Browsing Category

ରାଜ୍ୟ

ଏଣିକି ଭିନ୍ନକ୍ଷମଙ୍କୁ ମିଳିବ ୩୫୦୦ ଟଙ୍କା

ଭୁବନେଶ୍ୱର: ଦିବ୍ୟାଙ୍ଗଙ୍କ ପାଇଁ ଖୁସିଖବର। ବଢ଼ିଲା ଭତ୍ତା। ଏଣିକି ଭିନ୍ନକ୍ଷମଙ୍କୁ ମିଳିବ ୩୫୦୦ ଟଙ୍କା। ଆସନ୍ତା ଜୁନ ମାସରୁ ଏହି ବର୍ଦ୍ଧିତ ଭତ୍ତା ମିଳିବ। ବର୍ଦ୍ଧିତ ଭତ୍ତା ନେଇ DSSOSଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବରିଷ୍ଠ ନାଗରିକଙ୍କୁ ମଧ୍ୟ  ବର୍ଦ୍ଧିତ ଭତ୍ତା ମିଳିବ। ଜୁନ ସୁଦ୍ଧା…
Read More...

ବାଘ ଛାଲ ଜବତ୍ ,୩ ଶିକାରୀ ଗିରଫ

ଗଣିଆ / ଦଶପଲ୍ଲା : ଦିନକୁ ଦିନ ଅଶାନ୍ତ ହେଉଛି ଦଶପଲ୍ଲା ଓ ଗଣିଆ ବନାଂଚଳ । ବୃଦ୍ଧି ପାଉଛି ଶୀକାରୀଙ୍କ ପ୍ରାଦୁର୍ଭାବ । ବନବିଭାଗ ନୁହେଁ ବରଂ ଶୀକାରୀଙ୍କ କବ୍ଜାରେ ରହିଛି ବଣ ଜଂଗଲ । ସରକାରଙ୍କ ଠାରୁ ମୋଟା ଅଂକର ଦରମା ପାଉଥିବା ବନକର୍ମଚାରୀଙ୍କ ଦାୟିତ୍ବହୀନତା ଓ ଅନୁପସ୍ଥିତିର ସୁଯୋଗ…
Read More...

ପୁରୀରେ ଦେଢ ଦିନ ରହିଥିଲେ ଜ୍ୟୋତି, ସାଙ୍ଗରେ ଥିଲେ ବୟସ୍କ ମହିଳା

ପୁରୀ : ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ପାକିସ୍ତାନର ଗୁପ୍ତଚର ଭାବେ ଗିରଫ ହେବା ପରେ ଏବେ ସବୁଆଡେ ଚର୍ଚ୍ଚା ଲାଗି ରହିଛି । ତେବେ ଗତ ୨୦୨୪ ସେପ୍ଟେମ୍ବର ମାସରେ ଜ୍ୟୋତି ମାଲହୋତ୍ରା ପୁରୀ ଆସି ଶ୍ରୀମନ୍ଦିର ସମେତ, ବେଳାଭୂମି ଏବଂ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଭ୍ରମଣ କରିଥିବାରୁ କେଉଁ…
Read More...

୪ରୁ ୫ ଦିନ ଭିତରେ କେରଳ ଛୁଇଁପାରେ ମୌସୁମୀ ବାୟୁ

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁ ସାରିଥିବା ବେଳେ ୪ରୁ ୫ ଦିନ ଭିତରେ କେରଳ ଛୁଇଁପାରେ ବୋଲି ମଙ୍ଗଳବାର ଭାରତ ପାଣିପାଗ ବିଭାଗ ପକ୍ଷରୁ ଏକ ବଡ଼ ଅପଡେଟ୍‌ ସାମ୍‌ନାକୁ ଆସିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ସଅଳ କେରଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ…
Read More...

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ଭୁବନେଶ୍ୱର: ଓଡ଼ିଶା ଯୁକ୍ତ ୨ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏକାସହ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇ କହିଛନ୍ତି ଯେ, ଫଳ ପ୍ରକାଶନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି…
Read More...

୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର: ପିଏମ୍‌ ଅର୍ଥନୈତିକ ପରାମର୍ଶଦାତା ପରିଷଦର ୨ ଜଣିଆ ଟିମ୍‌ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୨ ଜଣିଆ କେନ୍ଦ୍ରୀୟ ଟିମ୍‌ ମଙ୍ଗଳବାରଠାରୁ ୨୩ ତାରିଖ ଯାଏ କେନ୍ଦୁଝର ଜିଲା ଗସ୍ତରେ ଯିବେ। କେନ୍ଦ୍ରୀୟ ଟିମ୍‌ କେନ୍ଦୁଝର ଜିଲା ଖଣିଜ ପାଣ୍ଠି ଉପରେ ସମୀକ୍ଷା କରିବେ। ଏପରିକି…
Read More...

ଏହି ସବୁ ଜିଲ୍ଲାରେ ହୋଇପାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ଅର୍ଥାତ୍‌ ୨୪ ତାରିଖ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ୧୫ ଜିଲା ସୁନ୍ଦରଗଡ଼, ଝାରସୁଗୁଡ଼ା,…
Read More...

ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ୨ ପରୀକ୍ଷାଫଳ

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ଆବେଦନର ଶେଷ ତାରିଖ ମେ’ ୨୦ ଥିବା ବେଳେ ଏହାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି ଛାତୀଛାତ୍ର। କାରଣ ଏବେ ପର୍ଯ୍ୟନ୍ତ +୨ ପରୀକ୍ଷା ଦେଇଥିବା ପିଲାମାନଙ୍କର ଫଳାଫଳ ପ୍ରକାଶ ପାଇ ନାହିଁ। ତେବେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର…
Read More...

ଦଶପଲ୍ଲା – ଭଞ୍ଜନଗର ରାସ୍ତାରେ ଲୁଟେରାଙ୍କ ଆତଙ୍କ;ପଥଚାରୀଙ୍କୁ ଆକ୍ରମଣ ପରେ ପୋଡ଼ିଦେଲେ ବାଇକ୍,ବାଇକ ଚାଳକ…

ଦଶପଲ୍ଲା : କିଛିଦିନ ଧରି ଦଶପଲ୍ଲାର ଆଇନ୍ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲାବେଳେ,ଚୋରି, ରାହାଜାନ,ଡକାୟତି, ଲୁଟତରାଜ୍ ବଢିବାରେ ଲାଗିଛି । ତତ୍ ସହିତ ଦିନକୁ ଦିନ ପଥଚାରୀଙ୍କ ପାଇଁ ଅସୁରକ୍ଷିତ ହୋଇପଡୁଛି, ୫୭ ନଂ ଜାତୀୟ ରାଜପଥ ଓ ଦଶପଲ୍ଲା - ଭଞ୍ଜନଗର ରାଜ୍ୟ…
Read More...

ପ୍ରସ୍ତୁତ ହେବ ସମାଜ କଲ୍ୟାଣ ବୋର୍ଡର ପୁନରୁଦ୍ଧାର ରୋଡ଼ମ୍ୟାପ

ଭୁବନେଶ୍ୱର:ଆଜି ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ…
Read More...