Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଇରାନରେ ଫସିଛନ୍ତି ୧୦ହଜାର ଭାରତୀୟ
ନୂଆଦିଲ୍ଲୀ- ଇରାନରେ ବର୍ତ୍ତମାନ ପରିସ୍ଥିତି ମଧ୍ୟରେ ସେଠାରେ ରହୁଥିବା ଭାରତୀୟ ନାଗରିକଙ୍କ ପାଇଁ ଚିନ୍ତା ବଢିଛି । ରିପୋର୍ଟ ଅନୁଯାୟୀ ପ୍ରାୟ ୧୦ହଜାରରୁ ୧୨ହଜାର ଭାରତୀୟ ବଂଶୋଦ୍ଭବ ଲୋକ ବର୍ତ୍ତମାନ ଇରାନରେ ରହିଛନ୍ତି । ସେମାନଙ୍କ ମଧ୍ୟରେ ଅଧିକାଂଶ ଛାତ୍ର ରହିଛନ୍ତି । ବିଶେଷ କରି!-->…
Read More...
Read More...
ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି
ଭୁବନେଶ୍ୱର: ୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହୋଇଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଧାଡ଼ି ଦର୍ଶନ ଚାଲିଥିବା ଜଣାପଡ଼ିଛି। ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଗତକାଲି ମକର ସଂକ୍ରାନ୍ତିରେ ଉପାସରେ ଥିଲେ ପ୍ରଭୁ!-->…
Read More...
Read More...
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ଏହି ମକର ସଂକ୍ରାନ୍ତି ଅବସରରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦୁଝର ଜିଲା ପାଟଣା ରାଜନଗରରେ ମକର ବୁଡ଼!-->…
Read More...
Read More...
ଦ୍ୱିତୀୟ ଦିନିକିଆ: ଟସ୍ ଜିତିଲା ନ୍ୟୁଜିଲାଣ୍ଡ, ପ୍ରଥମେ ବ୍ୟାଟିଂ କରିବ ଟିମ ଇଣ୍ଡିଆ
ନୂଆଦିଲ୍ଲୀ : ବୁଧବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ରାଜକୋଟରେ ଦ୍ୱିତୀୟ ଦିନିକିଆ ଖେଳାଯିବ । ମ୍ୟାଚ୍ ଦିନ ୧ଟା ୩୦ରୁ ଆରମ୍ଭ ହେବ । ତେବେ ମୁଲାବିଲାରେ ଟସ୍ ଜିତିଛି ନ୍ୟୁଜିଲାଣ୍ଡ । କିଓ୍ୱି ଅଧିନାୟକ ମାଇକେଲ୍ ବ୍ରେସଓ୍ୱେଲ ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛନ୍ତି । ଅର୍ଥାତ!-->…
Read More...
Read More...
ବାଲିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୭ତମ ବାର୍ଷିକ ଉତ୍ସବ ପାଳନ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୭ ତମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ବିଦ୍ୟାଳୟର ଉନ୍ନତି!-->…
Read More...
Read More...
ଭଦ୍ରକରେ ବିକ୍ରି ହୋଇଥିବା ଶିଶୁକନ୍ୟା କଟକରୁ ଉଦ୍ଧାର
ଭଣ୍ତାରିପୋଖରୀ: ଭଦ୍ରକରେ ବିକ୍ରି ହୋଇଥିବା ଶିଶୁକନ୍ୟାକୁ ଉଦ୍ଧାର କରିଛି ଭଣ୍ତାରିପୋଖରୀ ଥାନା ପୁଲିସ। ଉକ୍ତ ଶିଶୁକୁ କଟକ ମହାନଗରର ରାଜାବଗିଚାରୁ ଉଦ୍ଧାର କରାଯାଇଥିବାର ସୂଚନା ରହିଛି। ଶିଶୁକନ୍ୟାକୁ ବାବା ମା ମାତ୍ର ୨୦ ହଜାର ଟଙ୍କାରେ ବିକ୍ରି କରିଥିବା ଜଣାଯାଇଛି। ଶିଶୁକନ୍ୟା!-->…
Read More...
Read More...
ମକର ସଂକ୍ରାନ୍ତିରେ ବୁଡ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ପାଟଣା: କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥ ଜୀଉ ମଠ ସଂଲଗ୍ନ ବୈତରଣୀ ନଦୀ ଘାଟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମକର ସଂକ୍ରାନ୍ତିରେ ବୁଡ ପକାଇବେ। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା ୧୧୮/୨୬ରେ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି।!-->…
Read More...
Read More...
ବଦଳିପାରେ ଯୁକ୍ତ ୨ ଖାତାଦେଖା ଢ଼ାଞ୍ଚା
ଭୁବନେଶ୍ବର : ଚଳିତ ବର୍ଷରୁ ବଦଳିପାରେ ଯୁକ୍ତ ୨ ଖାତାଦେଖା ଢ଼ାଞ୍ଚା । ଯୁକ୍ତ ୨ କଳା ଖାତା ଦେଖା ଅନଲାଇନ୍ରେ ହୋଇପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କଳା ବିଭାଗ ଖାତାଦେଖା ଅନଲାଇନ୍ରେ ହେବା ପାଇଁ ପ୍ରସ୍ତୁତି କରାଯାଉଛି । ଚୂଡ଼ାନ୍ତ!-->…
Read More...
Read More...
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଆସିଲା ଖୁସି ଖବର , ଏହି ଦିନ ଖାତାକୁ ଆସିବ ଟଙ୍କା
ଭୁବନେଶ୍ୱର : ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ସୋମବାର ମୁଖ୍ୟମନ୍ତ୍ରୀ ନିଜେ ଘୋଷଣା କରିସାରିଛନ୍ତି । ତେଣୁ ଖୁବଶୀଘ୍ର ହିତାଧିକାରୀଙ୍କୁ ମିଳିବ ସହାୟତା ରାଶି । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ!-->…
Read More...
Read More...
ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଧାଡି ଦର୍ଶନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ
ପୁରୀ- ଶ୍ରୀମନ୍ଦିର ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଧାଡି ଦର୍ଶନ ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ଧାଡି ଦର୍ଶନ ବା ଶୃ୍ଙ୍ଖଳିତ!-->…
Read More...
Read More...