Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବିଜେଡି ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା
ଭୁବନେଶ୍ବର : ୧୮ଟି ଜିଲ୍ଲା ପାଇଁ ବିଜେଡି ସଭାପତିଙ୍କ ନାମ ଘୋଷଣା ହୋଇଛି। ବିଜେଡି ପକ୍ଷରୁ କୁହାଯାଇଛି ଯେ, ଅନୁଗୁଳ ଜିଲ୍ଲା ପାଇଁ ବ୍ରଜକିଶୋର ପ୍ରଧାନଙ୍କୁ ସଭାପତି କରାଯାଇଛି। ପୁରୀରେ ଉମା ସାମନ୍ତରାୟ, ବରଗଡ଼ରେ ସୁଶାନ୍ତ କୁମାର ମହାପାତ୍ର, ଭଦ୍ରକରେ ଜଗନ୍ନାଥ ସ୍ବାଇଁ, ବୌଦ୍ଧରେ!-->…
Read More...
Read More...
ହଜିଲା ପୁଅକୁ ପାଇଲା ମାଆ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଜୟନ୍ତୀ
ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ ଫେରି ପାଇବା ପରେ ଭାବବିହ୍ବଲ ହୋଇ କୋହ ସମ୍ଭଳି ପାରି ନ ଥିଲେ ମା’ ଜୟନ୍ତୀ ମଲ୍ଲିକ। ଛୁଆକୁ ଫେରି ପାଇବି ବୋଲି!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ସୃଷ୍ଟି ହେଲା 2,500 ଗୃହରକ୍ଷୀ ପଦବୀ
ଭୁବନେଶ୍ୱର: ରାଜ୍ୟରେ ସୃଷ୍ଟି ହୋଇଛି 2,500 ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା 17,675 ଅଛି। 2,500 ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା!-->…
Read More...
Read More...
ସମ୍ବଲପୁର ସନାତନପାଲି ଠାରେ କୃଷକ ଭବନ ପାଇଁ ଭୂମିପୂଜନ ସହ ‘ପୁଷ୍ପକୃଷି ପଲୀହାଉସ’ ଲୋକାର୍ପିତ
ସନାତନପାଲି/ସମ୍ବଲପୁର:ସମ୍ବଲପୁର ଜିଲ୍ଲାରେ କୃଷିଜାତ ଦ୍ରବ୍ୟ, ଉଦ୍ୟାନ ଜାତ କୃଷି ଦ୍ରବ୍ୟ, ପଶୁପାଳନ ଏବଂ ମତ୍ସ୍ୟଚାଷ କ୍ଷେତ୍ରରେ ଉତ୍ପାଦନ ବୃଦ୍ଧି କରାଯିବ । ବିଶେଷ ଭାବରେ ଏହି ୪ଟି କୃଷି କ୍ଷେତ୍ରକୁ ପ୍ରାଧାନ୍ୟ ଦେଇ ଚାଷୀମାନଙ୍କ ଜୀବନଜୀବିକାରେ ସୁଧାର ଅଣାଯିବ । ଏହା ଦ୍ୱାରା ‘ବିକଶିତ!-->…
Read More...
Read More...
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି
ନୂଆଦିଲ୍ଲୀ: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ,!-->…
Read More...
Read More...
୧୬ରୁ +୩ ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା ପାଠ୍ୟକ୍ରମ ଆରମ୍ଭ ହେବ!-->…
Read More...
Read More...
ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀର ତାଣ୍ଡବ । ବିଭିନ୍ନ ସ୍ଥାନରେ ପବନ ସାଙ୍ଗକୁ ବର୍ଷା ହେଉଥିବା ଦେଖିବାକୁ ମିଳୁଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଏମିତି ସ୍ଥିତି ଆହୁରି ୭ ଦିନି ପର୍ଯ୍ୟନ୍ତ ଜାରି ରହିବା ନେଇ ପୂର୍ବାନୁମାନ କରିଛି!-->…
Read More...
Read More...
ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମଙ୍କୁ ଏନକାଉଣ୍ଟର
ସମ୍ବଲପୁର: ଅପରାଧୀଙ୍କ ବିରୋଧରେ ଓଡ଼ିଶା ପୋଲିସର ପୁଣି ଆକ୍ସନ । ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଷଡ଼ଙ୍ଗୀଙ୍କୁ ଏନକାଉଣ୍ଟର କଲା ଗୋବିନ୍ଦପୁର ଥାନା ପୋଲିସ । ରଙ୍ଗିଆଟିକିରାରେ ହୋଇଛି ଏହି ଏନକାଉଣ୍ଟର । ସୀତାରାମଙ୍କ ବାମ ଗୋଡ଼ରେ ଗୁଳି ବାଜିଛି । ପ୍ରଥମେ ତାକୁ କୁଚିଣ୍ଡା ଓ!-->…
Read More...
Read More...
ଗଁରେଇ ଗ୍ରାମରେ ଅଷ୍ଟ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ
ମୁରିବାହାଲ ; ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ପଞ୍ଚାୟତ ସଦର ମହକୁମାଠାରେ ଶୁକ୍ରବାର ଅଷ୍ଟ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଅଧିବାସ ଦିନ ଖଲିଆ ବନ୍ଧରୁ ଶତାଧିକ ମହିଳା କଳସ ଶୋଭାଯାତ୍ରାରେ ଆଣି ଯଜ୍ଞମଣ୍ଡପରେ ସ୍ଥାପନ କରିଥିଲେ। ଶୁକ୍ରବାର ନାମାରମ୍ଭ ହୋଇଥିବା!-->…
Read More...
Read More...
ଜହ୍ନାପଙ୍କଠାରେ ଜିଲ୍ଲା ସ୍ତରୀୟ ଆୟୁଷ୍ମାନ ଏକକ ଜନ ଆରୋଗ୍ୟ ଯୋଜନା କାର୍ଡର ଶୁଭାରମ୍ଭ କାର୍ଯ୍ୟକ୍ରମ
ବୌଦ୍ଧ , ୧୧/୪: ବୌଦ୍ଧ ବ୍ଲକ୍ ଜହ୍ନାପଙ୍କ ମେଡିକାଲ ପଡିଆରେ ଜିଲ୍ଲା ସ୍ତରୀୟ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୁଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଭାରତ ବୟୋ ବନ୍ଦନା ଯୋଜନାର କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l!-->…
Read More...
Read More...