Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ନୂଆଁଖାଇ ଭେଟଘାଟ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ବିଭାଗ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ଦ୍ୱାରା ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଜିଲ୍ଳା ସଂସ୍କୃତି ଭବନ ଠାରେ ପଶ୍ଚିମଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ!-->…
Read More...
Read More...
ସାପ କାମୁଡା ରେ ଯୁବକ ମୃତ
ଦଶପଲ୍ଲା :ନୟାଗଡ଼ ଜିଲ୍ଲାରେ ସାପ କାମୁଡାରେ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି । ଆଜି ସାପ କାମୁଡାରେ ଜଣେ ଯୁବକଙ୍କ ମୃତ ହୋଇଛି । ଇଟାମାଟି ଥାନା ଅନ୍ତର୍ଗତ ଚମ୍ପତ୍ତିପୁର ଗ୍ରାମ ପଞ୍ଚାୟତର ଚମ୍ପତ୍ତିପୁର ତଳସାହି ବାସିନ୍ଦା ପ୍ରଶାନ୍ତ କୁମାର ବିଶ୍ୱାଳଙ୍କ (୩୨) ମୃତ ହୋଇଛି ।!-->…
Read More...
Read More...
କରମଙ୍ଗା ଗ୍ରାମ୍ୟ କମିଟି ପକ୍ଷରୁ ଭରତଚନ୍ଦ୍ର ନାୟକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଓ ଶୋକସଭା
କୋଣାର୍କ : କୋଣାର୍କ ଏନଏସିର ବରିଷ୍ଠ ବିଜେଡି ନେତା ତଥା କରମଙ୍ଗା ଗ୍ରାମର ମୁରବୀ ସ୍ୱର୍ଗତ ଭରତ ଚନ୍ଦ୍ର ନାୟକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ଏକ ଶୋକସଭା କରମଙ୍ଗା ଗ୍ରାମ୍ୟ କମିଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଗ୍ରାମ କମିଟି ଅସ୍ଥାୟୀ ସଭାପତି ଭାସ୍କର ଚନ୍ଦ୍ର ବେହେରାଙ୍କ!-->…
Read More...
Read More...
କୋସଲି ଡେରାର କୋସଲି ସଂସ୍କୃତି ଦିନ ପାଳିତ
ପାଟଣାଗଡ଼ : ଅଗ୍ରଣୀ କୋସଲି ସାହିତ୍ୟିକ ଅନୁଷ୍ଠାନ କୋସଲି ଡେରା ପକ୍ଷରୁ କୋସଲି ରାମାୟଣର ରଚୟିତା କୋସଲି ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କର ଜନ୍ମ ଦିବସ ଅବସରରେ କୋସଲି ସଂସ୍କୃତି ଦିନ ପାଳିତ ହୋଇଯାଇଛି । ବୈଠକ ପୂର୍ବରୁ ମାଁ ପାଟଣେଶ୍ୱରୀଙ୍କ ମନ୍ଦିରଠାରୁ ଏକ ଶୋଭାଯାତ୍ରା ବାହାରି ସ୍ଥାନୀୟ!-->…
Read More...
Read More...
ଉପାନ୍ତ ଅଭିଶପ୍ତ ଆଦିବାସୀ ଗାଁ ‘ଜୁନିଆନ’
ସୁନ୍ଦରଗଡ : ସୁନ୍ଦରଗଡ ଜିଳ୍ଳାର ଉପାନ୍ତ ଅଂଚଳ ଭାବେ ପରିଚିତ ରାଜବାହାଲ ପଞ୍ଚାୟତ ଆଜି ସରକାରଙ୍କ ଦୃଷ୍ଟି ଅଢୁୃଆଳରେ ରହିଯାଇଥିବା ବେଳେ ସ୍ୱାଧୀନତାର ଦୀର୍ଘ ସାତ ଦଶନ୍ଧି ପରେ ମଧ୍ୟ ପଞ୍ଚାୟତ ବାସୀ ସର୍ବନିମ୍ନ ମୌଳିକ ସୁବିଧା ପାଇବାରୁ ବଞ୍ଚିତ । ଏହି ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଘାଟୀ!-->…
Read More...
Read More...
ବୁର୍ଲା ଭିସୁଟରେ ଗଣ୍ଡଗୋଳ, ବିଦା ହେଲେ୧୨ ଛାତ୍ର
ସମ୍ବଲପୁର : ର୍ୟାଗିଂ କରି ବିଦା ହେଲେ। ବୁର୍ଲା ଭିସୁଟ ଛାତ୍ର ଗଣ୍ଡଗୋଳ ଘଟଣାରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ। ୨ ଜଣ ଛାତ୍ରଙ୍କୁ ୨ ବର୍ଷ ଏବଂ ଅନ୍ୟ ୧୦ ଜଣ ଛାତ୍ରଙ୍କୁ ବର୍ଷେ ପାଇଁ ବହିଷ୍କାର କରାଯାଇଛି। ସୂଚନାଯୋଗ୍ୟ ଯେ ଗତ ୨୨ ତାରିଖରେ ପୁଲହ ହଷ୍ଟେଲରେ ଜଣେ ତୃତୀୟ ବର୍ଷର!-->…
Read More...
Read More...
ପିପିଲି ଉପନିର୍ବାଚନ ପାଇଁ ଭୋଟିଂ ଜାରି; ଦିନ ୧ଟା ସୁଦ୍ଧା ୪୫.୩୨% ମତଦାନ
ପିପିଲି : ପିପିଲି ଉପନିର୍ବାଚନ ମତଦାନ ଜାରି ରହିଛି । ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଦିନ ୧ଟା ସୁଦ୍ଧା ପିପିଲିରେ ୪୫.୩୨% ଭୋଟିଂ ହୋଇଛି । ଆଜି ପିପିଲି ପାଇଁ ନେତା ବାଛୁଛନ୍ତି ମତଦାତା । ତେବେ ବିଜେଡି ପ୍ରାର୍ଥୀ ତଥା ବିବଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପ୍ରତିଯୋଗିତା ଉଦଘାଟିତ
ବୌଦ୍ଧ,୩୦/୯- ଜିଲ୍ଲା ସଂଗ୍ରହାଳୟରେ ଠାରେ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପ୍ରତିଯୋଗିତା ଆଜି ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ବବିତାରାଣୀ ଦଳବେହେରା ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର!-->…
Read More...
Read More...
ଓଡିଶା ହାଇକୋର୍ଟର ୪ ନୂଆ ଜଜ୍
ନୂଆଦିଲ୍ଲୀ: ସେପ୍ଟେମ୍ବର ୨୯ରେ ଅନୁଷ୍ଠିତ ବୈଠକରେ ‘ସୁପ୍ରିମ୍ କୋର୍ଟ କଲିଜିୟମ୍’ ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ପାଇଁ ପ୍ରସ୍ତାବିତ ବ୍ୟକ୍ତିମାନଙ୍କ ତାଲିକାକୁ ଅନୁମୋଦନ କରିଥିବା କଥା ସର୍ବୋଚ୍ଚ ନ୍ୟାୟାଳୟଙ୍କଦ୍ବାରା ଜାରି ହୋଇଥିବା ବିବୃତିରୁ ଜଣାପଡ଼ିଛି। ଓଡ଼ିଶା ହାଇକୋର୍ଟରେ!-->…
Read More...
Read More...
୪୫ ଓଏଏସଙ୍କ ସମେତ ୩୧ ବିଡିଓଙ୍କ ବଦଳି
ଭୁବନେଶ୍ୱର:ରାଜ୍ୟ ସରକାର ଆଜି ୩୧ଜଣ ବିଡିଓଙ୍କ ସମେତ ମୋଟ ୪୫ଜଣ ଓଏଏସ ଅଫିସରଙ୍କ ବଦଳି କରିଛନ୍ତି। ପଂଚାୟତିରାଜ ବିଭାଗ ଏବଂ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ଦୁଇଟି ଭିନ୍ନ ଭିନ୍ନ ବିଜ୍ଞପ୍ତିରେ ଏହି ୪୫ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି।ପଂଚାୟତିରାଜ ବିଭାଗ ପକ୍ଷରୁ ଜାରି!-->…
Read More...
Read More...