Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଟନେଲ ଭୁଶୁଡିବା ଘଟଣା,ବୌଦ୍ଧ ଜିଲ୍ଲା ବିଜେପି ସଭାପତି କଲେ ସ୍ଥିତି ଅନୁଧ୍ୟାନ
ହରଭଙ୍ଗା :.ପୂର୍ବତଟ ରେଳ ବିଭାଗର ସର୍ବବୃହତ ଟନେଲ ଭୁଶୁଡିବା ଘଟଣା l ଖବର ପ୍ରସାରଣ ପରେ ରାତି ରାତି ଜେସିବି ଲଗାଇ ମାଟି ଭୁଶୁଡି ଥିବା ସ୍ଥାନ ପୋତିଲା ଠିକାସଂସ୍ଥା । ଗତକାଲି ଟନେଲରେ ସୃଷ୍ଟି ହୋଇଥିଲା ୫ ଫୁଟ ଗୋଲେଇ ଏବଂ ୩୦ ଫୁଟ ଗଭୀରର ଆଉ ଏକ ଗର୍ତ୍ତ କୁ ପୋତିଛି କାର୍ଯ୍ୟରତ ଠିକା!-->…
Read More...
Read More...
କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ ଭେଟି ସମ୍ବଲପୁର ନୀଳଡୁଙ୍ଗୁରିରେ ଟର୍ମିନାଲ ମାର୍କେଟ୍ କମ୍ପଲେକ୍ସ ପ୍ରତିଷ୍ଠା କରିବା ପାଇଁ ସହଯୋଗ କରିବା ପାଇଁ ଅନୁରୋଧ କରିବା ସହ!-->…
Read More...
Read More...
କେନ୍ଦ୍ର ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ “ନଗର ବନ ଯୋଜନା”(ଏନଭିଓ୍ୱାଇ) ଅଧୀନରେ ଶିଳ୍ପାଞ୍ଚଳ ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଏବଂ କୋଇଲା ଖଣି ଅଞ୍ଚଳ ଅନୁଗୋଳ –ଢେଙ୍କାନାଳ!-->…
Read More...
Read More...
ଆସିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ରାୟ
ପାଟଣାଗଡ଼: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ରାୟ ଆଜି ପ୍ରକାଶ ପାଇଛି। ମାମଲାର ଏକମାତ୍ର ଅଭିଯୁକ୍ତ ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ପାଟଣାଗଡ଼ ଅତିରିକ୍ତ ଜିଲା ଦୌରାଜଜ୍। ମୃତ୍ୟୁ ଯାଏ ସେ ଜେଲରେ ରହିବେ ବୋଲି ସରକାରୀ ଓକିଲ!-->…
Read More...
Read More...
ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ଵର, : ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଵାଭାବିକ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ୧୯୯୯ରେ ମେ ୨୮ରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ଏହାପରେ!-->…
Read More...
Read More...
ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପାଝିଅଙ୍କ ଜୀବନ, ଚାରି ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା
ବୌଦ୍ଧ: ଦୁଃଖ ଉପରେ ଦୁଃଖ ଆଉ ଲୁହର ଧାରରେ ଭାସୁଛି ସାରା ଗାଁ। ଗତ କିଛି ମାସ ପୂର୍ବରୁ ବୌଦ୍ଧ ଜିଲ୍ଲାର ଟିକରପଡା ପଂଚାୟତ ଚରିଆପାଲି ଗ୍ରାମରେ ଗୋଟିଏ ରାତିରେ ଚିତି ସାପ କାମୁଡା ରେ ଏକାକାଳୀନ ତିନି ଜଣଙ୍କ ମୃତ୍ୟୁର ଦୁଃଖ ଗ୍ରାମବାସୀଙ୍କ ମନରୁ ଲିଭିନଥିବା ବେଳେ ବର୍ତମାନ ପୁଣି ଏକ ସଡ଼କ!-->…
Read More...
Read More...
ରାଜ୍ୟରେ ଚିହ୍ନଟ ହେଲେ ୫ କୋଭିଡ ପଜିଟିଭ୍
ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଲାଣି କରୋନା। ରାଜ୍ୟରେ ଚିହ୍ନଟ ହେଲେ ୫ କୋଭିଡ ପଜିଟିଭ୍। ଭୁବନେଶ୍ବରରୁ ୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଅଛନ୍ତି।ତିନି ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୂର୍ବରୁ ଜଣେ!-->…
Read More...
Read More...
ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଗୁଜରାଟ ଦମ୍ପତି
ପାରଳାଖେମୁଣ୍ଡି:ଗଜପତି ଜିଲ୍ଲାରୁ ୭୧ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ଗୁଜରାଟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃହୀନ ଏହି ଶିଶୁଙ୍କୁ, ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ଉତ୍କଳ ବାଳାଶ୍ରମ!-->…
Read More...
Read More...
ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ, ଏହି ସବୁ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର:ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ,!-->…
Read More...
Read More...
ବଢ଼ିଲା ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ି ଖର୍ଚ୍ଚ
ଭୁବନେଶ୍ୱର: ଓଡ଼ିଶା ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ଏକ ନୋଟିସ୍ ପ୍ରକାଶ ପାଇଛି। ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରାଯାଇ ଏହି ନିଷ୍ପତ୍ତି ନିଆଯାଇଛି। ଫଳରେ ଏବେ!-->…
Read More...
Read More...