Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବାତ୍ୟା ସମୀକ୍ଷା: ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ସର୍ବାଧିକ ଗୁରୁତ୍ବ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍ଆବ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ!-->…
Read More...
Read More...
ଆସନ୍ତାକାଲି ୧୧ ଜିଲ୍ଲାରେ ସ୍କୁଲ ଛୁଟି
ଭୁବନେଶ୍ୱର: ଆସନ୍ତାକାଲି ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୧ ଜିଲ୍ଲାରେ ସ୍କୁଲ ଛୁଟି ରହିବ । ମଙ୍ଗଳବାର ସ୍ଥିତିକୁ ଦେଖି ଜିଲ୍ଲାପାଳ ସ୍କୁଲ ବାବଦରେ ନିଷ୍ପତି ନେବେ । ବାତ୍ୟା ମୁକାବିଲା ସମୀକ୍ଷା ବେଳେ ସୂଚନା ଦେଇଛନ୍ତି ଏସଆରସି । ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ!-->…
Read More...
Read More...
ମାଓ ମୁକାବିଲା ପାଇଁ ନବୀନଙ୍କ ୫ ସୂତ୍ରୀ ପ୍ରସ୍ତାବ
ଭୁବନେଶ୍ୱର:ମାଓ ଦମନ ନେଇ ଆଜି କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗୃହ ମନ୍ତ୍ରାଳୟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ବୈଠକରେ ଉପସ୍ଥିତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଓ ମୁକାବିଲା!-->…
Read More...
Read More...
ଭୋଜନାଳୟ ଖୋଲିବା ପାଇଁ ଐତିହ୍ୟସମ୍ପନ୍ନ ରାନୀବଖରୀକୁ ଦିଆ ନଯାଉ: ଜନମତ
ସମ୍ବଲପୁର:ସମ୍ବଲପୁରର ସମୃଦ୍ଧ ଇତିହାସର ମୂକ ସାକ୍ଷୀ ରାନୀବଖରୀର ପୁନରୁଦ୍ଧାର ସ୍ୱାଗତେୟ, କିନ୍ତୁ ତାହାକୁ ଏକ ଆଧୁନିକ ଭୋଜନାଳୟ ପାଇଁ ବ୍ୟବହାର ସମ୍ବନ୍ଧରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବିରୁଦ୍ଧରେ ପ୍ରବଳ ଜନମତ ଗଢିଉଠିଛି ଓ ଆଜି ଏହାକୁ ନେଇ ସେଠାରେ ପ୍ରଦର୍ଶନ କରାଯାଇଥିଲା ।!-->…
Read More...
Read More...
୧୧ ଦିନ ପରେ ବି ମିଳୁନି ବଡ ନଦୀରେ ଭାସି ଯାଇଥିବା ପ୍ରଶାନ୍ତର ଠିକଣା
ଗଞ୍ଜାମ :ଏଗାର ଦିନ ହେଲା ନଦୀରେ ଭାସି ଯାଇଥିବା ପୁଅକୁ ଖୋଜି ପାଉନାହାନ୍ତି ପରିବାର ଲୋକ । ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବେଳଗୁଣ୍ଠାରେ । ଏଗାର ଦିନ ହେବ ଘରେ ଚୁଲି ଜଳୁନି । ଗତ ୧୫ ତାରିଖ ଅପରାହ୍ନ ଚାରିଟାରେ ବଡ ନଦୀକୁ ଗାଧୋଇବାକୁ ଯାଇ ନଦୀରେ ଭାସି ଯାଇଥିବା ବେଲଗୁଣ୍ଠା!-->…
Read More...
Read More...
ବାତ୍ୟା ପାଇଁ ଟୋଲ୍ ଫ୍ରୀ ନମ୍ବର ଜାରି
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ଜୋରଦାର ପ୍ରସ୍ତୁତି । ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ ନୟାଗଡ଼ା ଜିଲ୍ଲା ପ୍ରଭାବିତ ହୋଇପାରେ । ଏଥିପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବଳ ବର୍ଷା!-->…
Read More...
Read More...
ରାଜ୍ୟ ସରକାରଙ୍କ ତରଫରୁ ଅରିନ୍ଦମ ଦାସଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ
କେନ୍ଦୁଝର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଚଳିତ ସେପ୍ଟେମ୍ବର ୨୪ତାରିଖରେ ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା!-->…
Read More...
Read More...
ବାତ୍ୟାରେ ଏହି ଦୁଇ ଜିଲ୍ଲା ଅଧିକ ପ୍ରଭାବିତ ହେବ
ଭୁବନେଶ୍ୱର:ବଙ୍ଗୋପସାଗର ଉପକୂଳକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଗୁଲାବ । ୮ଟା ୩୦ ସୁଦ୍ଧା ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଗୁଲାବ ରହିଛି । ଆନ୍ଧ୍ର କଳିଙ୍ଗପଟ୍ଟନମ ଠାରୁ ୨୮୦ କିମି ଦୂରରେ ଗୁଲାବ ରହିଛି । ଗତ ୬ଘଣ୍ଟାରେ ଗୁଲାବର ବେଗ ରହିଛି ଘଣ୍ଟା ପ୍ରତି ୧୭ କିଲୋମିଟର । ରାତି ପ୍ରାୟ!-->…
Read More...
Read More...
ଗୁମାପଦରରେ କବାଡି ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ବାଲିଗୁଡ଼ା: ଦୀର୍ଘ ଦିନର ବ୍ୟବଧାନ ପରେ କନ୍ଧମାଳରେ କ୍ରୀଡ଼ା ପ୍ରେମୀଙ୍କ ମନରେ ପୁଣି ଉତ୍ସାହ ଦେଖାଦେଇଛି । କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ୍ ଗୁମାପଦର ଗ୍ରାମର ଶ୍ରୀ ଜଗନ୍ନାଥ ଯୁବକ ସଂଘ ଓ ଗ୍ରାମ୍ୟ କମିଟି ଆନୁକୂଲ୍ୟରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଗୁମାପଦରଠାରେ ସାତ ଦିନିଆ କବାଡ଼ି!-->…
Read More...
Read More...
ରାତି ୯ଟା ପରେ ଲ୍ୟାଣ୍ଡଫଲ କରିବ ଗୁଲାବ
ଭୁବନେଶ୍ୱର:ବଙ୍ଗୋପସାଗର ଉପକୂଳକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଗୁଲାବ । ୮ଟା ୩୦ ସୁଦ୍ଧା ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଗୁଲାବ ରହିଛି । ଆନ୍ଧ୍ର କଳିଙ୍ଗପଟ୍ଟନମ ଠାରୁ ୨୮୦ କିମି ଦୂରରେ ଗୁଲାବ ରହିଛି । ଗତ ୬ଘଣ୍ଟାରେ ଗୁଲାବର ବେଗ ରହିଛି ଘଣ୍ଟା ପ୍ରତି ୧୭ କିଲୋମିଟର । ରାତି!-->…
Read More...
Read More...