Browsing Category

ରାଜ୍ୟ

ବିଦ୍ୟୁତ ସସ୍ପର୍ଶରେ ଆସି ଜଳିଗଲେ ୨ ଯୁବକ

ସୁନ୍ଦରଗଡ : ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବଡ଼ବଙ୍ଗାରେ ବିଦ୍ୟୁତ ଆଘାତ ଲାଗି ଦୁଇ ଜଣ ଯୁବକଙ୍କର ମୃତ୍ୟୁ ହୋଇଛି । ୫ ଦିନ ତଳେ ବିଦ୍ୟୁତ ଖୁଣ୍ଟ ଭାଙ୍ଗିପଡିଥିଲା । ତେବେ ସୋମବାର ଦିନ ଉକ୍ତ ସ୍ଥାନରୁ ଦୁର୍ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ସେଠାକୁ ଯାଇ ଦେଖିଥିଲେ ।
Read More...

ଝାରଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଭଉଣୀଙ୍କୁ ଅଟକାଇଲା ପୁଲିସ

ରାଉରକେଲା: ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜଳି ସୋରେନଙ୍କୁ ଅଟକାଇଲା ପ୍ଲାଣ୍ଟସାଇଟ ପୁଲିସ। ଅଞ୍ଜଳି ରାଜଗାଙ୍ଗପୁର ଯିବାକୁ ଝାରଖଣ୍ଡରୁ ଆସିଥିଲେ। ସେ ଡାଲମିଆ ସିମେଣ୍ଟ ଖାଦାନ ସମ୍ପ୍ରସାରଣ ପାଇଁ ହେବାକୁ ଥିବା ଜନଶୁଣାଣିରେ ସାମିଲ ହେବାର ଥିଲା। ସେ ଜନଶୁଣାଣିରେ
Read More...

ଜନ ଆଶୀର୍ବାଦ ଯାତ୍ରାରେ କେନ୍ଦ୍ରୀୟ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କହିଲେ ମୋ କଲମରେ ଡେରି ହେବ ନାହିଁ

ଜଣ୍ଟାବାଞ୍ଜି : ମୋଦି ସରକାରଙ୍କ ପୂର୍ବ ନିର୍ଦ୍ଧାରିତ ଜନ ଆଶୀର୍ବାଦ ଯାତ୍ରାରେ କେନ୍ଦ୍ରୀୟ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗସ୍ତ କୋରାପୁଟ, ରାୟଗଡା, କଳାହାଣ୍ଡି ହୋଇ ୨୨ ତାରିଖ ଦିନ କଣ୍ଟାବାଞ୍ଜି ପହଞ୍ଚିଥିଲେ । ଏହି ଅବସରରେ ତାଙ୍କ ସାଙ୍ଗରେ ଥିଲେ ବଲାଙ୍ଗୀର ଲୋକସଭା ସାଂସଦ ସଂଗୀତା
Read More...

ଆକାଂକ୍ଷା ମହିଳା ସଂଗଠନ ପକ୍ଷରୁ ରକ୍ଷା ବନ୍ଧନ ଉତ୍ସବ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ଅଗ୍ରଣୀ ଆକାଂକ୍ଷା ମହିଳା ସଂଗଠନ ତରଫରୁ ପାରଳାଖେମୁଣ୍ଡି ନିକଟସ୍ଥ ରାଣିପେଣ୍ଠାର କୃଷି କ୍ଷେତ୍ରରେ କାର୍ଯ୍ୟରତ କୃଷକମାନଙ୍କ ପାଇଁ ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶିଶୁ କଲ୍ୟାଣ ସମିତିସଦସ୍ୟା
Read More...

ପରୀ ହତ୍ୟା ମାମଲା : ହାଇକୋର୍ଟ ଯିବାକୁ କହିଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର: ନୟାଗଡ଼ ବହୁଚର୍ଚ୍ଚିତ ଶିଶୁ କନ୍ୟା ପରୀ ହତ୍ୟା ମାମଲାର ଅନ୍ତ ଘଟାଇ ହାଇକୋର୍ଟ ଯିବାକୁ କହିଛନ୍ତି ସୁପ୍ରିମକୋର୍ଟ । ହାଇକୋର୍ଟରେ ଆବେଦନ କରିବାକୁ ପରୀ’ର ମାଆଙ୍କୁ କହିଛନ୍ତି ସୁପ୍ରିମକୋର୍ଟ । ତେବେ ମାମଲାର ସିବିଆଇ ତଦନ୍ତ ଦାବିରେ ପରୀ’ ମା ସୁପ୍ରିମକୋର୍ଟ ଯାଇଥିଲେ ।
Read More...

ସମ୍ଭାବ୍ୟ ମରୁଡି ନେଇ ସ୍ୱତନ୍ତ୍ର ଆକ୍ସନ ପ୍ଲାନ, ନିଆଯିବ ଏହି ସବୁ ପଦକ୍ଷେପ

ଭୁବନେଶ୍ୱର : ରାଜ୍ୟରେ ମରୁଡି ସ୍ଥିତି ବା ନିଅଣ୍ଟିଆ ବର୍ଷାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି । ଏଥିରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ଏସଆରସିସ, ଜଳସମ୍ପଦ ବିଭାଗ ସଚିବ, ଅର୍ଥ ସଚିବ ଓ ଅଧିକାରୀ ସାମିଲ ହୋଇଥିଲେ
Read More...

କାବୁଲ ବିମାନ ବନ୍ଦରରେ ଭୀଷଣ ଗୁଳିଚାଳନା; ତାଲିବାନକୁ କଡା ଜବାବ ଦେଉଛନ୍ତି ଆମେରିକା ଓ ଜର୍ମାନୀ ସୈନ୍ୟ

କାବୁଲ: କାବୁଲସ୍ଥିତ ହମିଦ କାରଜାଇ ଆନ୍ତର୍ଜାତିକ ବିମାନ ବନ୍ଦରରେ ସୋମବାର ସକାଳେ ଭୀଷଣ ଗୁଳିଚାଳନା ଘଟିଥିବା ଖବର ହସ୍ତଗତ ହୋଇଛି। ଏଥିରେ ଜଣେ ତାଲିବାନି ଆତଙ୍କିର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ତିନିଜଣ ଆହତ ହୋଇଛନ୍ତି। ତାଲିବାନ ପକ୍ଷରୁ ଗୁଳିଚାଳନା କରାଯିବା ପରେ ଆମେରିକା ଓ ଜର୍ମାନୀ
Read More...

ବିଜେଡି କର୍ମୀ ସମ୍ମିଳନୀ, ଦଳରେ ଯୋଗ ଦେଲେ୧୦୦ରୁ ଅଧିକ ବିଜେପି କର୍ମୀ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଖରସଣ୍ଡା ଗ୍ରାମରେ ବିଜେଡିର ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଦଳରେ ୧୦୦ରୁ ଅଧିକ ବିଜେପି କର୍ମୀ ବିଜେଡି ଦଳରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତିଆଦର୍ଶରେ ଅନୁପ୍ରାଣୀତ ହୋଇ ଦଳରେ ଯୋଗ ଦେଇଥିବାରୁ
Read More...