Browsing Category

ରାଜ୍ୟ

ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ

ଦେବଗଡ,୧୧/୧୦- ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକରେ କାର୍ଯ୍ୟରତ ଠିକା କନିଷ୍ଠ ଯନ୍ତ୍ରୀ ବିକାଶ କୁମାର ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛନ୍ତି । ସୋମବାର ସକାଳୁ ଏନେଇ ଏକକାଳୀନ ତିନୋଟି ଯାଗାରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ବିକାଶଙ୍କ ବଳମ ଗ୍ରାମ ସ୍ଥିତ ପୈତୃକ
Read More...

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ବୌଦ୍ଧ,୧୧/୧୦ – ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଏଏନଏମ ଟ୍ରେନିଂ ହଲ୍‌ରେ ଗତକାଲି ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର, ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ, ଅତିରିକ୍ତ ଗଣସ୍ୱାସ୍ଥ୍ୟ ଅଧିକାରୀ ଡା. ବିକେଆରସି ଦେଓ ହେମ୍ରମ,
Read More...

ଆନ୍ତର୍ଜାତିକ ଶିଶୁକନ୍ୟା ଦିବସ ପାଳିତ

ବୌଦ୍ଧ,୧୧/୧୦ - ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତିକ ଶିଶୁକନ୍ୟା ଦିବସ ପାଳିତ ହୋଇଯାଇଛି । ଏହି ସଭାରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ଭାରପ୍ରାପ୍ତ ଅତିରିକ୍ତ ଜିଲ୍ଲାପାଳ ଅଶ୍ୱିନୀ ମେହେର, ଡିଏସଡବ୍ଲୁଓ ଲକ୍ଷପତି ଭୋଇ, ସିଡିଏମଓ ଡା. ଅଭୟ
Read More...

ଶ୍ରୀମନ୍ଦିର ନିଳାଦ୍ରି ଭକ୍ତ ନିବାସଠାରେ ଛତିଶା ନିଯୋଗ ବୈଠକ, ହବିଷ୍ୟାଳିଙ୍କୁ ପୁରୀ ନଆସିବାକୁ ପ୍ରଶାସନର ଅନୁରୋଧ

ପୁରୀ : ଏନଏମର ଅନୁମତି ମିଳିବା ପରେ ଆସନ୍ତା ୧୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପର ଶୁଭାରମ୍ଭ କରିବେ। ଶ୍ରୀମନ୍ଦିର ଐସାଣ୍ୟ କୋଣରେ ଏହି କାର୍ଯ୍ୟ କରାଯିବ। ମହାଧାର୍ମିକ କାର୍ତ୍ତିକ ମାସ ପାଇଁ ନୀତି ନିର୍ଘଣ୍ଟ ସହ ହବିଷ୍ୟାଳୀଙ୍କ ପାଇଁ କଟକଣା ରହିବ।
Read More...

ଅନ୍ତରାଷ୍ଟ୍ରୀୟ ଶିଶୁ କନ୍ୟା ଦିବସ ପାଳନ

ନବରଙ୍ଗପୁର : ତା ୧୧ / ୧୦ ଅନ୍ତରାଷ୍ଟ୍ରୀୟ ଶିଶୁ କନ୍ୟା ଦିବସ ପାଳନ ଅବସରରେ ଜିଲ୍ଲା ପ୍ରଶାସନର ଜିଲ୍ଲା ସମାଜ କଲ୍ଯାଣ ବିଭାଗ ପକ୍ଷରୁ ଆଜି ନବରଙ୍ଗପୁର ବ୍ଲକ କାର୍ଯ୍ୟ।ଳୟ ଠାରେ ଜିଲ୍ଲାସ୍ତରୀୟ ଶିଶୁ କନ୍ୟା ଦିବସ ପାଳନ କରାଯାଇଛି । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ
Read More...

ପଞ୍ଚାୟତ ହାଇସ୍କୁଲ ସଂଗ୍ରାମପୁରରେ “ମୋ ସ୍କୁଲ ଅଭିଯାନ”ର ତୃତୀୟ ବୈଠକ 

ଜହ୍ନ।ପଙ୍କ : ବୌଦ୍ଧ ବ୍ଲକ ତାଳସରଡା ପଞ୍ଚାୟତ ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତ ହାଇସ୍କୁଲର ଶିକ୍ଷକ ଏବଂ ପୁରାତନ ଛାତ୍ର ମାନଙ୍କୁ ନେଇ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭରତ ମେହେରଙ୍କ ଅଧକ୍ଷତାରେ "ମୋ ସ୍କୁଲ ଅଭିଯାନର ତୃତୀୟ" ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି l ଏଥିରେ ଛାତ୍ର
Read More...

ଆଜିଠୁ ଟ୍ୱିନ ସିଟିରେ ଆରମ୍ଭ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର : ପାର୍ବଣରେ ଭିଡ ରୋକିବାକୁ ଟ୍ୱିନ ସିଟିରେ କଡା ସୁରକ୍ଷା । ଆଜିଠୁ ଟ୍ବିନ୍ ସିଟିରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ପାର୍ବଣ ଆରମ୍ଭ ହୋଇଯାଇଥିବାରୁ ଟ୍ୱିନ୍‍ ସିଟିରେ ହାଟ, ବଜାରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। କୋଭିଡ୍‍ ସଂକ୍ରମଣ ୫ଶହ ଉପରେ ରହୁଥିବାରୁ ଏହାକୁ ରୋକିବାକୁ
Read More...

ସରକାରୀ ଜମିରେ ବେଆଇନ କୋଠା ନିର୍ମାଣକୁ ବିରୋଧ,କଂଗ୍ରେସ ପକ୍ଷରୁ ୧୧ଘଣ୍ଟିଆ ଦାରିଙ୍ଗବାଡ଼ି ବନ୍ଦ

ଦାରିଙ୍ଗବାଡ଼ି : ସରକାରୀ ଜମିରେ ଜି-ଉଦୟଗିରି ବିଜେଡି ବିଧାୟକ ସାଲୁଗା ପ୍ରଧାନଙ୍କ ବେଆଇନ କୋଠା ନିର୍ମାଣକୁ ବିରୋଧ କରି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସଦଳ ତରଫରୁ ସୋମବାର୧୧ଘଣ୍ଟିଆ ବନ୍ଦ ଡାକରା ବନ୍ଦ କରିଛନ୍ତି । ଯାହାଫଳରେ ଦାରିଙ୍ଗବାଡ଼ିରେ ସମସ୍ତ ଗାଡ଼ି ମଟର ଓ ଦୋକାନ
Read More...

ଶ୍ରୀମନ୍ଦିରର ସେବାୟତ ସମ୍ପ୍ରଦାୟରେ ସ୍ୱତନ୍ତ୍ର ପର୍ବ ପାଳନ

ପୁରୀ : ଶ୍ରୀମନ୍ଦିରର ସେବାୟତ ସମ୍ପ୍ରଦାୟରେ ନେତପିଲା ଏକ ସ୍ୱତନ୍ତ୍ର ପର୍ବ ଭାବେ ପାଳନ କରାଯାଏ। ଶହ ଶହ ବର୍ଷ ପୂର୍ବରୁ ପାଳିତ ହୋଇ ଆସୁଥିବା ଏହି ପର୍ବ ଏବେ ମଧ୍ୟ ସେବାୟତ ପରିବାର ଗୁଡ଼ିକରେ ପରମ୍ପରା ମୁତାବକ ଚାଲି ଆସୁଛି। ଉତ୍ତମ ବର ପ୍ରାପ୍ତି ପାଇଁ ଏହି ସେବାୟତ କୁଳର କିଶୋରୀ
Read More...

ଅପହୃତ ନାବାଳିକା ଉଦ୍ଧାର, ରସିକିଆ ଟିଉସନ ମାଷ୍ଟର ଗିରଫ

ବାଲିଗଡ଼ା: ଗୁରୁଙ୍କ ନାମରେ ଲାଗିଛି କଳଙ୍କ । ଟିଉସନ ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ କରି ଜେଲଗଲେ ରସିକିଆ ଟ୍ୟୁସନ୍ ମାଷ୍ଟର । ଏହିଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଅଞ୍ଚଳରେ l ଅପହୃତ ନାବାଳିକାଙ୍କୁ ଉଦ୍ଧାର କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ଦାରିଙ୍ଗବାଡି
Read More...