Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଯୁକ୍ତ ଦୁଇ ଅସନ୍ତୁଷ୍ଟଙ୍କ ଲାଗି ଆଜିଠାରୁ ଆରମ୍ଭ ଅଫଲାଇନ୍ ପରୀକ୍ଷା
ଭୁବନେଶ୍ୱର : ଓଡ଼ିଶାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସସି) ଦ୍ୱାରା ପରିଚାଳିତ ଯୁକ୍ତ-୨ ଅଫଲାଇନ୍ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଅକ୍ଟୋବର ୧୧ ପର୍ଯ୍ୟନ୍ତ ଏହି ପରୀକ୍ଷା ଜାରି ରହିବ ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା କୋଭିଡ ଗାଇଡଲାଇନ ଅନୁଯାୟୀ ରବିବାର ମଧ୍ୟ!-->…
Read More...
Read More...
ଅକ୍ଟୋବର ୩୦ ଯାଏଁ ବଢିଲା ଫିଟନେସ୍, ଡ୍ରାଇଭିଂ ଲାଇସେନ୍ସ ଅବଧୀ, ବିଜ୍ଞପ୍ତି ଜାରି କଲା ଏସଟିଏ
ଭୁବନେଶ୍ୱର : ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଏକ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଆସନ୍ତା ଏକ ମାସ ପାଇଁ ଫିଟନେସ୍, ଅନୁମତି, ଡ୍ରାଇଭିଂ ଲାଇସେନ୍ସ ଏବଂ ସମସ୍ତ ଯାନ ଏବଂ ଡ୍ରାଇଭିଂ ଲାଇସେନ୍ସର ଫିଟନେସ୍ ଏବଂ ପଞ୍ଜୀକରଣ ପ୍ରମାଣପତ୍ର,!-->…
Read More...
Read More...
ସୁବର୍ଣ୍ଣପୁର ଜିଲ୍ଲାରେ ଯୌତୁକ ଜନିତ ବଧୁହତ୍ୟା ଅଭିଯୋଗ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲାରେ ଯୌତୁକ ଜନିତ ବଧୁହତ୍ୟା ଅଭିଯୋଗ । ସୋନପୁର ଥାନା ପଟାଭାଡିର ଶଙ୍କର ମେହେରଙ୍କ ସ୍ତ୍ରୀ ବନିତା ମେହେରଙ୍କ ଗତ ରାତିରେ ସନ୍ଦେହ ଜନକଭାବେ ମୃତ୍ୟୁ ହୋଇଥିଲା । ଶାଶୁ ଘର ଲୋକ ବନିତାଙ୍କୁ ଡାକ୍ତରଖାନକୁ ଆଣିଥିବାବେଳେ ସେଠାରେ ତାଙ୍କ ମୃତ୍ୟୁ ହୋଇଥିବା!-->…
Read More...
Read More...
ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ଦାରିଙ୍ଗବାଡି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ସାରିଙ୍ଗିଇର୍ପି ଠାରେ ଦାରିଙ୍ଗବାଡି ବ୍ଲକ ବିଜୁ ଯୁବ ଜନତା ଦଳ ତରଫରୁ ବ୍ଲକ ଯୁବ ସଭାପତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ମୂଖ୍ୟ ଅତିଥି ଭାବରେ ଅନୁସୂଚିତ!-->…
Read More...
Read More...
କରୋନା ନେଲା ଆଉ ୪ ଜଣଙ୍କ ଜୀବନ
ଭୁବନେଶ୍ୱର : ରାଜ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ!-->…
Read More...
Read More...
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୯ ଜଣ ଲୋକାଲ୍!-->…
Read More...
Read More...
ବୌଦ୍ଧ: ଜିଲ୍ଲାସ୍ତରୀୟ ଲୋକକଳା ଟ୍ରଫି ପ୍ରତିଯୋଗିତା ଅନୁଷ୍ଠିତ
ବୌଦ୍ଧ,୩୦/୯- ଆଜି ଦିନ ୧୧ଟା ସମୟରେ ବୌଦ୍ଧ ଜିଲ୍ଲାସ୍ତରୀୟ ଲୋକକଳା ଟ୍ରଫି ପ୍ରତିଯୋଗିତାର ଉଦଘାଟନୀ ଉତ୍ସବରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ବବିତାରାଣୀ ଦଳବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ!-->…
Read More...
Read More...
ପିପିଲି ଉପନିର୍ବାଚନ ପାଇଁ ଭୋଟିଂ ଜାରି : ଦିନ ୩ଟା ସୁଦ୍ଧା ୫୯.୭ ୨% ମତଦାନ
ପିପିଲି : ପିପିଲି ଉପନିର୍ବାଚନ ମତଦାନ ଆରମ୍ଭ ହୋଇଛି । ତେବେ ଦିନ ୩ଟା ସୁଦ୍ଧା ୫୯.୭୨% ମତଦାନ ହୋଇଛି । ବର୍ତ୍ତମାନ ସୁଦ୍ଧା ସୁରୁଖୁରୁରେ ମତଦାନ ଚାଲିଛି । ଦିନ ୧୧ଟା ସୁଦ୍ଧା ୨୪.୭୬% ମତଦାନ ହୋଇଛି । ସେହିପରି ସକାଳ ୯ଟା ସୁଦ୍ଧା ୭.୮% ମତଦାନ ହୋଇଥିଲା । ତେବେ କୋଭିଡ୍ କଟକଣା!-->…
Read More...
Read More...
ପିପିଲି ଉପ ନିର୍ବାଚନ ପାଇଁ ଚାଲିଛି ମତଦାନ
ପିପିଲି : ପିପିଲି ରେ ଉପନିର୍ବାଚନ ନେଇ ମତଦାନ ଚାଲୁ ରହିଛି । ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ , ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱ କେସନ ହରିଚନ୍ଦନ ମହାପାତ୍ର ନିଜ ମତ ସାବ୍ୟସ୍ତ କରିଛନ୍ତି । ଅନ୍ୟପଟେ ଦିବ୍ୟଙ୍ଗ ଭୋଟର ମାନଙ୍କ ପାଇଁ!-->…
Read More...
Read More...
ଅନ୍ତର୍ଜାତୀୟ ହକିରୁ ଅବସର ନେଲେ ବିରେନ୍ଦ୍ର ଲାକ୍ରା
ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ରହିଥିବା ଓଡ଼ିଆ ପୁଅ ବୀରେନ୍ଦ୍ର ଲାକା ଅନ୍ତର୍ଜାତୀୟ ହକିକୁ ଅଲବିଦା କହିଛନ୍ତି। ବୀରେନ୍ଦ୍ର ତତ୍କାଳ ପ୍ରଭାବରେ ହକିରୁ ସନ୍ନ୍ୟାସ ନେବାକୁ ଘୋଷଣା କରିଛନ୍ତି। ୩୧ ବର୍ଷୀୟ ଲାକ୍ରା ୨୦୧ ମ୍ୟାଚରେ ଭାରତର!-->…
Read More...
Read More...