Browsing Category

ରାଜ୍ୟ

ଜନ୍ମ ଦିନରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଭୁବନେଶ୍ୱରରେ ପହଞ୍ଚି ଜନତା ମୈଦାନରେ ଏହି ଯୋଜନାର ଶୁଭାରମ୍ଭ କରି କହିଛନ୍ତି ଯେ ଆଗାମୀ ଦିନରେ ଓଡିଶାର ମହିଳାମାନଙ୍କ
Read More...

ପୂଜାକଲେ,କ୍ଷୀରି ଖାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ରାଜଧାନୀରେ ପହଞ୍ଚିବା ପରେ ସିଧାସଳଖ ଗାଡକଣ ଗାଁକୁ ଯାଇଥିଲେ ପ୍ରଧାନମନ୍ତ୍ରୀ । ସେଠାରେ ପହଞ୍ଚିବା ପରେ ମୋଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ୨୦ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇଛନ୍ତି । ସେମାନଙ୍କ ମଧ୍ୟରେ ୧୦ ଜଣ ହିତାଧିକାରୀ, ୮ ଜଣ ଏସଏଚଜି ମହିଳା ଏବଂ ୨ ଜଣ ପିଏମ
Read More...

କେନ୍ଦୁଝରର ସମସ୍ତ ବ୍ଲକରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଦାନ କରାଗଲା ‘ସୁଭଦ୍ରା’ର ପ୍ରଥମ କିସ୍ତି

କେନ୍ଦୁଝର: ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ସରକାରଙ୍କ ବହୁ ଆକାଂକ୍ଷିତ ମହିଳାଙ୍କ କଲ୍ୟାଣ ଲାଗି ଉଦ୍ଦିଷ୍ଟ ଯୋଜନା 'ସୁଭଦ୍ରା' ର ଶୁଭାରମ୍ଭ କରିଛନ୍ତି ।ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ସୁଇଚ ଟିପି ରାଜ୍ୟର ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି
Read More...

ଲୋକଙ୍କ ଜୀବନ ସହ ଖେଳୁଛି ବେଦାନ୍ତ, ମୁଣ୍ଡରେ ହାତ ଦେଇ ବସିଛି ଚାଷୀ

ଲୋକଙ୍କ ଜୀବନ ସହ ଖେଳୁଛି ବେଦାନ୍ତ । ବେଦାନ୍ତର ମନମୁଖୀ କାର୍ଯ୍ୟ ପାଇଁ ମୁଣ୍ଡରେ ହାତ ଦେଇ ବସିଛି ଚାଷୀ। ଅତ୍ୟାଚାରରୁ ବାଦ ପଡ଼ିନାହାନ୍ତି କଥା କହିପାରୁନଥିବା ପଶୁପକ୍ଷୀ । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ସ୍ଥିତ ବେଦାନ୍ତ କମ୍ପାନୀ ପ୍ରୋସେସ ୱାଟର ଲେକ ବନ୍ଧ ଗତ ଶନିବାର ବିଳମ୍ବିତ
Read More...

ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟାକଲେ ଯୁବକ

ସୁବର୍ଣ୍ଣପୁର : ଟ୍ରେନ୍ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା । ଜଣେ ଯୁବକ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି-ଖଲିଆପାଲି ଷ୍ଟେସନ ସହଲା ରେଳ ଫାଟକ ନିକଟରେ ଆତ୍ମହତ୍ୟା କରିଥିବା ଏହି ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ଜି.ଆର.ପି. ପୁଲିସ
Read More...

ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା

ଭୁବନେଶ୍ବର: ବଢୁଛି ଜରୁରୀ ସାମଗ୍ରୀର ଦାମ ବଢ଼ି ଚାଲିଛି । ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା ହୋଇଛି । କେନ୍ଦ୍ର ସରକାର ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇଥିଲେ ଯାହା ଗ୍ରାହାକଙ୍କ ଉପରେ ପ୍ରଭାବ ପକାଉଛି। ଶୁଳ୍କ ବୃଦ୍ଧି ଫଳରେ ଖୁଚୁରା ବଜାରରେ
Read More...

ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା: ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ ଅର୍ଜିତ ୧୨ ହଜାର ଟଙ୍କା। ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଢ଼ଳେଶର ପଞ୍ଚାୟତର ଦହିଜଙ୍ଗ ଗ୍ରାମର ଲୁଇସ ସ୍ୱାଇଁ ନାମକ
Read More...

ଆସୁଛନ୍ତି ମୋଦୀ: ବଢ଼ୁଛି ଉତ୍ସାହ

ଭୁବନେଶ୍ୱର:ରାଜ୍ୟରେ ‘ସୁଭଦ୍ରା’ ଯୋଜନାକୁ ନେଇ ଗାଁ ଗାଁରେ ଉତ୍ସାହ ବଢୁଛି । ଆସନ୍ତାକାଲି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ । ଯୋଗ୍ୟ ହିତାଧିକାରୀମାନଙ୍କୁ ସେହିଦିନ ପ୍ରାରମ୍ଭିକ ପର୍ଯ୍ୟାୟରେ ଯୋଜନାର ପ୍ରଥମ କିସ୍ତି ପ୍ରଦାନ
Read More...

ସ୍ମିତାରାଣୀ ହତ୍ୟାକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ ଭେଟି ନ୍ୟାୟ ଭିକ୍ଷା କଲେ ସ୍ମୃତିରେଖା

ଯାଜପୁର/ଧର୍ମଶାଳା: ସ୍ମିତା ରାଣୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଓ ତାଙ୍କ ପରିବାରକୁ ନ୍ୟାୟ ଦାବି ନେଇ ଧର୍ମଶାଳା ବିଜେପି ନେତ୍ରୀ ସ୍ମୁତି ରେଖା ପହି ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ନ୍ୟାୟ ଭିକ୍ଷା କରିଛନ୍ତି । ସ୍ମୁତି ରେଖା ବିଜେପି କର୍ମକର୍ତ। ଓ ମୃତ ସ୍ମିତାଙ୍କ
Read More...

ଚକଦର ଜଳସେଚନ ପ୍ରକଳ୍ପ ବନ୍ଦ ଦାବିରେ ୧୨ ଘଣ୍ଟିଆ ତେଲକୋଇ ରାଜପଥ ବନ୍ଦ

ତେଲକୋଇ : ସମାକୋଇ ଚକଧର ସମନ୍ୱୟ ସମିତି ଡାକରାରେ ଆଜି ପୁଣି ତେଲକୋଇ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଫଳରେ ସାରା ତେଲକୋଇରେ ଗାଡିମୋଟର ଚଲାଚଳ ବନ୍ଦ ରହିବା ସହ ଦୋକାନବଜାର ମଧ୍ୟ ବନ୍ଦ ରହିଥିଲା । ତେଲକୋଇ ମୁଖ୍ୟାଳୟରେ ଥିବା ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ସ୍କୁଲ ଓ କଲେଜ ମଧ୍ୟ
Read More...