Browsing Category

ରାଜ୍ୟ

କୋଣାର୍କରେ ଫିଟ ଇଣ୍ଡିଆ ଫ୍ରିଡ଼ମ ରନ ଉଦଯାପିତ, କ୍ରୀଡା ଛାତ୍ରାବାସର ନିର୍ମାଣ ପାଇଁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

କୋଣାର୍କ : ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ପୁରୀଜିଲ୍ଲା ନେହେରୁ ଯୁବକେନ୍ଦ୍ର ସହାୟତାରେ ଫ୍ରେଣ୍ଡସ କ୍ଲବ, ଶିରିପୁର ଓ ସାମାଜିକ ସଂଗଠନ ସଂପର୍କ ମିଳିତ ଆନୁକୁଲ୍ୟରେ ଭାରତ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଫିଟ ଇଣ୍ଡିଆ ଫ୍ରିଡ଼ମ ରନ
Read More...

ସଡକ ଦୁର୍ଘଟଣରେ ଜଣେ ମୃତ

ବାଲିଗୁଡା : ବାଲିଗୁଡ଼ା ଥାନା ବାରଖମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଖରାପ ହୋଇଥିବା ଅଟୋ ସଜାଡ଼ୁଥିବା ବେଳେ ପଛପଟୁ ଧକ୍କା ଦେଇଥିଲା ମୋଟରସାଇକେଲ । ଅଟୋ ସଜାଡ଼ୁଥିବା ପିତବାସ ଦିଗାଳ ନାମକ ଯୁବକ ମୃତ । ସୂଚନା ପ୍ରକାରେ ଗତକାଲି ସନ୍ଧ୍ୟା ସମୟରେ କାମ୍ବାରକିଆ ଗ୍ରାମର ରବିଚନ୍ଦ୍ର
Read More...

ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନିଭୂତ ହେଉଛି ।  ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଆଜି ଓ
Read More...

ମାଁ ସମଲେଶ୍ୱରୀ ମନ୍ଦିରରେ ‘ଲାଇଟ୍‌ ଆଣ୍ଡ ସାଉଣ୍ଡ’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର; ପଶ୍ଚିମ ଓଡିଶାର ପ୍ରମୁଖ ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଁ ସମଲେଶ୍ୱରୀ ମନ୍ଦିରରେ ‘ଲାଇଟ୍‌ ଆଣ୍ଡ ସାଉଣ୍ଡ୍‌ ଶୋ’ କୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଭିଡିଓ କନଫରେନି୍ସଂ ଜରିଆରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ‘ନୂଆଁଖାଇ ଜୁହାର’ ଜଣାଇବା ସହ ଏହି
Read More...

ମହେନ୍ଦ୍ରଗିରି ଓ ଚନ୍ଦ୍ର ଗିରି ଓଡ଼ିଶା ପର୍ଯ୍ୟଟନ ସର୍କିଟ ସହ ସଂଯୋଜିତ ହେବ : ମୁଖ୍ୟ ଶାସନ ସଚିବ

ପାରଳାଖେମୁଣ୍ଡି : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗଜପତି ଜିଲ୍ଲା ଗସ୍ତକରି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ଜିଲ୍ଲାରେ ରହିଥିବା ପର୍ଯ୍ୟଟନ ସମ୍ଭାବନାର କ୍ଷେତ୍ର ସ୍ତରୀୟ ଅନୁଧ୍ୟାନ କରି ଥିଲେ । ଶ୍ରୀ ମହାପାତ୍ର ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ରାସ୍ତାରେ ତୁମ୍ବ । ପୂରିଆ
Read More...

ଅଧିକ ଘନୀଭୂତ ହେଉଛି ଲଘୁଚାପ,ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଅଧିକ ଘନୀଭୂତ ହେଉଛି ଲଘୁଚାପ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ତତସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେଉଛି । ଉତ୍ତର-ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହା କ୍ରମଶଃ ପଶ୍ଚିମଉତ୍ତର-ପଶ୍ଚିମ ଦିଗକୁ ଗତି
Read More...

ସଡ଼କ ଦୁର୍ଘଟଣାରେ ଦୁଇ ମୃତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବାଇକ ଚାଳକ ଆଶିଷ ଦିଗାଲ (୧୭)ଏବଂ ଦୀପା କହଁର(୧୬) ରାତ୍ରି ସମୟରେ ଯାଉଥିବା ବେଳେ ବୁଡ଼ାଦାନୀ ନିକଟସ୍ଥ ବୁଲାଣୀ ରାସ୍ତାରେ ଏକ ଗାଡ଼ ୱାଲରେ ଭାରସ୍ୟାମ ହରାଇ ପିଟି ହୋଇ ଯାଇଥିଲେ ।
Read More...

ରାଜ୍ୟରେ ଚିହ୍ନଟ ହେଲେ ୬୪୯ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୩ ଜଣ ଅଛନ୍ତି। ୬୪୯ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୨୬୮ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୫
Read More...

ପିଇବା ପାଣି ପାଇଁ ଡହଳ ବିକଳ କଲୋନୀ ସାହି ବାସିନ୍ଦା, ସମସ୍ୟାର ସମାଧାନ ନ ହେଲେ ଭୋଟ ବର୍ଜନ କରିବାକୁ ଚେତାବନୀ

ଘୁ.ଉଦୟଗିରି,୧୧/୯- ରାଜ୍ୟ ସରକାର ସାଧାରଣ ଲୋକଙ୍କ ପାଇଁ ଗାଁ ଗାଁରେ ପାନୀୟ ଜଳ ପାଇଁ ସରକାର ମାଳ ମାଳ ଯୋଜନା କରୁଛନ୍ତି, ବସୁଧା ଯୋଜନାରେ ସମସ୍ତ ଗାଁ ଗହଳିକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି ହେଲେ ସାରଙ୍ଗଡ ପଂଚାୟତର କଲୋନୀ ସାହି ବାସିନ୍ଦା ଏଥିରୁ ବାଦ ପଡିଛନ୍ତି । ଏହି ସାହିରେ ଶହେରୁ
Read More...

ପାର୍ବଣ ଗାଇଡଲାଇନ ପରେ ଜିଲ୍ଲା ପ୍ରଶାସନ ସହ ଆଲୋଚନା କଲା ପୂଜା କମିଟି

ପୁରୀ,୧୧/୯- ପୂଜା ପର୍ବାଣୀ ଆୟୋଜନ ନେଇ ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ ଲାଇନ ଆସିବା ପରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପୂଜା କମିଟି କର୍ମକର୍ତ୍ତା ଙ୍କ ସହ ଆଲୋଚନା ହୋଇଛି । ପୂଜା ସମୟରେ ପୂଜା ମଣ୍ଡପ ଚାରିପାଖ କପଡାରେ ଢାଙ୍କିବା ସହ କୌଣସି ଲାଉଡ଼ ସ୍ପିକର ନ ବଜାଇବା ,
Read More...