Browsing Category

ରାଜ୍ୟ

ପୁଅକୁ ହତ୍ୟା କରି ମାଟିତଳେ ପୋତି ଦେଇଥିଲା, ସଇତାନ ବାପା ଗିରଫ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପରମପଙ୍ଗା ପଞ୍ଚାୟତର ପାଙ୍ଗୁରୁମିଲା ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ନିଜ ପୁଅକୁ ଜୀବନରେ ମାରି ଗାଁ ନିକଟ ମୁସକୁଟି ଜଙ୍ଗଲରେ ମାଟି ତଳେ ପୋତିଦେଇଥିଲା ବାପା । ଘଟଣା ସମ୍ପର୍କରେ ପରମପଙ୍ଗା ସରପଞ୍ଚ ରମେଶ ମଲ୍ଲିକ ବାଲିଗୁଡ଼ା…
Read More...

ଜନ୍ମ ଶତବାର୍ଷିକୀ ଅବସରରେ ବିଶିଷ୍ଟ ଶିକ୍ଷାବିତ ପ୍ରଫୁଲ୍ଲ ପତିଙ୍କୁ ଶ୍ରଦ୍ଧାଞ୍ଜଳି

ସମ୍ବଲପୁର:ଓଡ଼ିଶାର ଜଣେ ସୁଯୋଗ୍ୟ ସନ୍ତାନ ଭାବେ ସ୍ୱର୍ଗତ ପ୍ରୋ. ପ୍ରଫୁଲ୍ଲ କୁମାର ପତିଙ୍କ ଜନ୍ମ ଶତବାର୍ଷିକୀ ଆଜି ମହା ସମାରୋହରେ ପାଳିତ ହୋଇଯାଇଛି । ସମ୍ବଲପୁର ମାଟିର ଜଣେ ଅବିସ୍ମରଣୀୟ ବ୍ୟକ୍ତି ସହିତ ପ୍ରୋ. ପତି ଜଣେ ବିଦ୍ୱାନ, ଶିକ୍ଷାବିତ ଓ ସର୍ବୋପରି ଜଣେ ସଫଳ ପ୍ରଶାସକ ଭାବରେ…
Read More...

ମହାନଦୀରେ ବର୍ତ୍ତମାନ ବନ୍ୟା ସ୍ଥିତି ଆଶଙ୍କା ନାହିଁ

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଉପୁଜୁଥିବାରୁ ଏହାକୁ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା  ଦେଇଛନ୍ତି । ସୂଚନା  ମୂତାବକ ଉପର ମୁଣ୍ଡରେ ବର୍ଷା କମିଛି ,ହୀରାକୁଦକୁ ଜଳ ପ୍ରବେଶ ମଧ୍ୟ କମିବାରେ ଲାଗିଛି ତେଣୁ ବର୍ତ୍ତମାନ ବନ୍ୟା ସ୍ଥିତି ଆଶଙ୍କା…
Read More...

ମୂର୍ତ୍ତି ଉଚ୍ଚତା ନେଇ ଆସିଲା ରାୟ

କଟକ : ପାଖେଇ ଆସୁଛି ଜଗଜନନୀ ମା’ଦୁର୍ଗାଙ୍କ ପୂଜା । ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ହାଇକୋର୍ଟରେ କରାଯାଇଥିବା ଆବେଦନ ଖାରଜ ହୋଇଛି । କରୋନା କଟକଣା ଯୋଗୁଁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ମୂର୍ତ୍ତି ଉଚ୍ଚତା ୪ଫୁଟରୁ ଅଧିକ ହୋଇପାରିବ ନାହିଁ । ଏଥିପାଇଁ କଟକ ବାଲୁବଜାର ପୂଜା କମିଟି…
Read More...

ବୌଦ୍ଧ: ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ବିଶ୍ୱକର୍ମା ପୂଜା ପାଳିତ

ବୌଦ୍ଧ,୧୭/୯: ଆଜି ପବିତ୍ର ବିଶ୍ୱକର୍ମା ପୂଜା ବୌଦ୍ଧ ସହରର ବିଭିନ୍ନ ଅନୁଷ୍ଠାନ ଓ କାର୍ଯ୍ୟାଳୟ ତରଫରୁ ନିରାଡମ୍ବର ଭାବେ ପାଳନ କରାଯାଉଛି । ମହାମାରୀ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ସରକାରଙ୍କ ଗାଇଡଲାଇନକୁ ମାନି ଏହି ପୂଜା ପାଳନ କରାଯାଉଥିବା ଜଣାପଡିଛି । ବିଦ୍ୟୁତ ବିଭାଗ, ବୌଦ୍ଧ…
Read More...

୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୧ ବର୍ଷରେ ପାଦ ଦେଲେ ନରେନ୍ଦ୍ର ମୋଦି । ଏହି ଅବସରରେ ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏଥିପାଇଁ ୨୦ ଦିନିଆ ରାଷ୍ଟ୍ରୀୟ ଅଭିଯାନର ଯୋଜନା ପ୍ରସ୍ତୁତ କରାଯାଇଛି ଯାହା ଆଜିଠାରୁ ଆରମ୍ଭ କରାଯିବ…
Read More...

ମା’ ଭଟ୍ଟାରିକା ମନ୍ଦିର ବେଢାରେ ପଶିଲା ବନ୍ୟା ଜଳ

ଆଠଗଡ : ହୀରାକୁଦ ଜଳଭଣ୍ଡାରର ଗେଟ୍ ଖୋଲିବା ପରେ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ କଟକ ଜିଲ୍ଲା ବଡମ୍ବାର ଅଧୀଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ବେଢାରେ ପାଣି ପଶିଛି ।ଶୁକ୍ରବାର ମହାନଦୀ ଜଳ ମନ୍ଦିରର ମୁଖ୍ୟଦ୍ବାରକୁ ଛୁଇଁଥିଲା । ଏହାପରେ ମୁଖଶାଳାକୁ ବନ୍ଦ କରାଯାଇଛି।…
Read More...

ଆସୁଛି ପାର୍ବଣ, ହସୁଛି କାଶତଣ୍ଡି

ପାରଳାଖେମୁଣ୍ଡି : ଶରତର ଆଗମନରେ କାଶତଣ୍ଡିର ସମ୍ଭାର ଦେଖିବାକୁ ମିଳେ । ରାସ୍ତା କଡଠାରୁ ଆରମ୍ଭ କରି ଚାଷଜମି ନଇପଠା ଯାଏଁ ସବୁଠୁ ଦୋହଲୁ ଥାଏ କାଶତଣ୍ଡି ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି କାଶତଣ୍ଡିର ସମ୍ଭାର ମଳୟ ପବନରେ ପାର୍ବଣ ୠତୁର ବାସ୍ନା ବାରି ହୋଇ ଗଲାଣି ।…
Read More...

କମୁଛି ହୀରାକୁଦ ଜଳସ୍ତର

ସମ୍ବଲପୁର: କମୁଛି ଉପରମୁଣ୍ଡରେ ବର୍ଷା । ସେଥପାଇର୍ କମୁଛି ହୀରାକୁଦର ଜଳସ୍ତର । ବର୍ତ୍ତମାନ ହୀରାକୁଦ ଡ୍ୟାମର ଜଳସ୍ତର ନିୟନ୍ତ୍ରଣ ପାଇଁ ୨୮ଟି ଗେଟ୍ ଦେଇ ଡ୍ୟାମରୁ ଜଳ ନିଷ୍କାସନ କରାଯାଉଛି । ହୀରାକୁଦରୁ ନିଷ୍କାସିତ ହେଉଛି ୪.୮୭ଲକ୍ଷ କୁ୍ୟସେକ ଜଳ । ଏଥିପାଇଁ ମହାନଦୀ ଫୁଲି ଉଠୁଛି,…
Read More...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

ପାଟଣାଗଡ଼ : ଗୁରୁବାର ବିଳମ୍ବିତ ରାତିରେ ବ୍ରାହ୍ମଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ମୃତ ଓ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ହରିଶଙ୍କର ବନାଞ୍ଚଳରେ ଗତ କିଛି ଦିନ ହେଲା ହାତୀର ଆତଙ୍କ ଖେଳିଯାଇଛି । ଗତକାଲି ରାତି ପ୍ରାୟ ୧୦ ଟା…
Read More...