Browsing Category

ରାଜ୍ୟ

୪୭ ବର୍ଷରେ କଣ୍ଟାମାଳ ବସଷ୍ଟାଣ୍ଡ ଦୁର୍ଗାପୂଜା

କଣ୍ଟାମାଳ,୧୩/୧୦- ବୌଦ୍ଧ ଜିଲ୍ଲା କଣ୍ଟାମାଳ ସଦର ମହକୁମା ବସଷ୍ଟେଣ୍ଡଠାରେ ବେଶ ଆନନ୍ଦ ଉଲ୍ଲାଶ ମଧ୍ୟରେ ଆଜି ଠାରୁ ଶାରଦୀୟ ଦୁର୍ଗାପୂଜା ଆରମ୍ଭ ହୋଇଛି । କଣ୍ଟାମାଳ ବସଷ୍ଟାଣ୍ଡ ଦୁର୍ଗାପୂଜା ଚଳିତବର୍ଷ ୪୭ ବର୍ଷରେ ପଦାର୍ପଣ କରିଥିବା ବେଳେ ଗତକାଲି ଘଟକଳସ ସ୍ଥାପନ ପରେ ମା ଙ୍କ ମୃଣ୍ମୟୀ
Read More...

ମା ମାହେଶ୍ୱରୀଙ୍କ ନବାନ୍ନ ଓ ବାଡିଧୂଆ ଯାତ୍ରା

କଣ୍ଟାମାଳ,୧୩/୧୦- କଣ୍ଟାମାଳ ବ୍ଲକ ଲମ୍ବସରୀ ପଞ୍ଚାୟତ ବେହେରାପଡା ଗ୍ରାମରେ ଡୁମାଲ ସଂପ୍ରଦାୟର ଅଧିଷ୍ଠାତ୍ରୀ ଦେବୀ ମା ମାହେଶ୍ୱରୀଙ୍କ ବାର୍ଷିକ ଯାତ୍ରା ତଥା ମାହେଶ୍ୱରୀଙ୍କ ନବାନ୍ନ ଓ ବାଡିଧୂଆ ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଯାଇଛି । ପ୍ରତ୍ୟକ୍ଷ ଦେବୀଭାବେ ଅଂଚଳରେ ଖ୍ୟାତି ଲାଭ
Read More...

ନିଟ ପିଜିରେ ସର୍ବଭାରତୀୟ 1291 ରାଙ୍କରେ ସଫଳତା

ବୌଦ୍ଧ : ବୌଦ୍ଧ ଜିଲ୍ଲା ପଲସାଗୋରା ଶିକ୍ଷକ ନୀଳମଣି ପଣ୍ଡା ଓ ଶିକ୍ଷୟତ୍ରୀ ଜାହ୍ନବୀ ମିଶ୍ରଙ୍କ କନିଷ୍ଠ ପୁତ୍ର ଡଃ ଶିଶିର କୁମାର ପଣ୍ଡା ସର୍ବଭାରତୀୟ ନିଟ ପିଜି ପରୀକ୍ଷାରେ ବିନା କୋଚିଙ୍ଗରେ ଭାରତୀୟ ରାଙ୍କ ୧୨୯୧ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ଡଃ ଶିଶିର ପଲସାଗୋର ସରକାରୀ ସ୍କୁଲରୁ
Read More...

ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ ପୂଜା, ପୀଠରେ ଚାଲିଛି ମହାନବମୀ

ଭୁବନେଶ୍ବର : ଧରାବତରଣ କରିଛନ୍ତି ମାଆ ଦୁର୍ଗା। ଆଜି ମଣ୍ଡପରେ ଜଗତଜନନୀ ମାଆ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ବିଲ୍ଵବରଣ ପରେ ମାଆଙ୍କ ଚକ୍ଷୁଦାନ କରାଯାଇଛି। ଏପଟେ ପୀଠରେ ମାଆଙ୍କ ମହାନବମୀ ପୂଜା ଚାଲିଛି। ବେଦମନ୍ତ୍ର ପାଠରେ କମ୍ପୁଛି ପରିବେଶ। ହେଲେ କରୋନା କଟକଣା ପାଇଁ ଭକ୍ତମାନେ ମଣ୍ଡପକୁ
Read More...

ମନୀଷ ମୃତ୍ୟୁ ମାମଲା; ଫୁଲବାଣୀ ଟାଉନ୍ ଥାନାରେ ଆତ୍ମସମର୍ପଣ କଲେ ୨ ସନ୍ଦିଗ୍ଧ

ଭୁବନେଶ୍ୱର : ରାଜ୍ୟର ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ହତ୍ୟା ଘଟଣା। ମନୀଷଙ୍କ ମୃତ୍ୟୁ ମାମଲାର ଦୁଇ ସନ୍ଦିଗ୍ଧ ଫୁଲବାଣୀ ଟାଉନ୍ ଥାନାରେ ଆତ୍ମସମର୍ପଣ କରିଛନ୍ତି । ଦୁଇ ସନ୍ଦିଗ୍ଧ ହେଲେ ଲିଟୁ ଓରଫ ଦୀନେଶ ମହାପାତ୍ର ଓ ମୁନା ଓରଫ ମୃତ୍ୟୁଞ୍ଜୟ । ମୃତ୍ୟୁ ପୂର୍ବରୁ
Read More...

ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ପୁରୀ : ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧିକ୍ଷକ ଅମରେନ୍ଦ୍ର ଜେନାଙ୍କ ତତ୍ୱାବଧାନରେ ସାତପଡ଼ା ଅବକାରୀ ଥାନା ଉପ-ନିରୀକ୍ଷକ ବିନୋଦ ବାସ୍କେଙ୍କ ନେତୃତ୍ୱରେ ବ୍ରହ୍ମଗିରି ଥାନା ଅଂଚଳରରେ ବ୍ରାଉନସୁଗାର ବିକ୍ରି କରିବା ଅଭିଯୋଗ । ଆଜି ସକାଳେ ରାଇବିଧାର ବଜ଼ାରରେ
Read More...

କାକଟପୁରରେ ମା’ ମଙ୍ଗଳାପୀଠରେ ଚାଲିଛି ଷୋଡଶ ପୂଜା

ପୁରୀ : ରାଜ୍ୟର ସମସ୍ତ ଶକ୍ତି ପୀଠରେ ଶାରଦୀୟ ପାର୍ବଣ ପୂଜ।। ସେଥିପାଇଁ ପୁରୀ ଜିଲ୍ଲା କାକଟପୁରରେ ମା' ମଙ୍ଗଳାପୀଠରେ ଚାଲିଛି ଷୋଡଶ ପୂଜା। ଅଧିଷ୍ଠାତୀ ଦେବୀଙ୍କ ପୀଠରେ ମଳାଷ୍ଟମୀ ଠାରୁ ମାଙ୍କ ନିକଟରେ ସ୍ୱତନ୍ତ୍ର ରୀତିନିତୀ ଅନୁସାରେ ଷୋଡଶ ଉପଚାର ପୂଜା ଅ।ରମ୍ଭ ହୋଇଛି । ଏବେ
Read More...

ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ସାପ କାମୁଡାରେ ମୃତ୍ୟୁ ସନ୍ଦେହ

ଦାରିଙ୍ଗବାଡ଼ି : ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିମନବାଡ଼ି ସାରୁମାହା ସ୍ଥିତ ବିଲ ମାଳରେ ବୃଦ୍ଧାଙ୍କର ମୃତଦେହ ମିଳିଥିବା ଦେଖିବାକୁ ମିଳିଛି । ବୃଦ୍ଧ ଜଣକ ହେଲେ ସିମନବାଡ଼ି ପଞ୍ଚାୟତ ଅନ୍ତର୍ଗତ ଜୁଡାବାଡ଼ି ଗ୍ରାମର କୁମୁଟି ନାୟକ (୬୦) । ଗତ ଦୁଇ ଦିନ ତଳେ କୁମୁଟି ନାୟକଙ୍କୁ ଏକ ଡାଳ ସାପ
Read More...

କରୋନା ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଆଉ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୨୮୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ
Read More...