ମିଶ୍ରଙ୍କ ଦେହାନ୍ତ ସମୟରେ,ପତ୍ନୀ ରାଜଲକ୍ଷ୍ମୀ ଓ!-->…
Read More...
Read More...
ବାଇକ୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ
ନୂଆଗାଁ : ନୂଆଗାଁ ଥାନା ପୁଲିସ ବାଇକ୍ ସହ ଗଞ୍ଜେଇ ଜବତ କରିବା ସହ ଜଣକୁ ଗିରଫ କରିଛି । ସୂଚନା ଥାଉକି ଇଟାମାଟି ଥାନା ଭିରୁଡ଼ା ଗ୍ରାମର ହୃଷିକେଶ ବେହେରାଙ୍କ ପୁଅ ସନ୍ତୋଷ କୁମାର ବେହେରା( ୨୮ ବର୍ଷ)ଏକ ମଟର ସାଇକେଲ ଗାଡି (ଓଡି-୦୨- ବିପି -୦୪୧୫) ଫୁଲବାଣୀରୁ ଇଟାମାଟି ଯାଉଥିବା ବେଳେ ୫୭!-->…
Read More...
Read More...
‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଶୁଣିଲେ ଲୋକଙ୍କ ସମସ୍ୟା,ସମସ୍ୟାର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
ଭୁବନେଶ୍ୱର : ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣିବାର ଧାରା ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ମୁଖ୍ୟମନ୍ତ୍ରୀ ଲୋକଙ୍କୁ!-->…
Read More...
Read More...
ବିଭିନ୍ନ ବ୍ଲକରେ ଉତ୍କଳ ସାମ୍ବାଦିକ ସଂଘ ସାଂଗଠନିକ ବୈଠକ; ଆତ୍ମସ୍ୱାର୍ଥ ନୁହେଁ, ଏକତାକୁ ଗୁରୁତ୍ୱ
ଦଶପଲ୍ଲା : - ଉତ୍କଳ ସାମ୍ବାଦିକ ସଂଘ ନୟାଗଡ ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ନିର୍ଦ୍ଦେଶରେ ଆଜି ବିଭିନ୍ନ ବ୍ଲକରେ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଛି । ଶାଖା ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ବୈଦ୍ୟଭୂଷଣ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଭିନ୍ନ ବ୍ଲକକୁ ଯାଇ!-->…
Read More...
Read More...