Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଶିକ୍ଷକ ନିଯୁକ୍ତି ଦାବିରେ ଫାଟକରେ ତାଲା ପକାଇଲେ ଅଭିଭାବକ
ହରଭଙ୍ଗା :ହରଭଙ୍ଗା ବ୍ଲକ ଘୋରଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଅଭିଭାବକମାନେ ବିଦ୍ୟାଳୟର ଫାଟକରେ ସୋମବାର ଦିନ ତାଲା ପକାଇ ଆନ୍ଦୋଳନ କରିଛନ୍ତି । ସୂଚନା ଅନୁଯାୟୀ ଘୋରଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା;ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 3 ପ୍ରତିଶତ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଶୁଣିଲେ ଲୋକଙ୍କ ଅଭିଯୋଗ,ଅଭିଯୋଗର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
ଭୁବନେଶ୍ଵର : ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ପଞ୍ଚମ ପାଳି। ଆଜି ଏହି କାର୍ଯ୍ୟକ୍ରମରେ ଏକ ନିଆରା ମାନବିକତା ପଣ ଦେଖାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଗାଡିରୁ ଓହ୍ଲାଇ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମ୍ପର୍କିତ ପ୍ରସ୍ତୁତି ବୈଠକ,କେହି ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ସରକାର…
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ ଚିହ୍ନଟ!-->…
Read More...
Read More...
ହବିଷ୍ୟାଳୀ ମା’ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି।!-->…
Read More...
Read More...
କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକରେ କୃଷି ରୂଣରେ ଜାଲିଆତି ଘଟଣା, ଅନୁଧ୍ୟାନ କଲେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ…
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ୍ ଅନ୍ତର୍ଗତ ପଡାଙ୍ଗ (ଶିରିଗିଡ଼ା) କୃଷି ସେବା ସମବାୟ ସମିତି ରେ କୃଷି ଋଣ କାରବାରରେ ବ୍ୟାପକ ଜାଲିଆତି ହେଇଥିବାର ଖବର ପାଇ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ଵର ସାହୁ ଆଜି ପଡାଙ୍ଗ (ଶିରିଗିଡା) ଗ୍ରାମ ର ଚାଷୀ ମାନଙ୍କୁ ଭେଟି!-->…
Read More...
Read More...
ଲଷ୍ମଣ ମିର୍ଦ୍ଧାଙ୍କ ହତ୍ୟା ଘଟଣା, ୨ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କଲା ପୁୁରୁଣାକଟକ ପୁଲିସ
ହରଭଙ୍ଗା :ପୁରୁଣାକଟକ ଥାନା ପୋଲିସ ମଣିପୁର ଅରବାନ ପ୍ଲାଣ୍ଟେସନ୍ ନିକଟରେ ଘଟିଥିବା ଲକ୍ଷ୍ମଣ ମିର୍ଦ୍ଧା ହତ୍ୟାକାଣ୍ଡର ଦୁଇ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁରୁଣାକଟଜ ପୁଲିସ । ମିଳିଥିବା ସୂଚନା ଅନୁଯାୟୀ ମଣିପୁର ମେଣ୍ଡିଖାଇ ପାହାଡ଼ ଓ ଅରବାନ ପ୍ଲାଣ୍ଟେସନ ନିକଟ ଏକ ବୁଦା!-->…
Read More...
Read More...
ଶ୍ରୀମନ୍ଦିର ଛତିଶା ନିଯୋଗର ବୈଠକ
ପୁରୀ: ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବେ । ତେବେ ଏହା ପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଶ୍ରୀମନ୍ଦିରରେ ଯେଭଳି ଶୃଙ୍ଖଳିତ ନିତିକାନ୍ତି ହୋଇପାରିବ ସେ ନେଇ!-->…
Read More...
Read More...
ହବିଷ୍ୟାଳୀ ବ୍ରତର ଶୁଭାରମ୍ଭ
ପୁରୀ :ହବିଷ୍ୟାଳୀ ମା ମାନେ ଆମ ସଂସ୍କୃତି ଓ ପରମ୍ପରା ର ବାର୍ତ୍ତାବହ।ସେମାନଙ୍କ ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ମାଧ୍ୟମରେ ପ୍ରତି ଓଡ଼ିଆ ଙ୍କୁ ଆଶୀର୍ବାଦ ପ୍ରାପ୍ତ ହେଉଛି। ଯାହା ଆମ ଓଡିଶାକୁ ସମୃଦ୍ଧ କରିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା।ଆଜି!-->…
Read More...
Read More...
ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ଯାଜପୁର ଜିଲ୍ଲା ଗସ୍ତ
ଯାଜପୁର: ଆଜି ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯାଜପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମୀକ୍ଷା କରିଥିଲେ। ଏହି!-->…
Read More...
Read More...