Browsing Category

ରାଜ୍ୟ

କିଆକଟା ଆଞ୍ଚଳିକ ସେବା ସଂସଦ ପକ୍ଷରୁ ଅସହାୟଙ୍କୁ ସହାୟତା ପ୍ରଦାନ

କିଆକଟା:ଆଠମଲ୍ଲିକ ବ୍ଲକ କିଆକଟା ପଂଚାୟତର ଶଙ୍ଖାମାଳ ଗ୍ରାମର ଅସହାୟ ବିଧବା ମହିଳା କୋକେଇ ବେହେରା (35) ଓ ଝିଅ ଲଭଲୀ ବେହେରା(9)ଙ୍କୁ ଆଜି ଆଞ୍ଚଳିକ ସେବା ସଂସଦ ପକ୍ଷରୁ ଚୂଡ଼ା, ଚାଉଳ, ଶାଢ଼ୀ, ଡ୍ରେସ, ରାସନ ସାମଗ୍ରୀ ପ୍ରଦାନ କରାଯାଇଛି I ସୂଚନା ଯୋଗ୍ୟ ଯେ କୋକେଇଙ୍କର ସ୍ୱାମୀ ଚଳିତବର୍ଷ
Read More...

ଯାତ୍ରୀବିଶ୍ରାମଗାର କାର୍ଯ୍ୟ ଆରମ୍ଭ ହେଲା

ଜହ୍ନ ।ପଙ୍କ,୨୦/୯- ବହୁ ପ୍ରତୀକ୍ଷାର ଅନ୍ତ ହେଲା । ବିଧାୟକ ଦେଇଥିବା ଶୁଭକୁ ବାସ୍ତବରେ ପରିଣତ କଲେ ସରପଞ୍ଚ ମିତ୍ରଭାନୁ ପ୍ରଧାନ । ଦୀର୍ଘଦିନର ଦାବି ପରେ ଗ୍ରାମର ସ୍ୱେଚ୍ଛାସେବୀ ସୁଧାଂଶୁ ଶେଖର ମିଶ୍ର, ସ୍ୱାଧୀନ କୁମାର ପ୍ରଧାନ ଓ ପ୍ରକାଶ ବାରିକ ଜହ୍ନ ।ପଙ୍କଠାରେ ଏକ ଯାତ୍ରୀବିଶ୍ରାମଗାର
Read More...

ଓଏସ ଆରଟିସିର ଉଚ୍ଚସ୍ତରୀୟ ପ୍ରତିନିଧି ଦଳର ସୁବର୍ଣ୍ଣପୁରଜ଼ିଲ୍ଲା ଗସ୍ତ

ସୁବର୍ଣ୍ଣପୁର,୨୦/୯- ଓଡିଶା ରାଜ୍ୟ ସଡକ ପରିବହନ ନିଗମର ଏକ ଉଚ୍ଚସ୍ତରୀୟ ଦଶ ଜଣିଆ ପ୍ରତିନିଧି ଦଳ ସୁବର୍ଣ୍ଣପୁର ଜ଼ିଲ୍ଲା ଗସ୍ତ କରି ନିର୍ମାଣ ହେବାକୁ ଥିବା ରାଜ୍ୟ ସରକାରଙ୍କ ବ୍ଲକ ଲେବେଲ ନୂତନ ବସଷ୍ଟାଣ୍ଡ ବା ସାଇଟ ସବୁ ର ଭିତ୍ତି ଭୂମି ଅନୁଧ୍ୟାନ କରିଥିଲେ । ଓ ଏ ଏସ ଓ ଏସ ଡ଼ି ( ଓ ଏସ
Read More...

ଆନ୍ଧ୍ର-ଓଡ଼ିଶା ସୀମା ବିବାଦର ସ୍ଥାୟୀ ସମାଧାନ ନିମନ୍ତେ ଦାବିପତ୍ର ପ୍ରଦାନ

ପାରଳାଖେମୁଣ୍ଡି : ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତଙ୍କ ନେତୃତ୍ୱରେ ଆମ୍‌ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ଗଜପତି ଜିଲ୍ଲା ମାଣିକପାଟଣା ତଥା ଆନ୍ଧ୍ର ଓଡ଼ିଶା ସୀମା ବିବାଦର ସ୍ଥାୟୀ ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ୫ ଦଫା ଦାବିପତ୍ର
Read More...

କିଟ୍‍ ଓ କିସ୍‍ ପକ୍ଷରୁ ଅଲିମ୍ପିଆନ୍‍ଙ୍କୁ ସମ୍ବର୍ଦ୍ଧନା : ପ୍ରମୋଦ ଓ ଦୂତୀଙ୍କ ନାମରେ ନାମିତ ହେବ କିଟ୍‍ର ଦୁଇ…

ଭୁବନେଶ୍ୱର: କିଟ୍‍ ଓ କିସ୍‍ ସର୍ବଦା କ୍ରୀଡ଼ା ଓ କ୍ର୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସାହିତ କରିଥାଏ । ୨୦୦୫ରୁ କିଟ୍‍ ଓ କିସ୍‍ ପକ୍ଷରୁ ଶିକ୍ଷା ସହ କ୍ରୀଡ଼ାକୁ ସମାନ ଗୁରୁତ୍ୱ ଦିଆଯାଇ ସର୍ବଦା କ୍ରୀଡ଼ା ଓ କ୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସାହିତ କରାଯାଇଆସୁଛି । କ୍ରୀଡ଼ାର ଉନ୍ନତି ପାଇଁ କିଟ୍‍ ଓ
Read More...

ଟାଟା ପାୱାର ପକ୍ଷରୁ ଲଗାଯାଇଥିବା ମିଟରରେ ବ୍ୟାପକ ଅନିୟମିତତା ଅଭିଯୋଗ

ପୁରୀ : ପୁରୀ ସହରର ଉପଭୋକ୍ତାମାନଙ୍କ ଘରେ ଟାଟା ପାୱାର ପକ୍ଷରୁ ଲଗାଯାଇଥିବା ମିଟରରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି । ବିଦ୍ୟୁତ ଉପଭୋକ୍ତାମାନଙ୍କୁ ଏବେ ଅତ୍ୟଧିକ ବିଦ୍ୟୁତ ବିଲ ଦେବାକୁ ବାଧ୍ୟ କରାଯାଉଥିବା ବେଳେ ସେମାନଙ୍କୁ ବେଆଇନ ଭାବେ ମିଟର ପରିବର୍ତ୍ତନ କରିବାକୁ ବାଧ୍ୟ
Read More...

ବଜ୍ରାଘାତରେ ବିଧବାଙ୍କ ମୃତ୍ୟୁ, ବେସାହାରା ହେଲେ ଭାଇଭଉଣୀ

କଣ୍ଟାବାଞ୍ଜି :ବଲାଙ୍ଗୀର ଜିଲ୍ଲା ତୁରିକେଲା ଅନ୍ତର୍ଗତ ବଡ଼ବାଙ୍କି ପଞ୍ଚୟତ ଜାମକି ଗାଁର ୪୫ ବର୍ଷୀୟ ବିଧବା ମହିଳା ନୃପତି ମାଂଝିଙ୍କ ବଜ୍ରାଘାତରୁ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାକ୍ରମେ ରବିବାର ଦିନ ନିଜ କ୍ଷେତରୁ ଘରକୁ ଫେରୁଥିବା ବେଳେ ଗାଁରୁ ୨୦୦ ମିଟର ଦୂରତାରେ ଥିବା ସମୟରେ ଜୋର
Read More...

ହାତ କାଟିଦେଲେ ଛାତ୍ରୀ

ଭୁବନେଶ୍ୱର: ଉଚିତ୍ ମୁଲ୍ୟାୟନ ଦାବିରେ ସିଏଏସଇ ସାମନାରେ ହାତ କାଟିଦେଲେ ଛାତ୍ରୀ । ଯୁକ୍ତ ୨ ଏକ୍ସ ରେଗୁଲାର୍ ଡ୍ରପଆଉଟ୍ ଛାତ୍ରୀ ହାତ କାଟିଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ଆଗରେ ଛାତ୍ରୀ ଜଣ ହାତ କାଟିଦେଇଛନ୍ତି । ଦଶମ ନମ୍ବର ଆଧାରରେ ଯୁକ୍ତ ଦୁଇ ମୂଲ୍ୟାୟନ ଦାବିରେ
Read More...

ମରାମତି ପାଇଁ ତିନିଦିନ ବନ୍ଦ ରହିବ ହୀରାକୁଦ ରୋପୱେ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ବିହଙ୍ଗମ ଦୃଶ୍ୟ ଉପଭୋଗ କରିବା ଏକ ବିରଳ ଅନୁଭୂତି । ଏଣୁ ଜବାହର ଉଦ୍ୟାନ ଓ ଗାନ୍ଧୀ ମୀନାର ମଧ୍ୟରେ ସଞ୍ଚାଳିତ ରୋପୱେ ସେଠାକୁ ପ୍ରତିଦିନ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ଆକର୍ଷଣର ଏକ ମୁଖ୍ୟକେନ୍ଦ୍ର ରୂପେ ଲୋକପ୍ରିୟ । ଏହାର ଦୈନନ୍ଦିନ ରକ୍ଷଣାବେକ୍ଷଣ ଓ
Read More...

ସ୍ୱାଧୀନତା ସଂଗ୍ରାମୀ ଦୁର୍ଗା ପ୍ରସାଦ ନାୟକଙ୍କ ପରଲୋକ

ସମ୍ବଲପୁର : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ, ସାମ୍ବାଦିକ ତଥା ଦୈନିକ ଅଗ୍ନିଶିଖାର ମୁଖ୍ୟ ସମ୍ପାଦକ ଦୁର୍ଗା ପ୍ରସାଦ ନାୟକ ୯୭ବର୍ଷ ବୟସରେ ଗତସନ୍ଧ୍ୟା ୭ଟା ସମୟରେ ପରଲୋକ ଘଟିଛି । ଆଜି ସକାଳେ ସ୍ଥାନୀୟ ରାଜଘାଟ ଶ୍ମଶାନରେ ତାଙ୍କ ଦାହ ସଂସ୍କାର ଓ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଜଣେ
Read More...