Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସମୂହ ବ୍ୟାଙ୍କ ମାନଙ୍କ ପକ୍ଷରୁ ଜିଲ୍ଲାସ୍ତରୀୟ ମେଗା ଋଣ-ମେଳା : ୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଋଣ ବଣ୍ଟନ
ଗଜପତି,୧୦/୧୦- ସମୂହ ବ୍ୟାଙ୍କ ମାନଙ୍କ ପକ୍ଷରୁ ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ଆନୁକୂଲ୍ୟରେ ଶୁକ୍ରବାର ଦିନ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁକଲ୍ୟାଣ ମଣ୍ଡପ ପରିସରରେ ଜିଲ୍ଲାସ୍ତରୀୟ ଏକ ମେଗା ଋଣମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଋଣ-ମେଳା!-->…
Read More...
Read More...
ବିପୁଳ ପରିମାଣର ଗଞ୍ଜେଇ ଜବତ, ୨ ଗିରଫ
ବାଲିଗୁଡ଼ା,୧୦/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ବଡ଼ ସଫଳତା । ଗଞ୍ଜେଇ ଚୋରାଚାଲାଣ ପାଇଁ ସଜବାଜ ବେଳେ ମାଡ଼ିବସିଲା ପୋଲିସ୍ । ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଗଞ୍ଜେଇ ଜବତ କରିଛି ପୋଲିସ୍ । ରେବିଙ୍ଗିଆ ନିକଟ ଦୁଲିକିଆ ଘାଟିରୁ ୬୦୨କେଜି ୯୬୦ ଗ୍ରାମ୍ ଗଞ୍ଜେଇ ଜବତ!-->…
Read More...
Read More...
ଗୋପବନ୍ଧୁଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ
ପୁରୀ,୯/୧୦- ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ଆଜି ପାଳିତ ହୋଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଓ ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସିଂହଦ୍ୱାରସ୍ଥିତ!-->…
Read More...
Read More...
ବୌଦ୍ଧରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୪ ତମ ଜୟନ୍ତୀ ପାଳିତ
ବୌଦ୍ଧ,୦୯/୧୦- ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ, ସାମ୍ବାଦିକ ତଥା ଦୈନିକ ସମ୍ବାଦପତ୍ର ସମାଜର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୪ ତମ ଜନ୍ମଜୟନ୍ତୀ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ନେହେରୁ ଯୁବ କେନ୍ଦ୍ର ଏବଂ!-->…
Read More...
Read More...
ନବରଙ୍ଗପୁର ମହାବିଦ୍ୟାଳୟ ଯୁବ ରେଡ଼କ୍ରସର ତ୍ରି-ଦିବସିୟ ତାଲିମ୍ ଶିବିର ଉଦଯାପିତ
ନବରଙ୍ଗପୁର,୯/୧୦- ଭାରତୀୟ ରେଡକ୍ରସ ସୋସାଇଟି ଓଡ଼ିଶା ରାଜ୍ୟ ଶାଖା ଅନୁକୂଲ୍ୟରେ ନବରଂଗପୁର ମହାବିଦ୍ୟାଳୟ ଯୁବ ରେଡକ୍ରସ ଦ୍ୱାରା ତିନିଦିନିଆ ଶିକ୍ଷା ଓ ତାଲିମ୍ ଶିବିର ଉଦଯାପିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ସମାଜସେବୀ ଜଗନ୍ନାଥ ମହାପାତ୍ର ଯୋଗ!-->…
Read More...
Read More...
ଚର୍ଚ୍ଚାରେ ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀ
ପୁରୀ,୯/୧୦- ଦୁର୍ଘଟଣାର ଶିକାର ହୋଇଥିବା ଜଣେ ମହିଳାଙ୍କୁ ମାନବିକତା ଦେଖାଇ ଚର୍ଚ୍ଚା ପରିସରକୁ ଆସିଛନ୍ତି ନବନିର୍ବାଚିତ ପିପିଲି ବିଧାୟକ ରୁଦ୍ର ମହାରଥୀ । ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ହେବାରୁ ଅସୁସ୍ଥ ମହିଳାଙ୍କୁ ନିଜ ଗାଡ଼ିରେ ଆଣିଲେ ମେଡିକାଲ । ସୂଚନା ଅନୁସାରେ ଏକ ବାଇକରେ ସ୍ୱାମୀ!-->…
Read More...
Read More...
ଓଡିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିଙ୍କ ବୌଦ୍ଧ ଗସ୍ତ, ଲୋକଙ୍କୁ ସେବା ଯୋଗାଇବାକୁ ତ୍ୱରିତ ନ୍ୟାୟ ବ୍ୟବସ୍ଥାକୁ…
ବୌଦ୍ଧ,୯ା୧୦ : ଓଡିଶା ଉଚ୍ଚ ନ୍ୟାୟାଳୟର ମାନ୍ୟବର ମୁଖ୍ୟବିଚାରପତି ଡଃ. ଏସ.ମୁରଲିଧର ଆଜି ଦିନିକିଆ ବୌଦ୍ଧଜିଲ୍ଲା ଗସ୍ତ କରିଛନ୍ତି । ମୁଖ୍ୟବିଚାରପତି ଅପରାହ୍ନରେ ବୌଦ୍ଧରେ ପହଞ୍ଚି ପ୍ରଥମେ ଜିଲ୍ଲାକୋର୍ଟ ବୁଲିଦେଖିବା ସହ ଜିଲ୍ଲାକୋର୍ଟର ବିଚାରପତିମାନଙ୍କ ସହ ଆଲୋଚନା କରିଥିଲେ । ପରେ!-->…
Read More...
Read More...
ହୋମିଓପ୍ୟାଥିକ ଚିକିତ୍ସାଳୟରେ ଝୁଲୁଛି ତାଲା
ଗଣିଆ,୯/୧୦- ସରକାର ସ୍ୱାସ୍ଥ୍ୟସେବା ପାଇଁ ଅନେକ ଯୋଜନାମାନ କରୁଛନ୍ତି । ଅନେକ ସ୍ଥାନରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି । ମାସମାସ ଧରି ଚିକିତ୍ସାଳୟକୁ ଡାକ୍ତର ଆସୁନାହାନ୍ତି । ଫଳରେ ଜନସାଧାରଣ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି!-->…
Read More...
Read More...
ଜିଲ୍ଲା ଆଦିବାସୀ ସଂଘ ଓ କୋଶଳ ଯୁବ ସମନୟ ସମିତି ତରଫରୁ ଖପ୍ରାଖୋଲ ଥାନା ଘେରାଉ
ପାଟଣାଗଡ଼,୯/୧୦- ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ଥାନା ବେନକେରା ଗାଁର ଆଦିବାସୀ ଯୁବକ ରାଜୀବ ରଞ୍ଜବ ବରିହାକୁ ଆକ୍ରମଣ ଘଟଣାରେ ଅଭିଯୁକ୍ତମାନଙ୍କୁ ଗିରଫ ଦାବୀ କରି ଆଜି ବଲାଙ୍ଗୀର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଏବଂ କୋଶଳ ଯୁବ ସମନୟ ସମିତି ତରଫରୁ ଖପ୍ରାଖୋଲ ଥାନା ଘେରାଉ କରାଯାଇଛି ।!-->…
Read More...
Read More...
ମହାତ୍ମାଗାନ୍ଧୀଙ୍କ ୧୫୨ତମ ଜୟନ୍ତୀ ଅବସରରେ ଗାନ୍ଧୀଙ୍କ ପ୍ରତିମୂୂର୍ତ୍ତି ଉନ୍ମୋଚିତ
ଜଗତସିଂହପୁର,୯/୧୦- ଜଗତସିଂହପୁର ଜ଼ିଲ୍ଲା ବାଲିକୁଦା ବ୍ଲକ ଇଚ୍ଛାପୁର ପଞ୍ଚାୟତର ବାଖରାବାଦ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜାତିରପିତା ମହାତ୍ମାଗାନ୍ଧୀଙ୍କ ୧୫୨ତମ ଜୟନ୍ତୀ ଅବସରରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିି ଉନ୍ମୋଚିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ସୁଲୋଚନା ଦାସଙ୍କ!-->…
Read More...
Read More...