Browsing Category

ରାଜ୍ୟ

ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର:ଗତକାଲି ବାଣପୁର ର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣା ରେ ଗୁରୁତର ଆହତ ଜଣେ ବ୍ୟକ୍ତି ଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ
Read More...

ଧର୍ମେନ୍ଦ୍ରଙ୍କୁ କଟାକ୍ଷ କଲେ ବବି

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟରରେ ମୁହାଁମୁହିଁ ହୋଇଛନ୍ତି । ଆୟୂଷ୍ମାନ ଯୋଜନା ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଉଭୟ ପରସ୍ପରକୁ ଟାର୍ଗେଟ କରିଛନ୍ତି । ଧର୍ମେନ୍ଦ୍ର ଟ୍ୱିଟରେ ଉଲ୍ଲେଖ କରିଥିଲେଯେ,
Read More...

ଟିକା ନ ନେଲେ ବିଧାନସଭା ମନା

ଭୁବନେଶ୍ୱର: ସେପ୍ଟେମ୍ବର ପହିଲାରୁ ୯ ପର୍ଯ୍ୟନ୍ତ ଚାଲିବ ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନ । ଏହି ଅଧିବେଶନ ପାଇଁ ଗୁରୁବାର ବାଚସ୍ପତି ଡ.ସୂର୍ଯ୍ୟ ନାରାୟଣ ପାତ୍ର ଏକ ବୈଠକ ଡାକିଥିଲେ । ବୈଠକର ନିଷ୍ପତ୍ତି ଅନୁସାରେ, ବିଧାନସଭା ଅଧିବେଶନ ପାଇଁ ସମସ୍ତ ମନ୍ତ୍ରୀ, ବିଧାୟକ ଓ ବିଧାନସଭା
Read More...

ଆଜିଠୁ ଯୁକ୍ତ ୩ ଆଡମିଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୩ ଆଡମିଶନ ପାଇଁ ନାମଲେଖା ପ୍ରକ୍ରିୟା । ଛାତ୍ରଛାତ୍ରୀମାନେ www.samsodisha.gov.in ରେ ସିଏଏଫ୍ ଫର୍ମ ପୂରଣ କରିବେ । ସେପ୍ଟେମ୍ବର ୪ ତାରିଖ ଯାଏଁ କରିହେବ ଆବେଦନ। ସେପ୍ଟେମ୍ବର ୯ ତାରିଖରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ । ୧୪ ତାରିଖ ଯାଏଁ
Read More...

ଫାର୍ମ ହାଉସରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ୱର: ଫାର୍ମ ହାଉସରେ ପୋଖରୀ ଭିତରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନନ୍ଦନକାନନ ଥାନା ଅଂଚଳର ଏକ ଫାର୍ମ ହାଉସ ପୋଖରୀରୁ ମିଳିଛି । ଛାତ୍ରୀଙ୍କ ଘର ନୟାଗଡ ହୋଇଥିବା ବେଳେ ସେ ଜଣେ ପ୍ରଫେସରଙ୍କ ଝିଅ ବୋଲି ସୂଚନା ମିଳିଛି । ଗଣମାଧ୍ୟମ ସାମ୍ନାରେ ଛାତ୍ରୀଙ୍କ ବାପା ଏହି
Read More...

ରାତିରେ ପ୍ରେମିକାଙ୍କୁ ଭେଟିବା ମହଙ୍ଗା ପଡିଲା, ପ୍ରେମିକ ସହ ୪ ସାଙ୍ଗଙ୍କୁ ବାନ୍ଧିଲେ ଗ୍ରାମବାସୀ

ବାଲିପାଟଣା: ବିଳମ୍ବିତ ରାତିରେ ପ୍ରେମିକାକୁ ଭେଟିବାକୁ ଯାଇ ପ୍ରେମିକା ଗାଁରେ ବନ୍ଧା ହେଲା ପ୍ରେମିକ । କେବଳ ପ୍ରେମିକ ନୁହେଁ, ତା ସାଙ୍ଗରେ ଯାଇଥିବା ୩ ସାଙ୍ଗ ମଧ୍ୟ ଗାଁ ଦାଣ୍ଡରେ ବନ୍ଧା ହେଲେ । ମାତ୍ର ପରେ ପ୍ରକୃତ ଘଟଣା ଜଣାପଡ଼ିବା ପରେ ବିଚରା ପ୍ରେମିକ ଓ ତା ବନ୍ଧୁମାନେ ଛାଡ଼ ପାଇଲେ
Read More...

ଆଇସିୟୁରେ ବିଶିଷ୍ଟ ଶିଳ୍ପପତି ତାରା ପଟ୍ଟନାୟକ

ଭୁବନେଶ୍ୱର: ବିଶିଷ୍ଟ ଶିଳ୍ପପତି ତଥା ଫାଲକନ ଗ୍ରୁପ ଅଫ କମ୍ପାନୀର ଅଧ୍ୟକ୍ଷ ତାରା ରଞ୍ଜନ ପଟ୍ଟନାୟକ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ସକାଳେ ଶ୍ରୀ ପଟ୍ଟନାୟକ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆପୋଲୋ ହସ୍ପିଟାଲର
Read More...

ବିଜୁ ସ୍ୱାସ୍ଥ୍ୟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରି ରେ smart health card ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ।ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ
Read More...

ରାଜ୍ୟରେ ଆଜିଠାରୁ ପାଗରେ ପରିବର୍ତ୍ତନ

ଭୁବନେଶ୍ୱର : ରାଜ୍ୟରେ ଆଜି ଠାରୁ ପାଗରେ ପରିବର୍ତ୍ତନ ଘଟିବ। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଦୁର୍ବଳ ହେଉଥିବା ବେଳେ ମୌସୁମୀ ଟ୍ରପଲାଇନ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ବର୍ଷା ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଅନୁମାନ କରିଛି
Read More...