Browsing Category

ରାଜ୍ୟ

ନରସିଂହ ମିଶ୍ରଙ୍କ ସୁବର୍ଣ୍ଣପୁର ଜ଼ିଲ୍ଲା ଗସ୍ତ, ମରୁଡି ଘୋଷଣା ଓ ସାର ଯୋଗାଣ ପାଇଁ ଦାବି

ସୁବର୍ଣ୍ଣପୁର: ଆଜି ଓଡିଶା ବିଧାନ ସଭାର କଂଗ୍ରେସ ଦଳର ନେତା ନରସିଂହ ମିଶ୍ର ସୁବର୍ଣ୍ଣପୁର ଜ଼ିଲ୍ଲା ଗସ୍ତରେ ଆସି ଆସନ୍ତା ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ଓ ପୁରାପ୍ରସ୍ତୁତ ରହିବାକୁ ଦଳୀୟ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ ଏବଂ ଜ଼ିଲ୍ଲାର ସୋନପୁର,
Read More...

ପ୍ରଥମ ଥର ଗଜପତି ଜିଲ୍ଲାରେ ଏନ୍‌ଇଟି ପରୀକ୍ଷା

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଟି) ରବିବାର ୧୨.୯.୨୧ ଦିନ ପରିଚାଳିତ ହୋଇଛି । ପାରଳାଖେମୁଣ୍ଡିରେ ସେଞ୍ଚୁରିୟାନ ପବ୍ଲିକ ସ୍କୁଲ ଏବଂ କେଭିରେ ପରୀକ୍ଷା କେନ୍ଦ୍ର ହୋଇ ଥିଲା । ସର୍ବମୋଟ ୨୭୨ ଜଣ ଆଶାୟୀ ପ୍ରାର୍ଥୀ
Read More...

ବଦଳିବେ କି ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ? ଜୟରାମଙ୍କୁ ଦିଲ୍ଲୀରୁ ଡାକରା ପରେ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ: ବିଜେପିର ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରକ୍ରିୟାରେ ବର୍ତ୍ତମାନ ହିମାଚଳ ପ୍ରଦେଶର ପାଳି ପଡ଼ିପାରେ । ଖୁବଶୀଘ୍ର ଏନେଇ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଆଲୋଚନା କରିବେ ବୋଲି ଜଣାପଡ଼ିଛି । ଜୟରାମଙ୍କ ଦିଲ୍ଲୀ ଗସ୍ତକୁ ନେଇ ଏହି
Read More...

ବର୍ଷାକୁ ନେଇ ଏସ୍‌ଆରସିଙ୍କ ସୂଚନା, ବୌଦ୍ଧରେ ସର୍ବାଧିକ, ନବରଙ୍ଗପୁରରେ ସର୍ବନିମ୍ନ

ଭୁବନେଶ୍ୱର : ଲଘୁଚାପ ଜନିତ ବର୍ଷାରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବାବେଳେ ଏସଂକ୍ରାନ୍ତରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ କୁମାର ଜେନା । ସେ କହିଛନ୍ତିଯେ, ସେପ୍ଟେମ୍ବରରେ ଏଯାବତ ରାଜ୍ୟରେ ୨୭୫ ମିମି ବର୍ଷା ହୋଇଛି । ପ୍ରଥମ ୧୪ ଦିନ ଭିତରେ ସାଧାରଣତଃ ସେପ୍ଟେମ୍ବରରେ ୧୧୦
Read More...

ଅପରାହ୍ନରେ ହୀରାକୁଦର ୬ଟି ଗେଟ୍ ଖୋଲିବ

ସମ୍ବଲପୁର : ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଥିବାରୁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଛି । ଜଳଭଣ୍ଡାର ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ଆଜି ଅପରାହ୍ନ ୫ଟାରେ ୬ଟି ଗେଟ୍ ଖୋଲା ଯିବ ବୋଲି ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।ଅନ୍ୟ ପକ୍ଷରେ
Read More...

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଗଭୀର ଅବପାତର ପ୍ରଭାବ ଏବେ ବି ସକ୍ରୀୟ ରହିଛି । ଆସନ୍ତା ୪୮ ଘଣ୍ଟାରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୪୮ ଘଣ୍ଟାରେ ଛତିଶଗଡ଼, ମଧ୍ୟପ୍ରଦେଶ ମୁହାଁ ହେବ ।
Read More...

କରୋନା ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୬ ଜଣ ଲୋକାଲ୍‌
Read More...

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ୍‌: ୧୨ ଟ୍ରେନ ବାତିଲ

ଅନୁଗୋଳ: ତାଳଚେର ରୋଡରୁ ଅନୁଗୋଳ ଅଭିମୁଖେ ଯାଉଥିବା ଏକ ଗହମ ବୋଝେଇ ମାଲବାହୀ ଟ୍ରେନ୍‌ ଗତ ରାତିରେ ଲାଇନଚ୍ୟୁତ୍‌ ହୋଇଯାଇଛି। ଲଗାଣ ବର୍ଷା ଯୋଗୁ ଅନୁଗୋଳ-ତାଳଚେର ରୋଡର ଭୋଗବେରଣୀ ନିକଟସ୍ଥ ଏକ ପୋଲ ଦବି ଯିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ହେଲେ ଏଥିରେ କେହି ମୃତାହତ ହୋଇ
Read More...

ରୋଟାରୀ କ୍ଲବ ପୁରୀ ସାଗରର ଅଧିଷ୍ଠାନ ଦିବସ

ପୁରୀ : ରୋଟାରୀ କ୍ଲବ୍‌ ଅଫ୍‌ ପୁରୀର ସାଗରର ତୃତୀୟ ଅଧିଷ୍ଠାନ ଦିବସ ସ୍ଥାନୀୟ ହଲିଡେ ରିସୋର୍ଟ ହୋଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରକୁ ମୁଖ୍ୟ ଅତିଥି ଭାବେ ରୋଟାରୀର ପୂର୍ବତନ ଡିଷ୍ଟ୍ରିକ୍ଟ ଗଭର୍ଣ୍ଣର ଦିଲ୍ଲୀପ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ
Read More...