Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏକାଦଶ ଶ୍ରେଣୀର ନୂତନ ଛାତ୍ରୀମାନଙ୍କୁ ଅଭିନନ୍ଦନ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁବାର ଦିନ ଏକାଦଶ ଶ୍ରେଣୀର ବିଜ୍ଞାନ, କଳା ଓ ଭୋକାସେନାଲର ଛାତ୍ରୀମାନଙ୍କୁ ସ୍ୱାଗତ ଉତ୍ସବ ଅନୁଷ୍ଠିତହୋଇଯାଇଛି । ଏହି ଅବସରରେ କରୋନା କଟକଣା ଓ ସ୍ୱଚ୍ଛତା ରକ୍ଷା, ସାମାଜିକ!-->…
Read More...
Read More...
ପ୍ରଦୀପଙ୍କ ଇସ୍ତଫା ପରେ ଆସିଲା ତାରା ଓ ପଞ୍ଚାନନଙ୍କ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଲେ
ଭୁବନେଶ୍ୱର: ପିସିସିର କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଦଳରୁ ଇସ୍ତଫା ଦେବା ପରେ ନିଜ ପ୍ରତିକ୍ରିୟା ରଖିଛନ୍ତି ତାରା ବାହିନୀପତି । ସେ କହିଛନ୍ତି ଯେ, ପ୍ରଦୀପଙ୍କ ଇସ୍ତଫା କଂଗ୍ରେସର କ୍ଷତି କରିବନି । କିଛି ସଦସ୍ୟଙ୍କୁ ଦଳ ସସପେଣ୍ଡ କରିବା ପୂର୍ବରୁ ଇସ୍ତଫା ଦେଉଛନ୍ତି । ଯଦି ପ୍ରଦୀପ!-->…
Read More...
Read More...
ମୟୂରଭଞ୍ଜରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ
ଭୁବନେଶ୍ୱର: ମୟୂରଭଞ୍ଜରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସହିଦ ସ୍ମୃତିଭବନ ପରିସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଜୁ!-->…
Read More...
Read More...
ବିନା ଛୁଞ୍ଚିରେ ଟିକା ନେବେ ଶିଶୁ
ଭୁବନେଶ୍ବର :ବିନା ଛୁଞ୍ଚିରେ ଟିକା ନେବେ ଶିଶୁ । ଏନେଇ ପ୍ରତିକ୍ରିୟା ରଖିଛନ୍ତି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଶିଶୁମାନେ ଟିକାର ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ ଦିଆଯାଇଛି । କୋଭାକ୍ସିନ୍ କୁ ପରୀକ୍ଷଣ କରି ଡିସିଜିଆଇ ଅନୁମତି ଦେବେ । ଏନେଇ!-->…
Read More...
Read More...
ପ୍ରଦୀପ କଂଗ୍ରେସ ଛାଡିବା ପରେ ସୁର କହିଲେ ଏମିତି
ଭୁବନେଶ୍ୱର: ୧୯ ବର୍ଷ ତଳେ ବିଜେଡିରେ ମିଶିବାକୁ ମୋତେ ଅଫର ମିଳିଥିଲା । ମୋତେ ଘରକୁ ଡାକି ଏଭଳି ଅଫର ଦେଇଥିଲେ ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଫର ଥିଲା ଜଟଣୀ କିମ୍ବା ଭୁବନେଶ୍ୱରର ଯେଉଁଠୁ ଚାହିଁବେ ଲଢିପାରିବେ ବୋଲି ନବୀନ କହିଥିଲେ । ଏଭଳି କହିଛନ୍ତି କଂଗ୍ରେସ ବିଧାୟକ ସୁର!-->…
Read More...
Read More...
କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ
ଭୁବନେଶ୍ୱର: ହାତ ଛାଡିଲେ ପ୍ରଦୀପ ମାଝି । କଂଗ୍ରେସର ପ୍ରାଥମିକତା ପଦରୁ ଇସ୍ତଫା ଦେଇଛନ୍ତି ପ୍ରଦୀପ । କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧିଙ୍କ ପାଖକୁ ପଠାଇଛନ୍ତି ନିଜର ଇସ୍ତଫା ପତ୍ର । ଗତ କିଛି ଦିନ ତଳେ ସେ ବିଜେଡିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା । ଏହାକୁ ନେଇ ଆରମ୍ଭ ହୋଇଯାଇଥିଲା!-->…
Read More...
Read More...
ହତ୍ୟାସ୍ଥଳରେ ଡେମୋ ଦେଖାଇଲା ଗୋବିନ୍ଦ ସାହୁ
ବଲାଙ୍ଗୀର: ଶିକ୍ଷୟିତ୍ରୀ ମମିତା ମେହେର ମର୍ଡର ମାମଲା । ହତ୍ୟାସ୍ଥଳରେ ଡେମୋ ଦେଖାଇଲା ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ । ଆଜି ଭୋର ୪ଟାରୁ ଗୋବିନ୍ଦଙ୍କୁ ମହାଲିଙ୍ଗ ଷ୍ଟାଡିୟମକୁ ନେଇ ସିନ୍ ରିକ୍ରିଏସନ କରିଛି ପୋଲିସ । କଡା ସୁରକ୍ଷା ବଳୟ ମଧ୍ୟରେ ଆସିଥିଲା ଅଭିଯୁକ୍ତ । ମମିତା!-->…
Read More...
Read More...
ଜିଲ୍ଲାସ୍ତରୀୟ ୬୨ତମ ପୋଲିସ ଶହୀଦ ସ୍ମୃତି ଦିବସ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ବେତାଗୁଡା ଠାରେ ଥିବା ସଂରକ୍ଷୀତ ସଶସ୍ତ୍ର ଆରକ୍ଷୀ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଗୁରୁବାର ଦିନ ଜିଲ୍ଲାସ୍ତରୀୟ ୬୨ତମ ପୋଲିସ ଶହୀଦ ସ୍ମୃତି-ଦିବସ ୨୦୨୧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି!-->…
Read More...
Read More...
ତ୍ରିରଙ୍ଗାର ତିନି ରଙ୍ଗରେ ଝଲସିଲା କୋଣାର୍କର ସୂର୍ଯ୍ୟ ମନ୍ଦିର
ପୁରୀ : ଭାରତର ଜାତୀୟ ପତାକା ତ୍ରିରଙ୍ଗାର ତିନି ରଙ୍ଗରେ ଝଲସିଲା ଅର୍କକ୍ଷେତ୍ର କୋଣାର୍କର ସୂର୍ଯ୍ୟ ମନ୍ଦିର । ସୂର୍ଯ୍ୟ ମନ୍ଦିରର ସମ୍ପୂର୍ଣ୍ଣ ଅଂଶକୁ ନାରଙ୍ଗୀ, ଧଳା ଓ ସବୁଜ ରଙ୍ଗରେ ରଙ୍ଗୀନ କରିବା ପାଇଁ ସୂର୍ଯ୍ୟ ମନ୍ଦିରକୁ ତିନି ରଙ୍ଗର ଆଲୋକ ମାଳାରେ ରଙ୍ଗୀନ ହୋଇଛି । ସ୍ୱାଧୀନତାର!-->…
Read More...
Read More...
ସୁବର୍ଣ୍ଣପୁର ହରଗୌରୀ ଯାତ୍ରାର ପ୍ରମୁଖ ଆକର୍ଷଣ ହର ନିମନ୍ତ୍ରଣ ଅନୁଷ୍ଠିତ
ସୁବର୍ଣ୍ଣପୁର: ସୋନପୁରର ପ୍ରସିଦ୍ଧ ହରଗୌରୀ ଯାତ୍ରା ପାଇଁ ଆଜି ହରଙ୍କୁ ନିମନ୍ତ୍ରଣ କରିଆଣି ଗତ ଦିନକ ପୂର୍ବରୁ ପୂଜାମଣ୍ଡପରେ ବିଜେ କରିଥିବା ଗୌରୀଙ୍କ ପାର୍ଶ୍ୱରେ ଉପବିଷ୍ଟ କରିବା ପରେ ଏବେ ହରଗୌରୀଙ୍କର ଯୁଗଳ ମୂର୍ତ୍ତି ଦର୍ଶନ କରି ଭକ୍ତ ବିଭୋର ହୋଇଛନ୍ତି । ଆଜି ସନ୍ଧ୍ୟାରେ ସହରର!-->…
Read More...
Read More...